-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଜୁନିଅର ରେଡକ୍ରସ ୟୁନିଟ ଗଠିତ

05-Sep-2021



 ଡୁଙ୍ଗୁରିପାଲି,(ପ୍ରେରଣା ଖବର)- ସ୍ଥାନୀୟ ପଂଚାୟତ ଉଚ୍ଚ ବିଦ୍ୟାଳୟ, ମାୟାବର୍ହାରେ ଜୁନିଅର ରେଡକ୍ରସ ୟୁନିଟ ଗଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ କୁମାର ପୂଜାରୀଙ୍କ ଅଧ୍ୟକ୍ଷତାରେ ହୋଇଥିବା କାର୍ଯ୍ୟକ୍ରମରେ  ବିଦ୍ୟାଳୟର ରାଜ୍ୟ ପୁରସ୍କାର ପ୍ରାପ୍ତ ଜୁନିଅର ରେଡକ୍ରସ ପରାମର୍ଶଦାତା ତଥା ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ଛାତ୍ରଛାତ୍ରୀ ମାନଙ୍କୁ ରେଡକ୍ରସ ଭଳି ଆନ୍ତର୍ଜାତୀୟ ସେବା ସଂସ୍ଥାରେ ଯୋଗଦାନ କରବାକୁ  ଆହ୍ୱାନ କରିଥିଲେ । ଚଳିତ ଶିକ୍ଷାବର୍ଷ ୨୦୨୧-୨୨ ନିମନ୍ତେ  ବିଦ୍ୟାଳୟର ଜୁନିଅର ରେଡକ୍ରସ କମିଟିକୁ ପ୍ରଧାନଶିକ୍ଷକ ମନୋଜ କୁମାର ପୂଜାରୀ-ସଭାପତି, ପରାମର୍ଶଦାତା ରବିଚନ୍ଦ୍ର ପଶାୟତ-ସଂପାଦକ, ଖେଳ ଶିକ୍ଷକ ପ୍ରହଲ୍ଲାଦ ଦାଶ. ଛାତ୍ରୀ ଟିକେଶ୍ୱରୀ ମାଝି, ଛାତ୍ର ରୋହନ ପଧାନ ପ୍ରମୁଖ  ପ୍ରତିନିଧି ଭାବରେ ମନୋନୀତ ହୋଇଥିବା ବେଳେ  ଜୁନିଅର ରେଡକ୍ରସ ୟୁନିଟକୁ ଧରିତ୍ରୀ ପଧାନ-ଚେୟାରମ୍ୟାନ, ରିମ୍‌ଝିମ୍ କୁମ୍ଭାର-ଭାଇସ୍ ଚେୟାରମ୍ୟାନ, ରୋଜିସ୍ମିତା ଷାଣ୍ଢ-ସଂପାଦକ, ସଂଜନା କଠାର-ସହ ସଂପାଦକ,ଦେବକୀ ସାହୁ-କମାଣ୍ଡର, ବାସନ୍ତୀ ତାଣ୍ଡିଆ-ଭାଇସ୍ କମାଣ୍ଡର, ଜସ୍ମିନ ମାଝୀ-ସ୍ୱାସ୍ଥ୍ୟ ଓ ପରିଛନ୍ନତା ଦଳର ଗ୍ରୁପ ଲିଡର, ଇତିଶ୍ରୀ ବାଘ-ସାମାଜିକ ସେବା ଦଳର ଗ୍ରୁପ ଲିଡର, ଜ୍ୟୋତ୍ସ୍ନା ନାଗ-ସାଂସ୍କୃତିକ ଦଳର ଗ୍ରୁପ ଲିଡର, ଦୋଲାରାମ ପଧାନ-ପାଣ୍ଠି ସଂଗ୍ରହ ଦଳର ଗ୍ରୁପ ଲିଡର ଏବଂ ଜ୍ୟୋସ୍ନା ରାଣୀ ଭୋଇ- ଆନ୍ତର୍ଜାତୀୟ ବନ୍ଧୁତା ଦଳର ଗ୍ରୁପ ଲିଡର ଭାବରେ ସର୍ବସମ୍ମତି କ୍ରମେ ମନୋନୀତ ହୋଇଥିଲେ । ସମୁଦାୟ ୩୧ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଜୁନିଅର ରେଡକ୍ରସ ୟୁନିଟ ଗଠିତ ହୋଇଛି ।  କୋଭିଡ ଗାଇଡଲାଇନ କୁ ଦୃଷ୍ଟିରେ ରଖି ଚଳିତ ଶିକ୍ଷାବର୍ଷର ବଜେଟ ତଥା କ୍ୟାଲେଣ୍ଡର ଏକ୍ଟିଭିଟି ପ୍ରସ୍ତୁତ କରାଯାଇଥିଲା । କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ  ସହଯୋଗ କରିଥିଲେ । ଶିକ୍ଷକ ନନ୍ଦିଘୋଷ ବାରିକ ଧନ୍ୟବାଦ ଦେଇଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk