-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||     

HOME   ଜିଲ୍ଲା

ଭାରତୀୟ ମମଜଦୁର ସଂଘ ବଲାଙ୍ଗିର ଜିଲ୍ଲାର କେନ୍ଦ୍ର ସରକାର ଦର ବୃଦ୍ଧି ବିରୋଧରେ ଆନ୍ଦୋଳନ

09-Sep-2021



ବଲାଙ୍ଗିର,(ପ୍ରେରଣା ଖବର)- ବଲାଙ୍ଗିର ଭାରତୀୟ ମଜଦୁର ସଂଘ, ବଲାଙ୍ଗିର ଜିଲ୍ଲା ତରଫରୁ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଭାରତୀୟ ମଜଦୁର ସଂଘ ର ନିଷ୍ପତ୍ତି କ୍ରମେ ଦିଲ୍ଲୀ ଠାରେ ସ୍ଥିରକୃତ ହୋଇଥିବା ଦରଦାମ ବୃଦ୍ଧି ଏବଂ ଗ୍ୟାସ, ପେଟ୍ରୋଲ ଓ ଡିଜେଲ ଜିଏସ୍‌ଟି ରେ ଅନ୍ତଭୁକ୍ତ କରିବା ପାଇଁ ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାର ବିରୋଧରେ ରାଷ୍ଟ୍ରବ୍ୟାପି ଆନ୍ଦୋଳନ କରାଗଲା । ବଲାଙ୍ଗିର ଜିଲ୍ଲାରେ ଭାରତୀୟ ମଜଦୁର

ସଂଘର କାର୍ଯ୍ୟକର୍ତ୍ତା ଏବଂ ବିଭିନ୍ନ ସଂଗଠନରୁ ଆସିଥିବା ନେତୃବୃନ୍ଦ ଏଥିରେ ଏକ ପ୍ରେସ ଇସ୍ତାହାର ଜିଏସ୍‌ଟି ଅନ୍ତର୍ଭକ୍ତ କରିବା ପାଇଁ ରନ୍ଧନଗ୍ୟାସ, ପେଟ୍ରୋଲ, ଡିଜେଲ ଓ  ଅତ୍ୟାବଶ୍ୟକୀୟ ଗୃହ ଉପକରଣ ପାଇଁ ଦୃଢ ଦାବି କରିଥିଲେ ଏବଂ ଜିଲ୍ଲାପାଳ କାର୍ଯ୍ୟାଳୟ ୧୦ ଦଫା ସମ୍ମଳିତ ଏକ ଦାବିପତ୍ର ଭାରତ ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରପତି ଉଦ୍ଦେଶରେ କେନ୍ଦ୍ରୀୟ ମନ୍ତ୍ରୀ ଶ୍ରମ ଓ ନିଯୁକ୍ତି, ପ୍ରଟ୍ରୋଲ ଏବଂ ନେଚୁରାଲ ଗ୍ୟାସ, ମହିଳା ଓ ଶିଶୁ, ଏଚ୍‌ଆରଡି, ଡିଫେନ୍ସ ଏବଂ ରେଲୱେ ଏବଂ ରାଜ୍ୟ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଏବଂ ବିଭିନ୍ନ ମନ୍ତ୍ରୀ ୧୦ ଦଫା ସମ୍ମଳିତ ଦାବିପତ୍ର ବଲାଙ୍ଗିର ଜିଲ୍ଲାପାଳଙ୍କ ମାଧ୍ୟମରେ ପ୍ରଦାନ କରାଯାଇଥିଲା । ଏଥିରେ ଭାରତୀୟ ମଜଦୁର ସଂଘର ରାଜ୍ୟ ଉପ-ସଭାପତି ଅରୁଣ ସାହୁ, ଜିଲ୍ଲା ସଭାପତି ରୁନୁ ଗୋପାଳ ସାହୁ, ଜିଲ୍ଲା ଉପ-ସଭାପତି ସନ୍ତୋଷ ପଧାନୀ, ସମ୍ପାଦକ ଆମୋଦ ମହାପାତ୍ର, କୋଷାଧ୍ୟକ୍ଷ ସୁରେନ୍ଦ୍ର ପୁରୋହିତ, ଡିମ୍ପଲ ନାଏକ ଏବଂ ଅଙ୍ଗନବାଡିି, ଆଶା କର୍ମୀ, ରେଲୱେ କ୍ୱାର୍କସ, ନିର୍ମାଣ ଶ୍ରମିକ ଇତ୍ୟାଦି ସଂଗଠନର କର୍ମୀମାନେ ଉପସ୍ଥିତ ଥିଲେ । ସରକାରଙ୍କର ଦରବୃଦ୍ଧି ତଥା ଅତ୍ୟାବଶ୍ୟକ ଜିନିଷ ଜିଏସ୍‌ଟି ଅନ୍ତଭୁକ୍ତ କରିବା ପାଇଁ ରାଜ୍ୟ ଉପ-ସଭାପତି ଅରୁଣ ସାହୁ ଦୃଢକ୍ତି ପ୍ରକାଶ କଲେ । ଭାରତ ବର୍ଷର ୭୪୭ ଜିଲ୍ଲାରେ ବିଏମ୍‌ଏସ୍ ତରଫରୁ ଦାବିପତ୍ର ଦିଆଯାଇଥିଲା । ଏଥିରେ ରେଲୱେ ୱାର୍କସ୍ ୟୁନିୟନ, ବଡମାଲ ୱାର୍କସ୍ ୟୁନିୟନ, ବଡମାଲ ଏବଂ ଟିଟିଲାଗଡ ଠାରେ ଦାବି ପତ୍ର ପ୍ରଦାନ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026
  ଜିଲ୍ଲା  
ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   02-Nov-2026

You Might Also Like