-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||     

HOME   ଜିଲ୍ଲା

ପ୍ରାଥମିକ ଚିକିତ୍ସା ସଚେତନ କାର୍ଯ୍ୟକ୍ରମ 

09-Sep-2021



ସଇଁତଳା (ପ୍ରେରଣା ଖବର)- ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଜୁନିୟର ରେଡକ୍ରସ ୟୁନିଟ୍ ତରଫରୁ ପ୍ରାଥମିକ ଚିକିତ୍ସା ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ବାର ଜଣ ଜୁନିୟର  ଓ ପାଞ୍ଚ ଜଣ ଶିକ୍ଷକ ଶିକ୍ଷୟତ୍ରୀ ଅଂଶଗ୍ରହଣ କରିଥିଲେ । ଜୁନିୟର ରେଡକ୍ରସ ପରାମର୍ଶଦାତା ତଥା ଫାଷ୍ଟ ଏଡର ରାମ ନାରାୟଣ ଦାଶ ପ୍ରାଥମିକ ଚିିକିତ୍ସାର ଲକ୍ଷ୍ୟ, ଆବଶ୍ୟକତା ବିଷୟରେ ବୁଝାଇବା ସହ ଡେମୋଷ୍ଟ୍ରେସନ ମାଧ୍ୟମରେ ଇନ୍ସିଡେଣ୍ଟ ମ୍ୟାନେଜମେଣ୍ଟ, କେଜୁଆଲଟୀ ମ୍ୟାନେଜମେଣ୍ଟ, ସକ୍‌, ମୁର୍ଚ୍ଛା ତଥା

ରିକଭରି ପୋଜିସନ ବିଷୟରେ ତାଲିମ ପ୍ରଦାନ କରିଥିଲେ । କୋଭିଡ ନିୟମ ମାନି ହୋଇଥିବା କାର୍ଯ୍ୟକ୍ରମରେ ଶିକ୍ଷାର୍ଥୀମାନେ ଦୈନନ୍ଦିନ ଶିକ୍ଷାଦାନ ସମାପ୍ତ ପରେ ଅଂଶଗ୍ରହଣ କରିବା ପୂର୍ବରୁ ଥର୍ମାଲ ସ୍କେନିଂ କରାଯାଇଥିଲା ଓ ଶେଷ ପର୍ଯ୍ୟାୟରେ  ହାତ ଧୁଆ  କାର୍ଯ୍ୟକ୍ରମ ହୋଇ ପରିସମାପ୍ତ ଘଟିଥିଲା । ଏହି ଅବସରରେ ପର୍ଯ୍ୟାୟ କ୍ରମରେ ସମସ୍ତ ଶିକ୍ଷାର୍ଥୀ ଓ ଶିକ୍ଷକମାନଙ୍କ ପ୍ରାଥମିକ ଚିକିତ୍ସା ବିଷୟରେ ଜ୍ଞାନ ପ୍ରଦାନ କରାଯିବ ବୋଲି ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ମିଶ୍ର ମତବ୍ୟକ୍ତ ରଖିଥିଲେ । କାର୍ଯ୍ୟକ୍ରମରେ ଜୁନିୟର ସୃତି ସାହୁ, ରାନୀ ସୁନା, ଶୃତି ରଣା, ବିନ୍ଦି ବାରିକ, ବି.ଏସ୍‌.ଆର. ମାଟିନା, ଅଞ୍ଜଳୀ ବାରିକ, ପ୍ରିୟମ୍ ପଧାନ, ବିଶ୍ୱଜିତ ସୁନା, ମହାଦେବ ରଣା, ବିଭୁ ସାହୁ, ଶିକ୍ଷକ ବିଶ୍ୱନାଥ ମେହେର, ସୁଦର୍ଶନ ଦାଶ, ହିମାଂଶୁ ଶେଖର ବିଶ୍ୱାଳ, ଶିକ୍ଷୟତ୍ରୀ ରେଣୁକା ସାହୁ, ଗାୟତ୍ରୀ ବେହେରା ତଥା ଛାତ୍ରଛାତ୍ରୀମାନେ ଯୋଗଦାନ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ଜୁନିୟର ପିୟୁଷ ଭୋଇ ଧନ୍ୟବାଦ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026

You Might Also Like