-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||     

HOME   ଜିଲ୍ଲା

ବାପ ମା ରୋଗ ଶଯ୍ୟାରେ ,ପୁଅ ଝିଅ ଭୋକ ଉପାସରେ

03-Sep-2021



ଜଗତସିଂହପୁର-(ନୃସିଂହ ବାରିକ) :ଏଭଳି  ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କୁଜଙ୍ଗ ବ୍ଲକ ଗଣ୍ଡିକିପୁର ପଞ୍ଚାୟତ ମଠସାହି ଗ୍ରାମରେ । ଏହି ଗ୍ରାମର ୫ ନଂବର ୱାର୍ଡରେ  ଗଙ୍ଗାଧର ଭଟ୍ଟ ( ୪୫ ) ସପରିବାର ବସବାସ କରନ୍ତି । ଜମି ବାଡି ବେଶି କିଛି ନାହିଁ । ରାଜମିସ୍ତ୍ରି ସହାୟକ ଭାବେ ଏଠିସେଠି କାମକରି ସେ ନିଜ ପରିବାର ପ୍ରତିପୋଷଣ କରିଥାନ୍ତି । ଗତବର୍ଷ କୋଠାକମ କରୁଥିବା ବେଳେ  ଭାରାରୁ ପଡି ଗୁରୁତର ଆହାତ ହୋଇଥିଲେ । ମୁଣ୍ଡରେ ଆଘାତ ଲାଗିବା ସହ ମେରୁଦଣ୍ଡ ଭାଙ୍ଗି ଯାଇଥିଲା । ଚିକିତ୍ସା ପାଇଁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇ ସାରିଲାଣି । ତଥାପି ସେ ଏଯାବତ୍ ସଂପୂର୍ଣ୍ଣ ସୁସ୍ଥ ହୋଇ  ପାରିନାହାନ୍ତି । ଏଣେ ସ୍ତ୍ରୀ ଝୁନିବାଳା ମଧ୍ୟ ରୋଗ ଶଯ୍ୟାରେ । ବେକ ତାଙ୍କର ସିଧା ହୋଇପାରୁନି । ଆଭ୍ୟନ୍ତରୀଣ ଶାରୀରିକ ଜଟିଳ ରୋଗରେ ପଡି ଜୀବନ ମରଣ ସହ ସେ ସଂଗ୍ରାମ କରୁଛନ୍ତି । ପରିବାରର ଏକମାତ୍ର ରୋଜଗାର କ୍ଷମ ବ୍ୟକ୍ତି ହେଲେ ଗଙ୍ଗାଧର । ଅସୁସ୍ଥତା କାରଣରୁ ସେ ଆଉ କାମ କରିବାକୁ ସକ୍ଷମ ନାହାନ୍ତି । ଭୋକ ଉପାସରେ ଦିନ କଟୁଛି । ଘରେ ଥିବା ୧୧ ବର୍ଷର ପୁଅ ଓ ୮ ବର୍ଷର ଝିଅଙ୍କ ପାଠ ପଢାରେ ଡୋରୀ ବନ୍ଧା ହେଲାଣି । ଏହି ଅସହାୟ ପରିବାରର ଦୁର୍ଦିନରେ "ସମୟର ପ୍ରଗତି" ସ୍ବେଚ୍ଛାସେବୀ ଅନୁଷ୍ଠାନ ପହଞ୍ଚି ଆର୍ଥିକ ସହାୟତା ପ୍ରଦାନ କରିଛି । ଅନୁଷ୍ଠାନ ପକ୍ଷରୁ ପ୍ରଶାନ୍ତ କୁମାର ମାଝୀ,ସରପଞ୍ଚଙ୍କ ପ୍ରତିନିଧି ଅଟଳ କୁମାର ଦାଶ,ପ୍ରଦୀପ୍ତ ପରିଡା ଏବଂ ରାଜ୍ୟ ଉପଭୋକ୍ତା ମହିଳା କଲ୍ୟାଣ ମହାସଂଘର ସଂପାଦିକା ଶ୍ରୀମତୀ ସ୍ନେହମୟୀ ଆଚାର୍ଯ୍ୟ ଝୁନିବାଳାଙ୍କ ପାଖରେ ପହଞ୍ଚି ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ  । ଝୁନିବାଳାର ଚିକିତ୍ସା ପାଇଁ ବହୁ ଅର୍ଥର

ଆବଶ୍ୟକତା ରହିଛି । ଏହି ଦୁଃଖୀ ପରିବାରକୁ ବଦାନ୍ୟ ବ୍ୟକ୍ତି ବିଶେଷ  ସାହାଯ୍ୟ କରିବା ପାଇଁ ସମାଜସେବୀ ସ୍ନେହମୟୀ ଓ ସମୟର ପ୍ରଗତି ସ୍ବେଚ୍ଛାସେବୀ ଅନୁଷ୍ଠାନ ଅନୁରୋଧ ଜଣାଇଛି। Allahabad Bank A/C No.60085042938 IFSC CODE.IDIB00G518  Gandakipur Branch, Account Holder name-Jhunibala Bhatta.ଉପରୋକ୍ତ ବ୍ୟାଙ୍କ ଆକାଉଣ୍ଟରେ ଆର୍ଥିକ ସହାୟତା ଓଡିଶାର ଜନସାଧାରଣଙ୍କଠାରୁ ଗଙ୍ଗାଧରଙ୍କ ପରିବାର ଆଶା କରୁଛି । ରିପୋର୍ଟ-ନୃସିଂହ ଚରଣ ବାରିକ


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026

You Might Also Like