-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା :ଓଡିଆ ମୋ ପରିବାର ଆନୁକୁଲ୍ୟରେ ଗୁରୁ ପୂଜନ ଉତ୍ସବ

05-Sep-2021



ଲୋଇସିଂହା, (ବିନୋଦ କୁମାର ଦୀପ): ଆଜି ଲୋଇସିଂହା ବ୍ଲକ  ଆଦିବାସୀ ଭବନ ଠାରେ ପବିତ୍ର ଗୁରୁଦିବସ ଉପଲକ୍ଷେ ଓଡ଼ିଆ ମୋ ପରିବାର ଆନୁକୂଲ୍ୟରେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅଞ୍ଚଳର ୫୦ ରୁ ଉର୍ଦ୍ଧ ଅବସର ପ୍ରାପ୍ତ ଶିକ୍ଷକ ମାନଙ୍କୁ ନେଇକି ବିଜୁ ଜନତା ଦଳର ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରାଙ୍କ ନେତୃତ୍ୱରେ ଗୁରୁ ପୂଜନ ଉତ୍ସବ ପାଳନ ହୋଇଥିଲା,ଏହି ସଭାରେ ଅବସର ପ୍ରାପ୍ତ ଶିକ୍ଷକ ରାଜେନ୍ଦ୍ର ବିଶ୍ଵାଳଙ୍କ ସଭାପତିତ୍ୱରେ ମୁଖ୍ୟ ବକ୍ତା ଭାବରେ ବିଭୁତିଭୂଷଣ ସାହାଣୀ ଅନ୍ୟାନ୍ୟ ସମ୍ମାନିତ ଅତିଥି ଭାବରେ ବିଶିଷ୍ଟ ଅବସରପ୍ରାପ୍ତ ଶିକ୍ଷକ ବୃନ୍ଦ ଯଥା ଶ୍ୟାମ ସୁନ୍ଦର ଭୋଇ, ବଳଦେବ ଭୋଇ, ପର୍ଶୁରାମ ସାହୁ,ପୁରୁଷୋତ୍ତମ ସ୍ୱାଇଁ ଓ ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ପ୍ରକୃତିବନ୍ଧୁ  ଶିକ୍ଷକ ଦିଗାମ୍ବର ନାଏକ ପ୍ରମୁଖ ମଂଚାସୀନ ଥିଲେ, ଅତିଥିବୃନ୍ଦ ମାନେ ତାଙ୍କର ଶିକ୍ଷକକାଳ ଜୀବନ ଉପରେ ଅଭିଭାଷଣ ରଖିଥିଲେ, ନିହାର ରଂଜନ ବେହେରା ଶିକ୍ଷକ ମାନଙ୍କର ସମାଜ ପ୍ରତି ତାଙ୍କର କର୍ତ୍ତବ୍ୟ ଓ  ନିଷ୍ଠା, ଛାତ୍ର ମାନଙ୍କ ପ୍ରତି ତାଙ୍କର ଦିଗଦର୍ଶନ ପାଇଁ ଶିକ୍ଷକ ମାନଂକୁ ପ୍ରଶଂସନୀୟ ବୋଲି କହିଥିଲେ, ସଭା ଆରମ୍ଭ ପୂର୍ବରୁ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ତର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ତନୁର୍ଯ୍ୟl ନାଏକ ସ୍ୱାଗତ ଭାଷଣ ରଖିଥିଲେ ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା ତାପରେ ସମସ୍ତ ଶିକ୍ଷକ ମାନଂକୁ ଛାତ୍ରୀମାନେ ଗୁରୁପୂଜନ କରିଥିଲେ, ଓ ପରେ ନିହାର ରଂଜନ ବେହେରା ସମସ୍ତ ଶିକ୍ଷକ ମାନଙ୍କୁ ଉତ୍ତରୀୟ ଓ ପୁଷ୍ପ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ,ଏହି ସଭାରେ 50ରୁ ଉର୍ଧ୍ଵ ଶିକ୍ଷକ ଯୋଗଦାନ କରିଥିଲେ ଓ ଲୋଇସିଂହା ନିର୍ବାଚନ ମଣ୍ଡଳୀର ଶିକ୍ଷକ ମାନଙ୍କୁ ନେଇକି ଅବସର ପ୍ରାପ୍ତ ଶିକ୍ଷକ ସଙ୍ଘ ଗଠନ ପାଇଁ ସମସ୍ତେ ପ୍ରସ୍ତାବ ଦେଇଥିଲେ ପରିଶେଷରେ କ୍ଷୀରଧର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ,ଏହି କାର୍ଯ୍ୟକ୍ରମ ରେ ଟିପଲୂ କଦମ, ପ୍ରଦିପ ସାହୁ, ପ୍ରକାଶ ମହାରଣା, ରାକେଶ ଅଗ୍ରୱାଲ, ସୁମେଶ ନାଗ, ମାଳତି ସାଏ, ସୁରେନ ମେହେର, ଶିବ ଯାଦବ ପ୍ରମୁଖ ଉପସ୍ଥିତ ରହି ସହାୟତା କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk