-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||      ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||      ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (25-Apr-2026)       ||      ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା            (25-Apr-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   (25-Apr-2026)       ||      ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   (25-Apr-2026)       ||      ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     (25-Apr-2026)       ||      ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   (25-Apr-2026)       ||      ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||      ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   (25-Apr-2026)       ||      ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   (25-Apr-2026)       ||      ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||     

HOME   ଜିଲ୍ଲା

ବିଷପାନ କରି ଚାଷୀ ଙ୍କ ଆତ୍ମହତ୍ୟା, ପୋଲିସ ତଦନ୍ତ ଆରମ୍ଭ

03-Sep-2021



ବଲାଙ୍ଗୀର/କଣ୍ଟାବାଞ୍ଜି,(ପ୍ରେରଣା ଖବର) ::ବଲାଙ୍ଗୀର  ଜିଲ୍ଲା ର ତୁରେକେଲା ବ୍ଲକ ଅନ୍ତର୍ଗତ କାଦୋବେଡା ଗ୍ରାମର ଜଣେ ଚାଷୀ   ବିଷପାନ କରି ଆତ୍ମହତ୍ୟା କରିଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ମ୍ରୁତ ଚାଷୀ  ରିଚେକ ବନଛୋର (ବ-୪୭) । ସେ ତାଙ୍କ ଚାଷଜମି ରେ ଜଳ ଅଭାବ ଯୋଗୁଁ  ଫସଲ ନଷ୍ଟ ହୋଇଯାଇଥିଲା ।   ସେ ଏହି ଫସଲ ନଷ୍ଟ ଯୋଗୁଁ ପ୍ରାୟ ୧୫ ଦିନ ଧରି ଚିନ୍ତିତ ଅବସ୍ଥାରେ ଥିବା ପରିବାର ଲୋକେ ପ୍ରକାଶ କରିଛନ୍ତି । ସେ ଗତ ଗୁରୁବାର ଦିନ ଚାଷ ଜମିରେ ଦିଆଯାଉଥିବା ବିଷ ପିଇ  ଗୁରୁତର ହୋଇଯାଇ ଥିଲେ । ତୁରନ୍ତ ରିଚେକ ଙ୍କୁ  ସେ କଣ୍ଟାବାଞ୍ଜି ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ଡାକ୍ତର ଅବସ୍ଥା ସଙ୍କଟାପନ୍ନ ଥିବାରୁ ବଲାଙ୍ଗୀର ଜିଲ୍ଲା ମୂଖ୍ୟ ଡାକ୍ତରଖାନା  ତଥା ମ୍ୟାଡିକଲ କଲେଜ ଡାକ୍ତରଖାନାକୁ ସ୍ଥାନାନ୍ତରୀତ କରିଥିଲେ ।  ଆଜି ବଲାଙ୍ଗୀର ମ୍ୟାଡିକାଲ ରେ  ରିଚେକ ଙ୍କୁ ଡାକ୍ତର ମ୍ରୁତ ଘୋଷଣା କରିଛନ୍ତି । ଏ ନେଇ ଡାକ୍ତର ପୋଲିସ କୁ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ   25-Apr-2026
  ଜିଲ୍ଲା  
ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Apr-2026
  ଜିଲ୍ଲା  
ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   25-Apr-2026
  ଜିଲ୍ଲା  
ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   25-Apr-2026
  ଜିଲ୍ଲା  
ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା           25-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   25-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ରାଜ୍ୟ  
ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   25-Apr-2026
  ଜିଲ୍ଲା  
ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   25-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   25-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     25-Apr-2026

You Might Also Like