-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଟାଲ ସଂରକ୍ଷିତ ଜଙ୍ଗଲରୁ ଅନୁପ୍ରବେଶକାରୀଙ୍କୁ ଉଚ୍ଛେଦ, ୩୦ ରୁ ଉର୍ଦ୍ଧ ଅଟକ।

07-Sep-2021



ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି ) ସମ୍ବଲପୁର ଜିଲ୍ଲା ରେଢାଖୋଲ ବନଖଣ୍ଡ ବଡବାହାଳ ରେଞ୍ଜ ଅନ୍ତର୍ଗତ ଟାଲ  ସଂରକ୍ଷୀତ ଜଙ୍ଗଲ ଭିତରେ  ଥିବା ଅନୁପ୍ରବେଶକାରୀଙ୍କୁ ବନ ବିଭାଗ ଉଚ୍ଛେଦ କରିଛି। ଏହି ଘଟଣାରେ ବନ ବିଭାଗ ପ୍ରାୟ ୩୦ ରୁ ଉର୍ଦ୍ଧ୍ବ  ଜଣଙ୍କୁ ଅଟକ ରଖିଛି। ଗତ କିଛି ଦିନ ହେଲା ଝାରଖଣ୍ଡ ଅନୁପ୍ରବେଶ କାରୀ ମାନେ ଆସି ଟାଲ  ସଂରକ୍ଷିତ ଜଙ୍ଗଲ ଭିତରେ  ଘର କରି ରହିବା ପାଇଁ ଉଦ୍ୟମ କରୁଥିଲେ। ଏ ସଂକ୍ରାନ୍ତରେ  ବନ ବିଭାଗ ଜାଣିବା ପରେ ରେଢାଖୋଲ ଡିଏଫଓ  ରାମାକାନ୍ତ ନାଏକଙ୍କ ନିର୍ଦ୍ଦେଶ କ୍ରମେ ବଡବାହାଳ ରେଞ୍ଜ ଅଧିକାର ପ୍ରଜ୍ଞା ପରିମିତା ଦୀପ, ରେଢାଖୋଲ ରେଞ୍ଜ ଅଧିକାରୀ  ମୈତ୍ରୀ ମଞ୍ଜିତ ବିଶ୍ୱାଳ, ନାକଟିଦେଉଳ ରେଞ୍ଜ ଅଧିକାରୀ ଅଶ୍ବିନି ବେହେରା, ଚାରମାଳ ରେଞ୍ଜ ଅଧିକାରୀ ଦର୍ଶନିଆ ଭୋଇ, ବଡ଼ମାଳ ରେଞ୍ଜ ଅଧିକାରୀ ପ୍ରଦୀପ କୁମାର ସେଠୀ ପ୍ରମୁଖ ସଦଳ ବଳେ ଚଢ଼ାଉ କରି  ଅନୁପ୍ରବେଶ କାରୀଙ୍କୁ ଉଚ୍ଛେଦ କରିବା ସହ ପ୍ରାୟ ୩୦ ରୁ ଉର୍ଦ୍ଧ୍ବଙ୍କୁ ବନ

ବିଭାଗ ଅଟକ ରଖି ସେମାନଙ୍କ ଠାରୁ ଶିକାରୀ ଜାଲ , ବିଭିନ୍ନ ମାରଣାସ୍ତ୍ର ଓ କିଛି ଖାଦ୍ୟ ସାମଗ୍ରୀ ଜବତ କରିଛି ।  ଏସଂକ୍ରାନ୍ତରେ ଡିଏଫଓ ରାମା କାନ୍ତ ନାୟକ ଙ୍କୁ ଯୋଗା ଯୋଗ କରିବାରେ ସେ କହିଲେ ଯେ ଅନୁପ୍ରବେଶ କାରୀଙ୍କୁ ଜଙ୍ଗଲ ଭିତରେ ରହିବାକୁ ଦିଆଯିବ ନାହିଁ, ଏହା ଉପରେ ବନ ବିଭାଗ ତୀକ୍ଷଣ ନଜର ରଖି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରକାଶ କରିଥିଲେ।  ହେଲେ ବନ ବିଭାଗ ପକ୍ଷରୁ ଏପରି ଉଚ୍ଛେଦ ପ୍ରକ୍ରିୟା ପରେ ଝାରଖଣ୍ଡି ଅନୁପ୍ରବେଶ କାରୀଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ହେଲେ  ବନ ବିଭାଗ ଅଟକ କରି ରଖିଥିବା ଅନୁପ୍ରବେଶ କାରୀଙ୍କୁ ବୁଧବାର କୋର୍ଟ ଚାଲାଣ କରାଯିବ ବୋଲି ଡିଏଫଓ ସୂଚନା ଦେଇଛନ୍ତି।ସେହିପରି ରେଢାଖୋଲ ଜଙ୍ଗଲ ଅଞ୍ଚଳରେ ଏବେ ମଧ୍ୟ  ଶତାଧିକ ଅନୁପ୍ରବେଶ କାରୀ ବସତି କରି ରହି ଥିଲେ ମଧ୍ୟ  ବନ ବିଭାଗ ପକ୍ଷରୁ ଉଚ୍ଛେଦ କରାଯାଉ ନାହିଁ। ଫଳରେ ଦିନକୁ ଦିନ  ରେଢାଖୋଲ ଅଞ୍ଚଳରେ ଅନୁପ୍ରବେଶ କାରୀଙ୍କ ସଂଖ୍ୟା ବଢୁ ଥିବାରୁ  ଜଙ୍ଗଲ ଉଜୁଡି ଯିବାରେ ଲାଗିଛି।ଏଥି ପ୍ରତି ବନ ବିଭାଗ ପଦକ୍ଷେପ ନେବାକୁ ଲୋକେ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk