-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||     

HOME   ଜିଲ୍ଲା

ସୋନପୁର ସାଲେପାଲି ଠାରେ କିଡ଼ନୀ ସଚେତନତା ଶିବିର

03-Sep-2021



ସୋନପୁର (ମନୋରଞ୍ଜନ ତ୍ରିପାଠୀ) : ଆଜି ଜ଼ିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କିଡ଼ନୀ ରୋଗ ସମ୍ବନ୍ଧୀୟ ରୋଗ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା l ଏଥିରେ ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଳୟ ରୁ ଜ଼ିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା, ରମେଶ ଚନ୍ଦ୍ର ସ୍ୱାଇଁ, ସଂକ୍ରାମକ ରୋଗ ବିଜ୍ଞାନୀ ଡା. ବିଷ୍ଣୁ ଚରଣ ମାଝୀ, ଜ଼ିଲ୍ଲା  ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ,  କୈଳାସ ଚନ୍ଦ୍ର ପାତ୍ର,  ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରୁ ଡା.  ରାମଶଙ୍କର ତ୍ରିପାଠୀ, ବ୍ଲକ ସ୍ୱାସ୍ଥ୍ୟ ପରିଦର୍ଶକ  ଶାନ୍ତନୁ କୁମାର ମେହେର, ପ୍ରମୁଖ ଉପସ୍ଥିତ ଥିଲେ l ଏଠାରେ ଦଶ ଜଣ କିଡ଼ନୀ ରୋଗୀ ଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା ଓ କିଡ଼ନୀ ରୋଗ ଉପରେ ତାଙ୍କୁ ପରାମର୍ଶ ଦେଇ ବିଶୁଦ୍ଧ ପାନୀୟ ଜଳ ବ୍ୟବହାର ଉପରେ ମଧ୍ୟ୍ୟ  ପରାମର୍ଶ ଦିଆ ଯାଇଥିଲା l ଏବଂ ନିକଟସ୍ଥ ମେଡିକାଲ ଠାରୁ କିଡ଼ନୀ ରୋଗୀ ଙ୍କୁ  ମାଗଣା ରେ ଔଷଧ ଦେବାକୁ ବ୍ୟବସ୍ଥା କରାଯାଇଥିଲା l ଏଥିରେ ଆଶା କର୍ମୀ ସୂର୍ଯ୍ୟ ଲତା ଭରାସାଗର ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026

You Might Also Like