-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁରରେ ଗଠନ ହେଲା ପ୍ରିଣ୍ଟ୍ ମିଡ଼ିଆ ଫୋରମ: ବିଭିନ୍ନ ଇସ୍ୟୁ କୁ ମିଳିତ ଫୋକସ ପାଇଁ ନେଲେ ଦୃଢ଼ ସଂକଳ୍ପ

04-Sep-2021



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) : ସୁବର୍ଣ୍ଣପୁର ସଦରର ସମସ୍ତ ପ୍ରିଣ୍ଟ୍ ମିଡିଆ ପ୍ରତିନିଧିଙ୍କୁ ନେଇ ଆଜି ସ୍ଥାନୀୟ ପଟାଭାଡି ନିକଟସ୍ଥ ଶ୍ରୀଶ୍ରୀ ଲୋକନାଥ ମନ୍ଦିର ପରିସରରେ ସୁବର୍ଣ୍ଣପୁର  ପ୍ରିଣ୍ଟ୍ ମିଡିଆ ନାମରେ ଏକ ପ୍ରେସର୍ ଗୃପ୍ ଗଠନ ହୋଇଛି l ବରିଷ୍ଠ  ସାମ୍ବାଦିକ ମନୋରଞ୍ଜନ ତ୍ରିପାଠୀ ଓ ଦିଲ୍ଲୀପ ପାତ୍ରଙ୍କ ସଂଯୋଜନା କ୍ରମେ ଆହୂତ ବୈଠକରେ ଶ୍ରୀ  ପାତ୍ର  ଓ  ଶ୍ରୀ ତ୍ରିପାଠୀ ସ୍ୱ।ଗତ ମନ୍ତବ୍ୟ ପ୍ରଦାନ କରି ଏ ଫୋରମ ଗଠନର ଉଦ୍ଦେଶ୍ୟ ସଂପର୍କରେ ସୂଚନା ପ୍ରଦାନ କରିବାପରେ ଉପସ୍ଥିତ ସମସ୍ତ ସାମ୍ବାଦିକ ନିଜନିଜ ଅଭିଜ୍ଞତା ସେଆର୍ କରି ବର୍ତ୍ତମାନ ପରିସ୍ଥିତିରେ ଏହି ଫୋରମ୍ ଗଠନର ପ୍ରାସଙ୍ଗିକତା ଉପରେ ଅନେକ ଉପାଦେୟ ମନ୍ତବ୍ୟ ମାନ ପ୍ରଦାନ କରିଥିଲେ।ବିଶେଷ କରି ସମସ୍ତେ ଯେକୌଣସି ଇସ୍ୟୁକୁ ମିଳିତ ଭାବରେ ସଂପୃକ୍ତ ସଂସ୍ଥା ଉପରେ ଫୋକସ୍ କଲେହିଁ ଅନେକ ପ୍ରଭାବି ହେବାସହ ଜନସାଧାରଣଙ୍କ ଆସ୍ଥାଭାଜନ ହୋଇପାରିବ ବୋଲି ମତବ୍ୟକ୍ତ କରିଥିଲେ। ଏହି ଅବସରରେ ସୁବର୍ଣ୍ଣପୁର ପୌରପାଳିକାର ଏକଛତ୍ରବାଦ ଶାସନ ଓ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା କୁ ସଭ୍ଯମାନେ ଦୃଢ଼ ନିନ୍ଦା କରିଥିଲେ l ଆଜିର ଏହି ବୈଠକରେ ସୁବର୍ଣ୍ଣପୁର ସଦରର ସମସ୍ତ ଖବରକାଗଜର କର୍ତ୍ତବ୍ୟରତ ପ୍ରତିନିଧି ମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଆଜିର ବୈଠକରେ ସର୍ବଶ୍ରୀ ସନ୍ତୋଷ ମିଶ୍ର, ସତ୍ୟବ୍ରତ ପ୍ରଧାନ, ଧରଣୀଧର ମିଶ୍ର, ନବ ମିଶ୍ର, ପିତାମ୍ବର ମହାପାତ୍ର, ରାଜ କିଶୋର ତ୍ରିପାଠୀ, ବିନୟ ରଞ୍ଜନ ପ୍ରଧାନ, ସଞ୍ଜୟ କୁମାର ସାହୁ, ମହାଦେବ ମଲ୍ଲିକ, ଶ୍ରୀକୁମାର ମହନ୍ତ, ରଞ୍ଜନ ବାରିକ,ଶୁସାନ୍ତ ପଣ୍ଡା, ଶୁସାନ୍ତ ସାହୁ,ତରଣୀ ମେହେର, ସର୍ଜନ ବାରିକ, ଯୁଧିଷ୍ଠିର ସାହୁ ପ୍ରମୁଖ ଯୋଗଦେଇ ଥିଲେ। କିଛି  ସାମ୍ବାଦିକ ବନ୍ଧୁ  କାର୍ଯ୍ୟ ବ୍ୟସ୍ତତା ଯୋଗୁଁ  ବୈଠକ ରେ ପହଞ୍ଚି ପାରି ନ ଥିଲେ  ବି  ସମସ୍ତ  ପ୍ରସ୍ତାବ  ପ୍ରତି ତାଙ୍କ  ଦୃଢ଼ ସମର୍ଥନ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk