-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଆର, ଆଇ ଙ୍କ କାର୍ଯ୍ୟାଳୟ ବନ୍ଦ, ଜିଲ୍ଲା ପ୍ରଶାସନ କର୍ମଚାରୀ କହି ଠକେଇ ଅଭିଯୋଗ, ରହିଛି କି ଆର, ଆଇ ଙ୍କ ସମ୍ପୃକ୍ତି ?

01-Sep-2021



ବଲାଙ୍ଗୀର,(ପ୍ରେରଣା ଖବର) : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଝରିଆଲ ଗ୍ରାମ ସ୍ଥିତ ଆର ଆଇ କାର୍ଯ୍ୟାଳୟ ବନ୍ଦ ରହିବା ନେଇ ଗ୍ରାମବାସୀ ଲିଖିତ ଅଭିଯୋଗ କରିଛନ୍ତି । ଏହି ଝରିଆଲ ଗ୍ରାମ ଆର, ଆଇ କାର୍ଯ୍ୟାଳୟ କୁ ଆର, ଆଇ ନିଜେ ନ ଆସି ପ୍ରାୟ ଦୁଇ ମାସ ରୁ ଉର୍ଦ୍ଧ୍ବ  ହେବ ଉକ୍ତ କାର୍ଯ୍ୟାଳୟ ର ଅନ୍ୟ କର୍ମଚାରୀ ମନଇଚ୍ଛା ଆସି ଚାଲିଯିବା ସହ କାର୍ଯ୍ୟାଳୟ ରେ ସର୍ବଦା ତାଲା ଝୁଲୁଥିବା ଯୋଗୁଁ ସାଧାରଣ ଅକଥନୀୟ ଦୁର୍ଦ୍ଦଶା ର ଶିକାର ହେଉଥିବା ଅଭିଯୋଗ ହୋଇଆସୁଛି । ବିଭିନ୍ନ ପ୍ରମାଣ ପତ୍ର ପାଇଁ ଅନଲାଇନ ଯୋଗେ ଆବେଦନ କରି ଦିନ ଗଡି ଚାଲୁଥିବା ନେଇ ବିଭିନ୍ନ ଉଚ୍ଚ ଅଧିକାରୀ ଙ୍କୁ ଗ୍ରାମ କମିଟି ବୈଠକ କ୍ରମେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି । ସେହିପରି  ସରକାରୀ ଭାବେ କୋଭିଡ ଜନିତ ମୃତକ ଙ୍କ ଘରକୁ ଯାଇ ଆର,ଆଇ ତଥା ଜିଲ୍ଲା ପ୍ରଶାସନ ତରଫରୁ ସବିଶେଷ ବିବରଣୀ ସଂଗ୍ରହ କରି ଜିଲ୍ଲା ପ୍ରଶାସନ ନିକଟରେ ଦାଖଲ କରିବା ଓ କୋଭିଡ ସହାୟତା ପ୍ରଦାନ ନିୟମ ଥିବା ବେଳେ ଏହାର କାର୍ଯ୍ୟକାରୀ କରାଯାଉନି । ସୂଚନା ଅନୁଯାୟୀ, କୋଭିଡ ରେ ଆକ୍ରାନ୍ତ ହୋଇ ମୃତ୍ୟୁ ବରଣ କରିଥିବା ଏହି ଆର, ଆଇ ସର୍କଲ ର ଜନସାଧାରଣ ଲିଗାଲହିଅର,ସ୍ଥାୟୀ ବାସିନ୍ଦା,ଇନକମ ବା ରୋଜଗାର ପ୍ରମାଣ ପତ୍ର ଆଦି ନିମନ୍ତେ ଅନେକ ଆବେଦନ କର୍ତା ଆବେଦନ କରି ମାସ,ମାସ ଅପେକ୍ଷା କରି ହଟହଟା ହୋଇଆସୁଛନ୍ତି । ସେହିପରି ପଣ୍ଡ୍ରିପାଣି ଗ୍ରାମର √ଗୁଆଲୁ ନାଗ ନାମକ ଜଣେ ବ୍ୟକ୍ତି I କୋଭିଡ ରେ ମୃତ୍ୟୁ ବରଣ କରିଥିବା ବେଳେ ପ୍ରାୟ ଚାରିମାସ ହେଲା ଏକ ଲିଗାଲ ହିଆର ପ୍ରମାଣ ପତ୍ର ପାଇଁ ଆବେଦନ କରି ଥିବା ବେଳେ ବର୍ତ୍ତମାନ ସୁଦ୍ଧା ମିଳି ପାରି ନଥିବା ତାଙ୍କ ପୁଅ ଭୀଷ୍ମ ନାଗ ଅଭିଯୋଗ କରିଛନ୍ତି । ଏ ନେଇ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ଦୃଢ଼ ଦାବୀ ହେଉଛି । ସେହିପରି ପରି ଗତ ମାସ ୧୪ ତାରିଖରେ ଜିଲ୍ଲା ପ୍ରଶାସନ ତରଫରୁ  ସରକାରୀ ଭାବେ ଆସିଛୁ ଓ ଆର, ଆଇ ତହସିଲଦାଙ୍କ ସହ ମିଶି ସର୍ଭେ କରିଆସୁଥିବା କହିଥିଲେ ।ମୃତକ ଙ୍କ ପରିବାର କୁ ଦୁଇ ଲକ୍ଷ ଓ ଅନ୍ୟ ସମସ୍ତ ସୁବିଧା ଯୋଗାଇ ଦେବାକୁ କହି ଏକ କାରରେ ଯାଇ ଥିବା ଜଣେ ମହିଳା ଓ ଦୁଇ ଜଣ ବ୍ୟକ୍ତି ୧୬ ସହ ଟଙ୍କା  ପାଣ୍ଡ୍ରିପାଣି ଗ୍ରାମର ଉକ୍ତ ମୃତ୍ୟୁ ବରଣ କରିଥିବା ଗୁଆଲୁ ନାଗ ଙ୍କ ସ୍ତ୍ରୀ ଠାରୁ ଟଙ୍କା ନେଇ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି । ଏହି ପରି ଏ ଅଞ୍ଚଳ ରେ ଜଣେ ମହିଳା ଓ ଦୁଇ ଜଣ ବ୍ୟକ୍ତି ଏକ କାରରେ ଘର,ଘର ଯାଇ ଠକେଇ କରିବା ଜଣାଯାଇଛି । ଏ ନେଇ ଆର, ଆଇ ଙ୍କୁ ଯୋଗାଯୋଗ କରିବାରୁ ଯୋଗାଯୋଗ ହୋଇପାରି ନ ଥିବା ବେଳେ ଆର,ଆଇ ଙ୍କ ସିଲ ମୋହର ଥିବା ଏକ ରସିଦ ଦିଆଯାଇଛି । ଏହିପରି ହଜାର, ହଜାର ଟଙ୍କା ଠକେଇ ଚାଲୁଥିବା ଜଣାଯାଇଛି । ଏହି ଠକେଇ ରେ ଉକ୍ତ ଝରିଆଲ ଗ୍ରାମ ଆର, ଆଇ ଙ୍କ ସମ୍ପୃକ୍ତି ରହିଛି ବୋଲି ତାଙ୍କ କାର୍ଯ୍ୟାଳୟ ରେ ସେ ନ ରହିବା ପରି ଗୁରୁତର ଅଭିଯୋଗ ହୋଇଛି । ଏହି ନେଇ ଜିଲ୍ଲାପାଳ ତଥା ଜିଲ୍ଲା ଆରକ୍ଷୀ ଅଧିକାରୀ ତୁରନ୍ତ ଦୃଷ୍ଟି ଦେବାକୁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like