-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଦୁବାଇ (UAE) ନୂଆଖାଇ ପରିବାର ପକ୍ଷରୁ ୨୦୨୧ ନୁଆଁଖାଇ ଭେଟଘାଟ ପାଳିତ ହେବ ?

07-Sep-2021



ବଲାଙ୍ଗିର (ପ୍ରେରଣା ଖବର) :ଦୁବାଇ,UAE ମଧ୍ୟରେ ବସବାସ କରୁଥିବା ପଶ୍ଚିମ ଓଡିଶାର ବିଭିନ୍ନ ବର୍ଗରେ କର୍ତବ୍ୟରତ ପରିବାର ସମୂହ ପଶ୍ଚିମ ଓଡିଶାର ଗଣପର୍ବ ନବାର୍ଣ୍ଣ ଭକ୍ଷଣ (ନୂଆଖାଇ) କୁ ମହାସମାରୋହ ରେ ପାଳନ କରିଆସୁଛନ୍ତି ଏବଂ ଏବର୍ଷ ମଧ୍ୟ  ଏହାକୁ କୋଭିଡ- 19 ସୀମା ଓ ନିୟମାନୁସାରେ  ପାଳନ କରିବାକୁ ସ୍ଥିର କରିଛନ୍ତି l
ଏହି ଉତ୍ସବକୁ ପଶ୍ଚିମାଞ୍ଚଳର କିଛି ପୁରୁଖା କଳାକାରଙ୍କୁ ପ୍ରତକ୍ଷ ରେ ଓ କିଛି ସାଂସ୍କୃତିକ ଦଳ ଙ୍କୁ "ଡିଜିଟାଲ ସୋ "ମାଧ୍ୟମ କ୍ରମେ ପରିବେଷଣ କରାଯିବାର ସୂଚନା ଦୁବେଇ ନୂଆଖାଇ ପରିବାର ସଂଗଠନ ଦେଇଥିବାବେଳେ କିଛି ପଶ୍ଚିମାଞ୍ଚଳର ବିଶିଷ୍ଟ ଅତିଥି ଙ୍କୁ ଆମନ୍ତ୍ରଣ ଓ ସମ୍ମାନିତ କରାଯିବାର ଯୋଜନା କରାଯାଇଛି l ପଶ୍ଚିମ ଓଡିଶାର ବିଭିନ୍ନ ପାରମ୍ପରିକ ଖାଦ୍ୟପେୟ ଯାହା ନବାର୍ଣ୍ଣ ପାଇଁ ଉପଯୋଗୀ ତାହାକୁ ପ୍ରସ୍ତୁତ କରି ସମସ୍ତ ପରିବାର ଏକ ସଂଗେ ନୁଆଁ ଖାଇବା ଓ ଏଠିକାର ପାରମ୍ପରିକ ନୃତ୍ୟ ଗୀତ କୁ ପରିବେଷଣ କରି ନିଜନିଜର ଇଷ୍ଟ ଦେବୀଙ୍କୁ ପୂଜା ଅର୍ପଣ କରି ସମସ୍ତଙ୍କ ଉତ୍ତରୋତ୍ତର କାମନା କରିବା ଆମର ଲକ୍ଷ ବୋଲି ସେଠାକାର ନୁଁଆଖାଇ ପାଳନ ର ସଂଗଠକ ଶ୍ରୀମତୀ ଚିନ୍ମୟୀ ବେହେରା ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk