-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲ୍ଲା ଗୁଡିଆ ସମାଜର ଦାବିପତ୍ର- ଜାତି ଭର୍ତ୍ତିକ ଜନଗଣନା ସହ ୨୭ ପ୍ରତିଶତ ସଂରକ୍ଷଣ ଦାବି

08-Sep-2021



ବଲାଙ୍ଗିର,(ପ୍ରେରଣା ଖବର) ବଲାଙ୍ଗିର ଜିଲ୍ଲା ମଧୁବୈଶ୍ୟ/ଗୁଡିଆ ସମାଜର ବୈଠକରେ ପୂର୍ବ ନିଷ୍ପତ୍ତି ଅନୁଯାୟୀ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ମାଧ୍ୟମରେ ସମାଜ ତରଫରୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଦାବିପତ୍ର ଅନୁସାରେ ମଣ୍ଡଳ ଆୟୋଗ ଅନୁଯାୟୀ ଓବିସି ସଂଖ୍ୟା ୫୨ ପ୍ରତିଶତ ହେବ ବୋଲି ଆକଳନ କରାଯାଇଛି । କିନ୍ତୁ ଏହା ଉପରେ କୌଣସି ପ୍ରାମାଣିକ ତଥ୍ୟାବଳି କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ପାଖରେ ନ ଥିବାରୁ ଆସନ୍ତା ୨୦୨୧ ଜନ ଗଣନାରେ  ଓବିସି ତଥା ଅନ୍ୟାନ୍ୟ ପଛୁଆ ବର୍ଗଙ୍କ ସହ ଜାତି ଭିତ୍ତିକ ଜନଗଣନାକୁ ଅନ୍ତର୍ଭୁକ୍ତ କରିବା ପାଇଁ ବଲାଙ୍ଗିର ଜିଲ୍ଲା ମଧୁବୈଶ୍ୟ / ଗୁଡିଆ ସମାଜ ଜିଲ୍ଲା ପ୍ରଶାସନ ଠାରେ ଦାବି ଉପସ୍ଥାପନ କରିଛି । ପୁନଶ୍ଚ ଜାତି ଭିତ୍ତିକ ଜନଗଣନା କରି ଓଡିଶା ସରକାର ବିଭିନ୍ନ ରାଜନୈତିକ , ସାମାଜିକ, ଚାକିରି ଇତ୍ୟାଦି କ୍ଷେତ୍ରରେ ଓବିସିମାନଙ୍କ ପାଇଁ ୨୭ ପ୍ରତିଶତ ସ୍ଥାନ ସଂରକ୍ଷଣ କରିବା ସକାଶେ ଦାବିପତ୍ରରେ ଉଲ୍ଲେଖ କରାଯାଇଛି ।  ଏଠାରେ ଉଲ୍ଲେଖଯୋଗ୍ୟ ଯେ ପୂର୍ବରୁ ସାଂସଦରେ ଜାତି ଭିତ୍ତିକ ଜନ ଗଣନା କରିବାକୁ ଘୋଷଣା କରାଯାଇଥିଲା ଏବଂ ଏ ସମ୍ବନ୍ଧରେ ପଛୁଆ ବର୍ଗ ପାଇଁ ସଂରକ୍ଷଣ ବ୍ୟବସ୍ଥା ୨୭ ପ୍ରତିଶତ ଦେବା ପାଇଁ ଜାତୀୟ ଆୟୋଗ ମଧ୍ୟ ସରକାରଙ୍କୁ ପରାମର୍ଶ ଦେଇଥିଲା । ସମାଜର ଜିଲ୍ଲା ସଭାପତି ମନୋରଂଜନ ସାହୁଙ୍କ ନେତୃତ୍ୱରେ ସାଧାରଣ ସଂପାଦକ ଜୟକୃଷ୍ଣ ସାହୁ, ଅନ୍ତର୍ଯ୍ୟାମି ସାହୁ, ଅନୁପ ଚୋପଦାର, ଦିବ୍ୟସିଂ ସାହୁ, ଦେବାଶିଷ ସାହୁ ତଥା ଆଶିଷ କୁମାର ସାହୁଙ୍କ ସହ ସମାଜ ତରଫରୁ ନିମନ୍ତ୍ରିତ ହୋଇ ଆସିଥିବା ଓବିସି ମଂଚର ସଂପାଦକ ପ୍ରଦେଶି ବିଶ୍ୱାଲ ଓ ପୂର୍ଣ୍ଣଚନ୍ଦ୍ର ବିଶ୍ୱାଲ ପ୍ରମୁଖ ଜିଲ୍ଲାପାଳ କାର୍ଯ୍ୟାଳୟରେ ଦାବିପତ୍ର ପ୍ରଦାନରେ ସାମିଲ ହୋଇଥିଲେ । ଦାବିପତ୍ରର ଏକ କିତା ନକଲ ଜାତୀୟ ଆୟୋଗଙ୍କୁ ପ୍ରେରଣ କରାଯାଇଥିାବ ସୂଚନା ଦିଆଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk