-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||      ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   (19-Apr-2026)       ||      ସୁବର୍ଣ୍ଣପୁରରେ ସିଏମ ଟ୍ରଫି ୨୦୨୬ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (18-Apr-2026)       ||      *ସୋନପୁର ରେ ଲଜ୍ଜ୍ୟା; ନାବାଳିକାଙ୍କୁ ଗଣ ଦୁଷ୍କର୍ମ*- *ସୁବର୍ଣ୍ଣପୁର ରେ ଆଇନ୍ ଶୃଂଖଳା ବିପର୍ଯ୍ୟସ୍ତ* -   (18-Apr-2026)       ||      ବାଜିଲା ଖବର ପଡିଲା ପ୍ରଭାବ♦️ ଖବର ପ୍ରସାରଣ ପରେ ପୁନଃନିର୍ମାଣହେଲାଏମ.ପି.ଭି-୫୫,ଏମ୍ ଭି-୧୨୮ ଠାରୁ ମାଲାଭରମ ଛକ ପର୍ଯ୍ୟନ୍ତ ଦେଇ ଯାଇଥିବା ପିଚୁ ରାସ୍ତା    (18-Apr-2026)       ||      ପାଳସାହି ରେ ମାଗଣl ସ୍ୱାସ୍ଥ୍ୟ ସେବା ଶିବିର   (18-Apr-2026)       ||     

HOME   ଜିଲ୍ଲା

ରାଜ୍ୟସଭା ସାଂସଦ ସୁବାସ ସିଂଙ୍କ ମୋ ସ୍କୁଲ ଅଭିଯାନ କାର୍ଯ୍ୟକ୍ରମର ଗୁଗୁଲ ମିଟ୍ 

05-Sep-2021



ବଲାଙ୍ଗିର,(ପ୍ରେରଣା ଖବର) ଗତକାଲି ବଲାଙ୍ଗିର ପୁଇଁନ୍ତଲା ବ୍ଲକ ଅଧୀନସ୍ଥ ରାମଜୀ ଉଚ୍ଚ ବିଦ୍ୟାଳୟ କୁରୁଲର ମୋ ସ୍କୁଲ ଅଭିଯାନ କାର୍ଯ୍ୟକ୍ରମର ଏକ ଗୁଗୁଲ ମିଟ୍ କାର୍ଯ୍ୟକ୍ରମ ବିଦ୍ୟାଳୟର ଆଲୁମିନୀମାନଙ୍କ ସହ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁବାସ ଚନ୍ଦ୍ର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଭରଚ୍ୟୁଆଲ୍ ମୋଡରେ ଉକ୍ତ ସଭା ଆୟୋଜିତ ହୋଇ ଏଥିରେ ୫୭ ଜଣ ପୁରାତନ ଛାତ୍ର ଛାତ୍ରୀ ଯୋଗ ଦେଇଥିଲେ ।  ଉକ୍ତ ବିଦ୍ୟାଳୟଟି ସାଂସଦଙ୍କର ପୋଷ୍ୟ ସ୍କୁଲ ହୋଇଥିବାରୁ ଶିକ୍ଷା ଓ ଶିକ୍ଷକ ସମସ୍ୟାକୁ ପ୍ରଥମେ ପୁରଣ କରିବାକୁ ପ୍ରତିଶୃତି ଦେଇଥିଲେ । ପୂର୍ବରୁ ପରିଦର୍ଶନରେ ଆସିଥିବା ମାନ୍ୟବର ସାଂସଦ ବିଦ୍ୟାଳୟର ପୁନଃରୁଦ୍ଧାର ନିମନ୍ତେ ପଶ୍ଚିମ ଓଡିଶା ବିକାଶ ପରିଷଦରୁ ପାଣ୍ଠି ଯୋଗାଇ ଦେବାର ବ୍ୟବସ୍ଥାକୁ ତୁରନ୍ତ ପହଞ୍ଚାଇବା ପାଇଁ ବିଦ୍ୟାଳୟର ହିତାକାଂକ୍ଷୀ ତଥା ଶୁଭେଚ୍ଛୁ ବିଷ୍ଣୁ ପ୍ରସାଦ କେଡିଆଙ୍କୁ ଜିଲ୍ଲାପାଳ ଓ ପ୍ରଶାସନ ସହ ଯୋଗାଯୋଗ କରିବାର ଦାୟିତ୍ୱ ଦେଇଥିଲେ । ଶେଷରେ ବରିଷ୍ଠ ଶିକ୍ଷକ ଦିଗାମ୍ବର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ମୋ ସ୍କୁଲ କାର୍ଯ୍ୟକ୍ରମ ସଭାପତି ଅଶ୍ୱିନୀ ନାଏକ ଓ କୋଷାଧ୍ୟକ୍ଷ ଅସୀତ ରଞ୍ଜନ ପଟ୍ଟନାୟକ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026
  ଜିଲ୍ଲା  
ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   19-Apr-2026
ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   19-Apr-2026
  ଜିଲ୍ଲା  
ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   19-Apr-2026
  ଜିଲ୍ଲା  
ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   19-Apr-2026
  ଜିଲ୍ଲା  
ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   19-Apr-2026
  ଜିଲ୍ଲା  
ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   19-Apr-2026

You Might Also Like