-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

 ଜୁନିଅର ରେଡକ୍ରସ ୟୁନିଟ ଗଠିତ

09-Sep-2021



 ଡୁଙ୍ଗୁରିପାଲି,(ପ୍ରେରଣା ଖବର)ସ୍ଥାନୀୟ ପଂଚାୟତ ଉଚ୍ଚ ବିଦ୍ୟାଳୟ, ମାୟାବର୍ହାରେ ଜୁନିଅର ରେଡକ୍ରସ ୟୁନିଟ ଗଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ କୁମାର ପୂଜାରୀଙ୍କ ଅଧ୍ୟକ୍ଷତାରେ ହୋଇଥିବା କାର୍ଯ୍ୟକ୍ରମରେ  ବିଦ୍ୟାଳୟର ରାଜ୍ୟ ପୁରସ୍କାର ପ୍ରାପ୍ତ ଜୁନିଅର ରେଡକ୍ରସ ପରାମର୍ଶଦାତା ତଥା ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ଛାତ୍ରଛାତ୍ରୀ ମାନଙ୍କୁ ରେଡକ୍ରସ ଭଳି ଆନ୍ତର୍ଜାତୀୟ ସେବା ସଂସ୍ଥାରେ ଯୋଗଦାନ କରବାକୁ  ଆହ୍ୱାନ କରିଥିଲେ । ଚଳିତ ଶିକ୍ଷାବର୍ଷ ୨୦୨୧-୨୨ ନିମନ୍ତେ  ବିଦ୍ୟାଳୟର ଜୁନିଅର ରେଡକ୍ରସ କମିଟିକୁ ପ୍ରଧାନଶିକ୍ଷକ ମନୋଜ କୁମାର ପୂଜାରୀ-ସଭାପତି, ପରାମର୍ଶଦାତା ରବିଚନ୍ଦ୍ର ପଶାୟତ-ସଂପାଦକ, ଖେଳ ଶିକ୍ଷକ ପ୍ରହଲ୍ଲାଦ ଦାଶ. ଛାତ୍ରୀ ଟିକେଶ୍ୱରୀ ମାଝି, ଛାତ୍ର ରୋହନ ପଧାନ ପ୍ରମୁଖ  ପ୍ରତିନିଧି ଭାବରେ ମନୋନୀତ ହୋଇଥିବା ବେଳେ  ଜୁନିଅର ରେଡକ୍ରସ ୟୁନିଟକୁ ଧରିତ୍ରୀ ପଧାନ-ଚେୟାରମ୍ୟାନ, ରିମ୍‌ଝିମ୍ କୁମ୍ଭାର-ଭାଇସ୍ ଚେୟାରମ୍ୟାନ, ରୋଜିସ୍ମିତା ଷାଣ୍ଢ-ସଂପାଦକ, ସଂଜନା କଠାର-ସହ ସଂପାଦକ,ଦେବକୀ ସାହୁ-କମାଣ୍ଡର, ବାସନ୍ତୀ ତାଣ୍ଡିଆ-ଭାଇସ୍ କମାଣ୍ଡର, ଜସ୍ମିନ ମାଝୀ-ସ୍ୱାସ୍ଥ୍ୟ ଓ ପରିଛନ୍ନତା ଦଳର ଗ୍ରୁପ ଲିଡର, ଇତିଶ୍ରୀ ବାଘ-ସାମାଜିକ ସେବା ଦଳର ଗ୍ରୁପ ଲିଡର, ଜ୍ୟୋତ୍ସ୍ନା ନାଗ-ସାଂସ୍କୃତିକ ଦଳର ଗ୍ରୁପ ଲିଡର, ଦୋଲାରାମ ପଧାନ-ପାଣ୍ଠି ସଂଗ୍ରହ ଦଳର ଗ୍ରୁପ ଲିଡର ଏବଂ ଜ୍ୟୋସ୍ନା ରାଣୀ ଭୋଇ- ଆନ୍ତର୍ଜାତୀୟ ବନ୍ଧୁତା ଦଳର ଗ୍ରୁପ ଲିଡର ଭାବରେ ସର୍ବସମ୍ମତି କ୍ରମେ ମନୋନୀତ ହୋଇଥିଲେ । ସମୁଦାୟ ୩୧ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଜୁନିଅର ରେଡକ୍ରସ ୟୁନିଟ ଗଠିତ ହୋଇଛି ।  କୋଭିଡ ଗାଇଡଲାଇନ କୁ ଦୃଷ୍ଟିରେ ରଖି ଚଳିତ ଶିକ୍ଷାବର୍ଷର ବଜେଟ ତଥା କ୍ୟାଲେଣ୍ଡର ଏକ୍ଟିଭିଟି ପ୍ରସ୍ତୁତ କରାଯାଇଥିଲା । କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ  ସହଯୋଗ କରିଥିଲେ । ଶିକ୍ଷକ ନନ୍ଦିଘୋଷ ବାରିକ ଧନ୍ୟବାଦ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like