-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

କୋଭିଡ ପରିପ୍ରେକ୍ଷିରେ ବିଦ୍ୟାଳୟ ପରିଚାଳନା       

05-Sep-2021



ସାଲେଭଟା,(ପ୍ରେରଣାଖବର)- ଦୀର୍ଘ ୨ବର୍ଷ ପାଖାପାଖି କୋଭଡି ଭୟରେ ରାଜ୍ୟ ସରକାର ପ୍ରାଥମିକ ସ୍କୁଲରେ ଶ୍ରେଣୀ ଗୃହ ଶିକ୍ଷାଦାନକୁ ଅନୁମତି ଦେଇପାରି ନାହାନ୍ତି । ୟୁଟ୍ୟୁବ ଲାଇଭ କ୍ଲାସ ଓ ବିଭିନ୍ନ ବୈକଳ୍ପିକ ସାଧନ ମାଧ୍ୟମରେ ପାଠପଢା ଚାଲିଛି । ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ସାଲେଭଟା ପ୍ରାଥମିକ ବିଦ୍ୟାଳୟରେ ସାଂପ୍ରତିକ କୋଭିଡ ପରିପ୍ରେକ୍ଷିରେ ବିଦ୍ୟାଳୟ ପରିଚାଳନାରେ ଶିକ୍ଷକଙ୍କ ଭୂମିକା ବିଷୟରେ କ୍ଲଷ୍ଟର ସ୍ତରୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଆଗଲପୁର ଏବିଇଓ ଆରୁଣି ମହାନନ୍ଦଙ୍କ ସଭାପତିତ୍ୱରେ  ହୋଇଥିବା କାର୍ଯ୍ୟକ୍ରମରେ ଆଗଲପୁର ଗୋଷ୍ଠି ଶିକ୍ଷା ଅଧିକାରୀ ସୁଶ୍ରୀ ରୀନା କୁମାରୀ ବେହେରା ମୁଖ୍ୟଅତିଥି ଭାବରେ ଯୋଗ ଦେଇଥିଲେ । ସମ୍ମାନୀତ ଅତିଥି ଭାବରେ ଆଗଲପୁର ଏବିଇଓ ପ୍ରଭାତ କୁମାର ପାତ୍ର, ଏବିଇଓ ଆଦିତ୍ୟ କୁମାର ବନ୍ଦିଛୋର  ଯୋଗଦେଇଥିଲେ । ୟୁଟ୍ୟୁବ ଲାଇଭ କ୍ଲାସ ପରିଚାଳନା ସଙ୍ଗେ ସଙ୍ଗେ ଶିକ୍ଷକ ଶିକ୍ଷିକାଙ୍କ ହୋମ ଭିଜିଟ ମାଧ୍ୟମରେ ୱାର୍କସିଟ ତଦାରଖ, ଫୋନ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ଶିକ୍ଷା ଗ୍ରହଣର ପ୍ରଗତି ବିଷୟରେ ପିତାମାତାଙ୍କ ସହିତ ଯୋଗାଯୋଗ ଏବଂବିଭିନ୍ନ ଶିକ୍ଷଣୀୟ ଆପ୍ ର ଉପଯୁକ୍ତ ବ୍ୟବହାର କରି ଶିକ୍ଷାର୍ଥୀଙ୍କ ଶିକ୍ଷଣକୁ ଉଦ୍‌ଜୀବିତ କରିବା ସନ୍ଦର୍ଭରେ ସଭାରେ ମତ ପ୍ରକାଶ ପାଇଥିଲା । ରାଜ୍ୟ ସରକାରଙ୍କ ଆହ୍ୱାନ କ୍ରମେ ସ୍ୱଚ୍ଛତା ପକ୍ଷର ତୃତୀୟ ଦିବସରେ ଶପଥ ପାଠ କରାଯିବା ସହିତ କୋଭିଡ ଗାଇଡଲାଇନ ଅନୁପାଳନ ସମ୍ବନ୍ଧରେ ଆଲୋଚନା ହୋଇଥିଲା । ଏହି

ଅବସରରେ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଏବଂ ଶିକ୍ଷୟତ୍ରୀ ମାନଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଟିଚିଙ୍ଗ ଲାର୍ଣ୍ଣିଙ୍ଗ ସାମଗ୍ରୀର ପ୍ରଦର୍ଶନୀ କୁ ଶିକ୍ଷା ଅଧିକାରୀ ବୁଲି ଦେଖିଥିଲେ ଏବଂ ଆଗାମୀ ଦିନରେ ସବୁ ବିଦ୍ୟାଳୟରେ ଏଭଳି ଶିକ୍ଷଣ ସାମଗ୍ରୀର ପ୍ରସ୍ତୁତି ଏବଂ ବିକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଶିକ୍ଷକ ଗୋବିନ୍ଦ ସାହୁ ସ୍ୱାଗତ ଭାଷଣ ଦେବା ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମକୁ ସିଆରସିସି ସଦାନନ୍ଦ ଭୁଏ ଓ ସାଲେଭଟା ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା ଜୁନିଅର ରେଡକ୍ରସ ପରାମର୍ଶଦାତା ଦୁର୍ଯ୍ୟୋଧନ ପଶାୟତ ମିଳିତ ଭାବରେ ପରିଚାଳନା କରିଥିଲେ । ସାଲେଭଟା କ୍ଲଷ୍ଟର ଅନ୍ତର୍ଗତ ଶିକ୍ଷକ ସୁଶାନ୍ତ କୁମାର ନନ୍ଦ, ଦଶରଥ ପଟେଲ, ନେତ୍ରାନନ୍ଦ ସାହୁ, ଦୟାନନ୍ଦ ସାହୁ, ସୁଧାଂଶୁ ଶେଖର ସାହୁ, ମୁରାରୀଧର ବାବୁ, ନିର୍ମଳା ବାଗ, କୁନ୍ତି ପଧାନ, ଧରିତ୍ରୀ ସାହୁ, ଅଳକା ପଣ୍ଡା, ଗୁରୁବାରୀ ପଧାନ, ପିଙ୍କି କର୍ଣ୍ଣ, ଜାହ୍ନବୀ ପଟେଲ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk