-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଭାରତର ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ଆଜାଦୀ କୀ ଅମୃତ ମହୋତ୍ସବରେ ସୁସ୍ଥ ଗଣ ଦୌଡ- "ଫିଟନେସ କି ଡୋଜ, ଆଧା ଘଣ୍ଟା ରୋଜ"- "ଜନ୍ ଭାଗୀଦାରୀ ସେ ଜନଆନ୍ଦୋଳନ

04-Sep-2021



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) :ଭାରତ ସ୍ଵାଧିନତାର   ୭୫ ବର୍ଷ ପୂର୍ତ୍ତି ର ଅମୃତ ମହୋତ୍ସବ ପାଳନ ଅବସରରେ ଏକ ସୁସ୍ଥ ଗଣ ଦୌଡ ଆଜି  ନେହେରୁ ଯୁବ କେନ୍ଦ୍ର ସୁବର୍ଣ୍ଣପୁର ଆନୁକୂଲ୍ୟରେ  ଅନୁଷ୍ଠିତ ହୋଇଯାଇଛି lସ୍ଥାନୀୟ ରୋୟାଲ ପଡିଆ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଜିଲ୍ଲପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅଵୋଲୀ ସୁନିଲ ନରୱଣେ ମୁଖ୍ୟଅତିଥି ଭାବେ ଯୋଗଦାନ କରି ନିଜକୁ ଫିଟ ଏବଂ ସୁସ୍ଥ ରଖିବା ସଙ୍ଗେ ସଙ୍ଗେ ନିଜ ପରିବାର, ବନ୍ଧୁ ପରିଜନ ଏବଂ ସମସ୍ତଙ୍କୁ ସୁସ୍ଥ ଓ ଫିଟ ରହିବା ପାଇଁ ପ୍ରୋତ୍ସାହିତ କରିବାକୁ ପରାମର୍ଶ ଦେବା ସହିତ ସବଳ ଏବଂ ସମର୍ଥ ରାଷ୍ଟ୍ର ତଥା ସକ୍ରିୟ ଏବଂ ସ୍ୱାବଲମ୍ବୀ ସମାଜ ନିର୍ମାଣ କରିବା ନିମନ୍ତେ ଆମେ ସମସ୍ତେ  ପ୍ରତିଦିନ 30 ମିନିଟ ର ଶାରୀରିକ ବ୍ୟାୟାମ କୁ ସୁନିଶ୍ଚିତ କରିବାକୁ ଉପସ୍ଥିତ ସମସ୍ତଙ୍କୁ ସଂକଳ୍ପ ପାଠ କରାଇ ଥିଲେ l ଜିଲ୍ଲାପାଳ ଶ୍ରୀମତୀ ନରୱଣେ ଏହି ଅବସରରେ   ଆୟୋଜିତ ଫିଟ ଇଣ୍ଡିଆ ଫ୍ରିଡମ ରନ କୁ  ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିଥିଲେ l ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ  ୭୫ ଜଣ ଯୁବକ ଙ୍କୁ ନେଇ ଅନୁଷ୍ଠିତ ଏହି ଫିଟ ଇଣ୍ଡିଆ ଫ୍ରିଡମ ରନ  ରୋୟାଲ ପଡିଆ ରୁ ବାହାରି ସୋନପୁର ବୁଢ଼ାରଜା ଛକ,  ସୋନପୁର ବ୍ଲକ ଛକ ପ୍ରଭୁତି ପରିକ୍ରମା କରିଥିଲା  l  ଜିଲ୍ଲା ନେହେରୁ ଯୁବ କେନ୍ଦ୍ର ଅଧିକାରୀ ବୀରେନ୍ଦ୍ର ସିଂ ବୋକେନ କାର୍ଯ୍ୟକ୍ରମ ର ଆଭିମୁଖ୍ୟ ଉପରେ ସୂଚନା ପ୍ରଦାନ କରିବା ସହ , ସ୍ଵାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭାରତ ସରକାରଙ୍କ ପକ୍ଷରୁ ସମଗ୍ର ଦେଶରେ ବର୍ଷବ୍ୟାପି ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବାବେଳେ ସେପ୍ଟେମ୍ବର ୪ ତାରିଖ ଆଜି  ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ସୁସ୍ଥ ଗଣ ଦୌଡ ସ୍ଥାନୀୟ ରୋୟାଲ ପଡିଆଠାରେ ଅନୁଷ୍ଠିତ କରାଯାଉଥିବା ଏବଂ ଜିଲ୍ଲା ର 75ଟି ଗ୍ରାମରେ ମଧ୍ୟ ପର୍ଯ୍ୟାୟ କ୍ରମେ  କାର୍ଯ୍ୟକ୍ରମ କରାଯାଉଥିବା ସୂଚନା ଦେଇଛନ୍ତି l କୋଭିଡ କଟକଣା ଯୋଗୁଁ ସୀମିତ ସଂଖ୍ୟକ ଯୁବକ ଯୁବତୀଙ୍କୁ ନେଇ କୋଭିଡ ମାର୍ଗଦର୍ଶିକା ପ୍ରତିପାଳନ ଅନୁସାରେ ଏହି  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ  ଏହି କାର୍ଯ୍ୟକ୍ରମ ଦ୍ୱାରା ସାରା ଭାରତରେ ସୁସ୍ଥତା ପାଇଁ ଏକ ଆନ୍ଦୋଳନ ସୃଷ୍ଟି ହୋଇପାରିବ ବୋଲି  ଆଶାବ୍ୟକ୍ତ କରାଯାଉଛି l  କାର୍ଯ୍ୟକ୍ରମ ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ଅଶ୍ବିନୀ କୁମାର ଭୋଇ, ଜିଲ୍ଳା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ବିପିନ ବିହାରୀ ଜେନା, (ଏ ପି ଏ )ଏନ ୱାଇ କେ,ଡ଼ଃ ଦେବାଶିଷ ପାଣ୍ଡିଆ, ଅଧ୍ୟକ୍ଷ, ଉଲୁଣ୍ଡା ମହାବିଦ୍ୟାଳୟ,  ଉମାକାନ୍ତ ନାଗ,  ଜିଲ୍ଲା ସଂଯୋଜକ, ୟୁଥ ରେଡକ୍ରସ, ସୋନପୁର ମହାବିଦ୍ୟାଳୟ,  ଦୁର୍ବାସା ପ୍ରଧାନ ଏନଏସଏସ, ପ୍ରୋଜେକଟ ଅଫିସର, ମନୋଜ ଅଗ୍ରୱାଲ-ସଭାପତି, ଅମିତ ଅଗ୍ରୱାଲ- ସମ୍ପାଦକ, ମାରୱାଡି ଯୁବ ମଞ୍ଚ, ରାକେଶ ନାଗ, ରୋୟାଲ ସ୍ପୋର୍ଟିଂ, ଶିବଶଙ୍କର ନାୟକ- ସଭାପତି, ତାପସ କୁମାର ବେହୁରା- ସମ୍ପାଦକ ବୁଢାରଜା ୟୁଥ ଏସୋସିଏସନ, ତଥା ଜିଲ୍ଳା ର ବିଭିନ୍ନସ୍ବେଛାସେବୀ ଅନୁଷ୍ଠାନ ର ଯୁବକ, ନେହେରୁ ଯୁବ କେନ୍ଦ୍ର ସ୍ବେଛାସେବୀ, ପୂର୍ବତନ ଏନ ୱାଇ ଭି,  ସାମ୍ବାଦିକ, ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk