-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||     

HOME   ଜିଲ୍ଲା

ଜବତ ୟୁରିଆ ସାର ବିନିକା ଅଞ୍ଚଳ ଚାଷୀଙ୍କୁ ବଣ୍ଟନ କରାଗଲା

04-Sep-2021



 ବିନିକା(ହିମାଂଶୁ ଶେଖର ପୁଟେଲ) ଜବତ ହୋଇଥିବା ୧ହଜାର ପ୍ୟାକେଟ ୟୁରିଆ ସାରକୁ ଆଜି ବିନିକା କଂଗ୍ରେସ ଦଳ କର୍ମକର୍ତ୍ତାଙ୍କ ତତ୍ତ୍ଵାବଧାନରେ ବିନିକା ଅଂଚଳର ଚାଷୀମାନଙ୍କୁ (ଚାଷୀ ପରିଚୟ ପତ୍ର ପାଇଥିବା) ବଣ୍ଟନ କରାଯାଇଛି l ସୂଚନା ଯୋଗ୍ୟଯେ,ଚାଷ ପାଇଁ ୟୁରିଆ ସାରର ଘୋର ଅଭାବ ଦେଖଦେଇଥିବାରୁ ଚାଷୀମାନେ ଚଡା ଦରରେ ଅର୍ଥାତ୍ ସରକାରୀ ମୂଲ୍ୟ ଠାରୁ ଦୁଇଗୁଣ ଅଧିକ ଦାମରେ ସାର କିଣି ଶୋଷିତ ହେଉଥିବା ବେଳେ ଅନ୍ୟପଟେ ଶହ ଶହ ବସ୍ତା ସାର ଚୋରାଚାଲାଣ ରେ ଯାଇ ବିକ୍ରି ହେଉଥିବା କୁ ନେଇ ଚାଷୀ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇ ଆସୁଥିଲା l ଯାହାକି ଗତକାଲି ସନ୍ଧ୍ୟାରେ ୩ଟ୍ରକ ଯୋଗେ ୧ହଜାର ବସ୍ତା ୟୁରିଆ ସାର ଚୋରାଚାଲାଣରେ ବିନିକା ସହର ରାସ୍ତା ଦେଇ ଅନ୍ୟ ଜିଲ୍ଲାକୁ ଯାଉଥିବା ସନ୍ଦେହ କରି କଂଗ୍ରେସ ଦଳର

ନେତାମାନେ ଗାଡ଼ି ଗୁଡ଼ିକୁ ଅଟକାଇ ସାର ସବୁ ଜବତ କରି କୃଷି କର୍ମଚାରୀଙ୍କ ଜରିଆରେ ପ୍ରକାଶ ପଣ୍ଡାଙ୍କ ନିହାର ଏଣ୍ଟର ପ୍ରାଇଜେଶ ଠାରେ  ଅନଲୋଡିଂ କରି ରଖିଥିଲେ l ଯେହେତୁ ବିନିକା ଅଞ୍ଚଳ ଚାଷୀଙ୍କ ପାଇଁ ୟୁରିଆ ସାର ଅଭାବ ଥିବାରୁ ଜବତ ସାରକୁ ଆଜି ପଞ୍ଜିକୃତ ଚାଷୀମାନଙ୍କୁ ସରକାରୀ ମୂଲ୍ୟରେ ବିକ୍ରୀ କରାଯାଇଥିଲା l କଂଗ୍ରେସ ଯୁବନେତା ପ୍ରଦୀପ ସେଠୀ,ବରିଷ୍ଠ ନେତା ନରେନ୍ଦ୍ର ପଣ୍ଡା,ନରେନ୍ଦ୍ର ସାହୁ,ସପନେଶ୍ଵର୍ ପୃଷ୍ଟି, ବ୍ଲକ ସଭାପତି ରବୀନ୍ଦ୍ର ହୋତା,ସୁମନ୍ତ ସାହୁ, ହଜାରୁ ସାହୁ ପ୍ରମୁଖ ବଣ୍ଟନ ବେଳେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   20-Apr-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   20-Apr-2026
  ଜିଲ୍ଲା  
ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   20-Apr-2026
  ଜିଲ୍ଲା  
ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   20-Apr-2026
  ଜିଲ୍ଲା  
ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   20-Apr-2026
  ଜିଲ୍ଲା  
ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   20-Apr-2026
  ଜିଲ୍ଲା  
ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   20-Apr-2026
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026

You Might Also Like