-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଭୀମ ଭୋଇ ମହାବିଦ୍ୟାଳୟ ର ୫୨ ତମ ପ୍ରତିଷ୍ଠା ଦିବସ ପାଳିତ

04-Sep-2021



ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି )  ସମ୍ବଲପୁର ଜିଲ୍ଲା ରେଢାଖୋଲ ଭୀମଭୋଇ ମହାବିଦ୍ୟାଳୟରେ ଶୁକ୍ରବାର କୋଭିଡ୍ କଟକଣା ମଧ୍ୟରେ ଅନୁଷ୍ଠାନର ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଏବଂ ସୀମିତ ସଂଖ୍ୟକ ଛାତ୍ର ଛାତ୍ରୀ ଙ୍କୁ ନେଇ କଲେଜର ୫୨ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଦିଲ୍ଲୀପ କୁମାର ଦାସ ଏହି ଉତ୍ସବକୁ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ଓଡ଼ିଆ ବିଭାଗ ମୁଖ୍ୟ ଡ.ମନୋରଞ୍ଜନ ମହନ୍ତ ଏବଂ ଇତିହାସ ବିଭାଗ ମୁଖ୍ୟ ଅକ୍ଷୟ କୁମାର କର ବକ୍ତବ୍ୟ ପ୍ରଦାନ କରି ସନ୍ଥକବି ଭୀମଭୋଇ ବିଶ୍ବାତ୍ମାବାଦର ବିଶିଷ୍ଟ ଭାଷ୍ୟକାର ଥିଲେ ବୋଲି ମତପ୍ରକାଶ କରିଥିଲେ। ଅଧ୍ୟାପକ ଅଞ୍ଜନ କୁମାର ମିଶ୍ର ପ୍ରାରମ୍ଭିକ ଅଭିଭାଷଣ ଦେବା ସହ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଅଧ୍ୟାପିକା ସୁପ୍ରିୟା କୁମାରୀ ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ। ଶୁକ୍ରବାର ଭୋରରୁ ଅନୁଷ୍ଠାନର କର୍ମଚାରୀ ମାନେ କନ୍ଧରା ସ୍ଥିତ ଭୀମଭୋଇ ସ୍ମୁତି ପୀଠ ଠାରେ ଯଥାବିଧି

ପୂଜାର୍ଚ୍ଚନା କରି ପବିତ୍ର ମଶାଲ ଆଣିବା ପରେ ଏହି ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେଉଥିଲା। ଏହି ଅବସରରେ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀ ଅଭିପସା ପ୍ରଧାନ, ମନସ୍ଵିନୀ ସାଥୁଆ , ସିମ୍ରନ କ୍ୟୁରେସି, ଶିବାନୀ ପ୍ରଧାନ, ଅର୍ପିତା ମହାପାତ୍ର, ଓ ଅନନ୍ୟା ଶାସନୀଙ୍କୁ ପୁରସ୍କୃତ କରାଯାଇଥିଲା। ଏହା ସହିତ ଗତ ଶିକ୍ଷା ବର୍ଷରେ କଲେଜ +୨ ଶ୍ରେଣୀ ବିଜ୍ଞାନ ବିଭାଗରେ ସର୍ବୋଚ୍ଚ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ର ବିକାଶ ବେହେରା ଏବଂ କଳା ବିଭାଗରେ ସର୍ବୋଚ୍ଚ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀ ଲିକି ପ୍ରଧାନଙ୍କୁ ସୁବୋଧ ଦାଶ ମେରିଟ୍ ଆୱାର୍ଡ଼ ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk