-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||      ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।   (14-Jun-2026)       ||      କବିତା ସଂକଳନ ଝରକା ସେପାଖେ ଉନ୍ମୋଚିତ   (14-Jun-2026)       ||     

HOME   ଜିଲ୍ଲା

ଅଭିନନ୍ଦନ ସାହିତ୍ୟ ପରିଷଦ ର ପ୍ରତିଷ୍ଠା ଦିବସ

05-Sep-2021



ବଲାଙ୍ଗିର (ପ୍ରେରଣା ଖବର) :ଆଜି ସ୍ଥାନୀୟ ତେଲିକୋଟ ପଡା ଠାରେ ଅଭିନନ୍ଦନ ସାହିତ୍ୟ ପରିଷଦ ବଲାଙ୍ଗୀର ର ପ୍ରତିଷ୍ଠା ଦିବସ ଓ ପ୍ରଥମ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି l ରାଜେନ୍ଦ୍ର ମହାବିଦ୍ୟାଳୟ ର ପୂର୍ବତନ ଅଧକ୍ଷ ସତ୍ୟବନ୍ତ ବେଦବାକ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ଆରକ୍ଷୀ ଅଧିକ୍ଷକ ବିବେକ ରଥ, ମୁଖ୍ୟବକ୍ତା ଭାବରେ ପୂର୍ବତନ ଅଧ୍ୟକ୍ଷ ତରୁଣ ମିଶ୍ର ଓ ମହିଳା ମୋର୍ଚ୍ଚା ର ସମ୍ପାଦିକା ମାଳତୀ ଉଦ୍ଗାତା ମଂଚାସୀନ ଥିଲେ l ପ୍ରାରମ୍ଭରେ ଅତିଥି ମାନଙ୍କୁ ମଞ୍ଚ କୁ ଆହ୍ୱାନ ଓ ପରିଚୟ ପ୍ରଦାନ କରିଥିଲେ କସ୍ତୁରୀ ରଥ l ପରିଷଦ ଓ ଉଦେଶ୍ୟ ଓ ପ୍ରାରମ୍ଭିକ ଭାଷଣ ପ୍ରଦାନ କରିଥିଲେ ଅଭିନନ୍ଦନ ଓ ଜିଲ୍ଲା ସାମ୍ବାଦିକ ଧର୍ମବ୍ରତ ରଥ l ସଭା ପରିଚାଳନା କରିଥିଲେ କବି ରତ୍ନମୟ ତ୍ରିପାଠୀ l ଏହି ଅବସରରେ ଅବସର ପ୍ରାପ୍ତ ଶିକ୍ଷକ କପିଳ ପତି ଙ୍କୁ

ଭାଗିରଥି ନେପାକ ସାହିତ୍ୟ ସମ୍ମାନ ଓ ନୀଳମଣି ବିଶ୍ୱାଳ ଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର ପ୍ରଦାନ କରାଯାଇଥିଲା l ବିଭିନ୍ନ ପ୍ରତିଯୋଗିତା ରେ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନେ ମାନପତ୍ର ଓ ମେଡାଲ ପ୍ରଦାନ କରିଥିଲେ l  ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଗୁରୁ ଦିବସ ର ମହତ୍ୱ, ରାଧା କ୍ରିଷ୍ଣନ ଙ୍କ ଆଦର୍ଶ ଓ ଆମେ କିପରି ଭଲ ମଣିଷ ହେବା ସେ ବିଷୟରେ ଉପସ୍ଥିତ ଛାତ୍ର ଛାତ୍ରୀ ମାନଙ୍କୁ ଉପଦେଶ ଦେଇ ଥିଲେ l ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଦେଇ ଥିଲେ ପରିଷଦ ର ସମ୍ପାଦକ ଦିବାକର ହୋତା l ଏହି ସଭାରେ ଅନେକ ସାହିତ୍ୟ ପ୍ରେମୀ, ଶିକ୍ଷକ, ବୁଦ୍ଧିଜୀବୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026
  ଜିଲ୍ଲା  
ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   15-Jun-2026
  ଜିଲ୍ଲା  
ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   14-Jun-2026

You Might Also Like