-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଦେଓଗାଁ କୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବିରେ ଆମ୍ ଆଦମୀ ପାର୍ଟି ପକ୍ଷରୁ ତହସିଲଦାର ଙ୍କୁ ଦାବିପତ୍ର

02-Sep-2021



ବଲାଙ୍ଗିର (ପ୍ରେରଣା ଖବର) : ଆଜି ବଲାଙ୍ଗିର ଆପ୍ ଜିଲ୍ଲା ଆବାହକ. ଆପ୍ ଓଡିଶା ମୁଖ ପାତ୍ର ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେ ଙ୍କ ଆହ୍ଵାନ କ୍ରମେ. ଦେଓଗାଁ ଆମ୍ ଆଦମୀ ପାର୍ଟି ବ୍ଲକ ସଭାପତି ଶଙ୍କର୍ଷଣ ମହାପାତ୍ର ଙ୍କ ନେତୃତ୍ୱ ରେ ଦେଓଗାଁ ଆମ୍ ଆଦମୀ ପାର୍ଟି ଶାଖା ତରଫରୁ  ମୁଖ୍ୟମନ୍ତ୍ରୀ  ଙ୍କ ଉଦ୍ଧେଶ୍ୟ ରେ ତହସିଲଦାର ଙ୍କ ଜରିଆରେ. ଦେଓଗାଁ ବ୍ଲକ କୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରିବା ଦାବିନେଇ ଦାବିପତ୍ର ଦିଆଗଲା ଏବ୍ଂ ବ୍ଲକ ସଭାପତି ମହାପାତ୍ର କହିଥିଲେ. ଦେଓଗାଁ ବ୍ଲକ ରେ ଚଳିତ ବର୍ଷ ସ୍ଵଳ୍ପ ବୃଷ୍ଟିପାତ ଯୋଗୁଁ ମରୁଡି ପରିସ୍ଥିତି ସୃଷ୍ଟି ହୋଇଛି. ହାରା ହାରି 40 ରୁ 50 ପ୍ରତିଶତ ଜମି ରେ ପାଣି ଅଭାବରୁ ଚାଷ ହୋଇପାରି ନାହିଁ. ଏବ୍ଂ ଅନ୍ୟ ଜଉ ଚାଷୀ ମାନେ ଧାନ ଚାଷ୍ କରିଛନ୍ତି ପାଣି ଅଭାବରୁ ଧାନ ମରିସାରିଲାଣି. ଏପଟେ  ସାର୍ ର କଳାବଜାରୀ ପାଇଁ ଚାଷୀ ଦୌଡ଼ି ଦୌଡ଼ି ହତାଶ ହୋଇପଡିଲା ବେଳେ ଏପଟେ ବର୍ଷା ହୋଇନଥିବାରୁ ଚାଷୀଙ୍କ ଚାଷ୍ ମରିସାରିଲାଣି. ଇନସ୍ୟୁରାନ୍ସ ମଧ୍ଯ ଅନେକ୍ ଚାଷୀ କରିପାରିଲେ ନାହିଁ. ଏପ୍ଲେ କରିବାର ସମୟ ସୀମା ସରିଯାଇଥିବାରୁ. ଚାଷୀ ଏ କୂଳର ହୋଇ ପାରୁନି କି ସେ କୁଳର ହୋଇପାରୁ ନାହିଁ କହିଥିଲେ. ଏବ୍ଂ

ମହଲେଇ ପଞ୍ଚାୟତ ସଭାପତି ରମାକାନ୍ତ ବେହେରା. ରାଧେ ସାହୁ. ବୁଲୁ ରଣା. ମିଳନ ପଧାନ.ସଞ୍ଜୀବ ପଧାନ. ଶ୍ରୀପତି ବାଗ. ବଳରାମ ଜାଲ. ଅନ୍ତ ପୋଢ଼. ଅଜୟ ପ୍ରଧାନୀ. ମୁରଲି ରଣା. ଧନଞ୍ଜୟ କରନ. ରାଜା ସେଠ୍ ଆଦିଙ୍କ ଉପସ୍ଥିତ ରେ ଦେଓଗାଁ ବ୍ଲକ କୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରାଯାଉ କୁହାଗଲା ଏବଂ ଇନସ୍ୟୁରାନ୍ସ ସହିତ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରାଯିବା ଦାବି ନେଇ ଦାବିପତ୍ର  ଦିଆ ଗଲା.


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like