-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||     

HOME   ଜିଲ୍ଲା

ମୁହୁରୀ ୟୁ ଟ୍ୟୁବ୍ ଚେନାଲ ପକ୍ଷରୁ ‘ଭାବର୍ ଧାରାବାହିକର ପ୍ରମୋ ଭିଡିଓ ଉନ୍ମୋଚିତ

09-Sep-2021



ବଲାଙ୍ଗୀର, ପଶ୍ଚିମ ଓଡ଼ିଶାରେ ପାଳିତ ବିଭିନ୍ନ ପର୍ବପର୍ବାଣୀ ଆଧାରରେ ଏ ମାଟିର ସଂସ୍କୃତି ଓ ସ୍ୱାଭିମାନକୁ ଦୁରଗାମୀ କରିବାକୁ ମହୁରୀ ପ୍ରଡକ୍ସନ ପକ୍ଷରୁ ବର୍ଷବ୍ୟାପୀ ଧାରାବାହିକ ନିର୍ମାଣ ପରିକଳ୍ପନାକୁ ଏ ମଧ୍ୟରେ ସଫଲତାର ସହ ରୂପାୟନ କରାଯାଇଛି । ଆସନ୍ତା ୧ଠ ତାରିଖ ଦିନ ପଶ୍ଚିମ ଓଡ଼ିଶାର ପ୍ରଥମ ଥର ପାଇଁ ଆଂଚଳିକ ଭାଷାରେ ମୁକ୍ତିଲାଭ କରିବାକୁ ଯାଉଥିବା ମୁହରୀ ପ୍ରଡକ୍ସନର ମେଗା ଧାରାବାହିକ ‘ଭାବର ଧାର୍‌’ ର ପ୍ରଥମ ପ୍ରମୋ ଭିଡିଓ ସ୍ଥାନୀୟ ସାମ୍ବାଦିକ ଭାବନ ଠାରେ ଉନ୍ମୋଚିତ ହୋଇଯାଇଛି । ଏଥିରେ  ୟୁ ଟୁବ୍ ଧାରାବାହିକର ପ୍ରଯୋଜିକା ନୀହାରିକା ଓ ଉପାସନା ପୁରୋହିତଙ୍କ ପକ୍ଷରୁ ହିମାଂଶୁ ଭୂଷଣ ପଣ୍ଡା ସମାବେତ ଦର୍ଶକଙ୍କୁ ଧାରାବାହିକର ଆଭିମୁଖ୍ୟ ସଂପର୍କରେ ଅବଗତ କରାଇଥିଲେ । ନିର୍ଦ୍ଦେଶକ ଗୋପାଳ ପ୍ରଧାନଙ୍କ ଆହ୍ୱାନକ୍ରମେ ବରିଷ୍ଠ କଳାକାର ସତ୍ୟ ନାରାୟଣ ବେହେରା, କଳାକାର ତଥା ପ୍ରମେୟର କେବିକେ ସଂସ୍କରଣ ମୁଖ୍ୟ ଅଖିଳ ଚନ୍ଦ୍ର ହୋତା, ସଂଗୀତ ନିର୍ଦ୍ଦେଶକ ଶଶ୍ୱତ, କୁମାର ତ୍ରିପାଠୀ, ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ପ୍ରମୁଖ ନିଜ ନିଜ ବକ୍ତବ୍ୟ ଉପସ୍ଥାପନ କରିଥିଲେ । ପ୍ରଦର୍ଶିତ ଧାରାବାହିକରେ ଅଭିନୟ କରୁଥିବା କଳାକାରଙ୍କ ମଧ୍ୟରେ ଅଚ୍ୟୁତ ପୁରୋହିତ, ଶିଶୁ କଳାକାର ଅଶ୍ମି, ଅର୍ପିତା, ରିଙ୍କି ତ୍ରିପାଠୀ, ବର୍ଷାରାଣୀ ନନ୍ଦ, ଚନ୍ଦନା ସିଂହ, ସସ୍ମିତା ପରମଗୁରୁ, ଜ୍ୟୋସ୍ନାରାଣୀ ଦାସ, ଲଳିତ ପୂଜାରୀ, ରାମପ୍ରସାଦ ଦାସନୂତନ ମିଶ୍ର, ବ୍ୟାସଦେବ ପୁରୋହିତ ପ୍ରମୁଖ ଅଭିନୟ ସମୟର ନିଜର ଅଭିଜ୍ଞତା ସଂପର୍କରେ କହିଥିଲେ । ଧାରାବାହିକର ସଂପାଦକ ପ୍ରଶାନ୍ତ ବେହେରା ଉପସ୍ଥିତ ଦର୍ଶକଙ୍କୁ ନିଜର ଅଭିଜ୍ଞତା ବଖାଣି ଥିଲେ ।ଶେଷରେ ଶ୍ରୀକାନ୍ତ ଦାସ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026

You Might Also Like