-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଟିଟିଲାଗଡ଼ : ସି ବି ଏମ ଇଣ୍ଡିଆ ତରଫରୁ ଶୁଖିଲା ଖାଦ୍ୟ ସାମଗ୍ରୀ ସହ କୋଭିଡ କୀଟ ପ୍ରଦାନ        

02-Sep-2021



ଟିଟିଲାଗଡ଼(ପ୍ରେରଣା ଖବର) :-୦୯ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ,ଏସ ସି ଡି ଏବଂ ସି ବି ଏମ ଇଣ୍ଡିଆ ଟ୍ରଷ୍ଟ ବାଙ୍ଗାଲୁର  ତରଫରୁ ଟିଟିଲାଗଡ଼ ନିକଟସ୍ଥ ଶାନ୍ତି ନଗର ରେ ୬୦ ଜଣଙ୍କୁ ଶୁଖିଲା ଖାଦ୍ୟ,ସାମଗ୍ରୀ ସହ କୋଭିଡ କୁ ଦୃଷ୍ଟି ରେ ରଖି ହାଇଯିନ ଏବଂ ୱେଲନେସ କିଟ ପ୍ରଦାନ କରାଯାଇଛି ।
 କୋଭିଡ-୧୯ ର ଦ୍ୱିତୀୟ ଲହର ଆସିବା ଯୋଗୁଁ ଅନେକ ସଂଖ୍ୟା ରେ   ନିଜର ଜୀବିକା ହରାଇ ତଳିତଳାନ୍ତ ହୋଇ ଯାଇଛନ୍ତି । ଏହାକୁ ଦୃଷ୍ଟି ରେ ରଖି   ଟିଟିଲାଗଡ଼ ଏସ ସି ଡି,  ଡୋନର ସିବିଏମ ଇଣ୍ଡିଆ ଟ୍ରଷ୍ଟ ସହ ସମ୍ପର୍କ  କ୍ରମେ ଏ ଅଞ୍ଚଳର ଭିନ୍ନକ୍ଷମ, ଗରିବ ସୀମାରେଖା ତଳେ ଥିବା ଜନ ସାଧାରଣ ଙ୍କୁ  ପାଇଁ ସହଯୋଗ ର ହାତ ବଢ଼େଇ ଥିବା ଜଣାଇଛନ୍ତି । ଯାହାକି ଏସ ସି ଡି କେନ୍ଦ୍ର ରେ କାର୍ଯ୍ୟରତ  ବଲାଙ୍ଗିର, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାରେ ୩୦୦ ପୁଡିଆ ଶୁଖିଲା  ଖାଦ୍ୟ, ୯୦୦ ହାଇଯିନ କୀଟ, ୬୭୫ ୱେଲ ନେସ କିଟ ବଣ୍ଟନ କରାଯିବାର ଯୋଜନା ରହିଛି ।

ଏହି ପରିପ୍ରେକ୍ଷୀରେ ଆଜି ଗୁରୁବାର ଶଗଡ଼ ଘାଟ ପଞ୍ଚାୟତ ରେ ଥିବା ଶାନ୍ତି ନଗର ରେ ରହୁଥିବା କୁଷ୍ଠରୋଗ ଆକ୍ରାନ୍ତ ୬୦ ଜଣ ଙ୍କୁ ଟିଟିଲାଗଡ଼ର ଉପଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟବାନ ମହାଜନ (ଆଇ ଏ ଏସ) ଙ୍କ ଦ୍ଵାରା ଏହି କିଟ ବଣ୍ଟନର ଶୁଭାରମ୍ଭ କରାଯାଇଛି । ଏହି ଅବସରରେ ଏସ ସି ଡି ସେଣ୍ଟରର ସଭାପତି ରେଭେରେଣ୍ଡ ଏ ଯେ ସି ଛତ୍ରିଆ, ପ୍ରୋଜେକ୍ଟ ଡାଇରେକ୍ଟର ଏମଏମ ଦାସ ,ସମ୍ପାଦକ ଶ୍ରୀମତି ଅଞ୍ଜଳି ବେହେରା, କୋଷାଧ୍ୟକ୍ଷ ତାପସ କୁମାର ମହାରଣା, ସଂଯୋଜକ ଅମିତାବ ବେହେରା, କ୍ଷେତ୍ର ସଂଯୋଜକ ଶୈଳେନ୍ଦୁ କୁମାର ନନ୍ଦ ଏବଂ ସେଣ୍ଟରର ଷ୍ଟାଫ ଙ୍କ ସହଯୋଗ କ୍ରମେ ଏହି କୀଟ ବଣ୍ଟନ କରାଯାଇଛି । କୋଭିଡ ଭୟା ବହତାକୁ ଆଖି ଆଗରେ ରଖି ତିନୋଟି ଅକ୍ସିଯେନ୍ କର୍ନସର୍ନଟ୍ରେଟର ଏସ ସି ଡି କେନ୍ଦ୍ର କୁ ପ୍ରଦାନ କରାଯାଇଛି, ବୋଲି ପ୍ରୋଜେକ୍ଟ ଡାଇରେକ୍ଟର ଏମ ଏମ ଦାସ ସୂଚନା ଦେଇଛନ୍ତି । ଏହି ପ୍ରକ୍ରିୟା ବର୍ତ୍ତମାନ ବରଗଡ଼,ନୂଆପଡା, ବଲାଙ୍ଗୀର, କଳାହାଣ୍ଡି ପ୍ରମୁଖ ଜିଲ୍ଲା ରେ କାର୍ଯ୍ୟକାରୀ କରାଯିବ ବୋଲି ସୂଚନା ଦେଇଛନ୍ତି ।I


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like