-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ବନ ବିଭାଗ ତରଫରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର: ଚାରିଜଣ ଚାଲାଣକାରୀ ଗିରଫ: ଦୁଇ ମୋଟରସାଇକେଲ ଜବତ

01-Sep-2021



ବାଲିଗୁଡ଼ା,(ସୁଶିଲ କୁମାର ପାଣିଗ୍ରାହୀ):  ବଜ୍ରକାପ୍ତା ଚୋରାଚାଲାଣ ବେଳେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନବିଭାଗ ପକ୍ଷରୁ ଚଢ଼ାଉ । ବାଲିଗୁଡା ବ୍ଲକ ମିଡ଼ିଆକିଆ ଅଞ୍ଚଳରେ ଜଣଙ୍କ ପାଖରେ ବଜ୍ରକାପ୍ତା ଥିବା ଓ ସେ ତାହା ବିକ୍ରି କରିବାକୁ ଚାହୁଁଥିବା ବିଶ୍ବସ୍ତ ସୂତ୍ରରୁ ଖବର ପାଇଥିଲା ବନବିଭାଗ । ବାଲିଗୁଡ଼ା ବନଖଣ୍ଡର ଡିଏଫ୍ଓ ବିଶ୍ବରାଜ ପଣ୍ଡାଙ୍କ ନିର୍ଦ୍ଦେଶନାରେ ବନବିଭାଗ ପକ୍ଷରୁ ଗ୍ରାହକ ଭାବରେ ସମ୍ପୃକ୍ତ ବ୍ୟକ୍ତିସହ ଯୋଗାଯୋଗ କରାଯାଇଥିଲା । ଦେଣନେଣ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ଠିକ୍ ହୋଇଥିଲା ଉଭୟଙ୍କ ମଧ୍ୟରେ । ଏହାପରେ ଡିଏଫ୍ଓଙ୍କ ନିର୍ଦ୍ଦେଶ ଅନୁଯାୟୀ ଏକ ସ୍ବତନ୍ତ୍ର ଟିମ୍ ଗଠନ ହୋଇଥିଲା । ବନବିଭାଗର ଏହି ଟିମ୍ ବାଲିଗୁଡ଼ା ଥାନା ମିଡ଼ିଆକିଆ ନିକଟ ଏକ ପୋଲ ନିକଟରେ ଗ୍ରାହକ ବେଶରେ ପହଁଚିଥିଲେ । ବାଲିଗୁଡ଼ା ବନଖଣ୍ଡର ଏସିଏଫ ଡ.ରୁଦ୍ରପ୍ରସାଦ ରଥ,ବନାଞ୍ଚଳ ଅଧିକାରୀ ଉଦିତ୍ କୁମାର ପ୍ରଧାନଙ୍କ ସମେତ ୧୦ ଜଣିଆ ଏକ ସ୍ବତନ୍ତ୍ର ଟିମ୍ ପହଁଚି ଚାଲାଣକାରୀଙ୍କ ସହ ବଜ୍ରକାପ୍ତା କିଣିବା ପାଇଁ ମୁଲଚାଲ କରିଥିଲେ । ଏହାପରେ ସେମାନଙ୍କ ନିକଟରୁ ୧୦୫ ସେଣ୍ଟିମିଟର ଲମ୍ବର ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି ବନବିଭାଗ । ଘଟଣାରେ ଚାରିଜଣ ଚାଲାଣକାରୀଙ୍କୁ ଗିରଫ କରିବାସହ ଗୋଟିଏ

ଗ୍ଲାମର ମୋଟରସାଇକେଲ ଓ ଗୋଟିଏ ଜୁପିଟର ସ୍କୁଟି ଜବତ କରିଛି ବନବିଭାଗ । ଏହି ରାକେଟରେ ଆଉ କିଏ କିଏ ସମ୍ପୃକ୍ତ ସେନେଇ ଅଧିକ ଖୋଳତାଡ଼ କରୁଛି ବନବିଭାଗ । ଗିରଫ ଚାରିଜଣଙ୍କ ମଧ୍ୟରେ ମହାସିଙ୍ଗି ଗ୍ରାମର ମହାଦେବ ବେହେରଦଳାଇ, ପାରିଗଡ଼ର ଭିମସେନ ବଡ଼ସେଠ୍,କ.ନୁଆଗାଁ ଥାନା ଅଞ୍ଚଳର ସୁକଦେବ ଦିଗାଳ ଓ ଟିକାବାଲି ପଣଷପଦର ଗ୍ରାମର ସିତାଂଶୁ ମୁଖୀ ହୋଇଥିବା ବନବିଭାଗ ପକ୍ଷରୁ ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like