-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||     

HOME   ଜିଲ୍ଲା

ଧର୍ମଶାଳାରେ ତେଜିଲା ଦପାନାଳ ଆନ୍ଦୋଳନ: ଗଢାହେଲା ପୂର୍ଣ୍ଣାଙ୍ଗ ମଞ୍ଚ

09-Sep-2021



ଯାଜପୁର,(ପ୍ରେରଣା  ଖବର) ଯାଜପୁର ଜିଲ୍ଲା ଧର୍ମଶାଳା ବିଧାନସଭା କ୍ଷେତ୍ର ରସୁଲପୁର ବ୍ଲକ ଅନ୍ତର୍ଗତ ଦପାନାଳ ପ୍ରାୟ ଶତାଧିକ ଗ୍ରାମର ଜୀବନରେଖା ଭାବେ ପରିଚିତ । ଏହି ବଡ ଧରଣର ନାଳ ପୋତି ହୋଇଯିବା ପାଇଁ ଲୋକଙ୍କ ଜୀବନ ଓ ଜୀବିକା ଦୁର୍ବିସହ ହୋଇପଡିଛି । ଦୀର୍ଘ ବର୍ଷକ ପୂର୍ବରୁ ଏଥିନେଇ ଆନ୍ଦୋଳନର ବିଗୁଲ ବଜାଇଥିବା ସତୀଶ ବିଶ୍ୱାଳଙ୍କ ନେତୃତ୍ୱରେ ପୁଣି ବଡ ଧରଣର ଆନ୍ଦୋଳନ ପାଇଁ

ଲୋକେ ମେଳି ହୋଇଛନ୍ତି । ଏଥିପାଇଁ ଦପାନାଳ ସୁରକ୍ଷା ମଞ୍ଚର ପୂର୍ଣ୍ଣାଙ୍ଗ କମିଟି ଗଠନ କରାଯାଇଛି । 
ଏହି ଅବସରରେ ଓଡିଶୋ ପଞ୍ଚାୟତର ବାହାବଳପୁର ଠାରେ ଏକ ବଡ ଧରଣର ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ସର୍ବସମ୍ମତକ୍ରମେ ସଂଗ୍ରାମୀ ଯୁବନେତା ତଥା ବରିଷ୍ଠ ସାମ୍ବାଦିକ ସତୀଶ ବିଶ୍ୱାଳଙ୍କୁ ପ୍ରତିଷ୍ଠାତା ସଭାପତି ଘୋଷଣା କରାଯାଇଥିଲା ।  ଏଥିରେ ସର୍ବଶ୍ରୀ ନୀଳମଣୀ ନାୟକ, ଦାଶରଥୀ ବେହେରା, ରାମଚନ୍ଦ୍ର ମଲିକ, କେଶବ ଦତ୍ତଉପସଭାପତି, ଅଭୟ ସାମଲ ସମ୍ପାଦକ, ଜିତେନ୍ଦ୍ର ନାୟକ ଓ ସୁଶାନ୍ତ କୁମାର ମହାନ୍ତି ସହ ସମ୍ପାଦକ, ଶଙ୍କର୍ଷଣ ପଣ୍ଡା କୋଷାଧ୍ୟକ୍ଷ ଭାବେ ମନୋନୀତ ହୋଇଥିଲେ । ଉପଦେଷ୍ଠା ଭାବେ ସର୍ବଶ୍ରୀ ସୁଦାମ ଚରଣ ରାଉତ, ଚୈତନ୍ୟ ରାଉତ, ମାଗୁଣୀ ସ୍ୱାଇଁ, ଶ୍ରୀଧର ନାୟକ, ନୀରଞ୍ଜନ ସାମଲ, ଅମୀୟ ସାମଲ, ପରମାନନ୍ଦ ବୋଇତେଇ, ଶିଶିର ବେହେରା, ନୀରଞ୍ଜନ ରାଉତ, ବାଇଧର ରାଉତ ମନୋନୀତ ହୋଇଛନ୍ତି । 
ଅତୀତରେ ଏହି ନାଳଟି ଗୋଟିଏ ନଦୀ ପରି ଥିଲା । କେବଳ ଧର୍ମଶାଳା ବିଧାନସଭା କ୍ଷେତ୍ର ଅନ୍ତର୍ଗତ ମାନପୁର, ଓଡିଶୋ ଅଣ୍ଡେିଗୋଡା, ଅର୍ତ୍ତିଆ, କୁସୁନପୁର, ବିଶ୍ୱନାଥପୁର, କରଞ୍ଜିଆରି,ମେଳକ, ନିମପାଟଣା, ବାହାବଳପୁର, ହାଟସିଂହାପୁର, କୁରୁକୁରା, କପାଳି, ଟାକୁଆଠେଙ୍ଗ, ନଠୁଆବର, ନୂଆହାଟ, ଦାମଦୋରପୁର, କୁରାଶେ, ଗରୁଆଳ ଆଦି ବହୁ ଗ୍ରାମର ଲୋକେ ଚାଷବାସ ପାଇଁ ସଂପୂର୍ଣ୍ଣ ନିର୍ଭରଶୀଳ ଥିଲେ । ଏବେ ଦପାନାଳ ସଂପୂର୍ଣ୍ଣ ପୋତି ହୋଇ ଯାଇଥିବା ବେଳେ ଏହାର ପଙ୍କ ଓ ଦଳ ଦଃୁଗନ୍ଧ ସହ ପ୍ରବଳ ଶାପ ଓ ମଶା ଉପଦ୍ରବ ଲୋକଙ୍କ ଜୀବନ ଦୁର୍ବିସହ ହୋଇ ପଡିଛି । ଲୋକେ ରାଜ୍ୟ ସରକାରଙ୍କ ଉପରେ ଆସ୍ଥା ପ୍ରକଟ କରି ଆରମ୍ବରୁ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଏଥିନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଆସିଥିବା ତଦନ୍ତ ନିର୍ଦ୍ଦେଶକୁ ଯାଜପୁର ଡ୍ରେନେଜ ଡିଭିଜନ ଚାପି ଦେଇଛି । ଏହାର ଅନ୍ତରାଳରେ ବଡ ଧରଣର ଦୁର୍ନିତି ହୋଇଥିବାରୁ ଲୋକଙ୍କ ସମସ୍ୟାର ସମାଧାନ ହୋଇ ପାରୁନି । ଆଗାମୀ ଦିନରେ ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ଜନ ସମସ୍ୟା ନେଇ ଲଢେଇ ଜୋରଦାର କରାଯିବ ବୋଲି ସତୀଶ ମତ ପ୍ରକାଶ କରିଥିବା ବେଳେ ସମସ୍ତ ସଭ୍ୟମାନେ ସମର୍ଥନ କରିଥିଲେ ।  
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026

You Might Also Like