-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ରୋଟାରୀ କ୍ଳବ ଅଫ୍ ଇଷ୍ଟ ତରଫରୁ ଗୁରୁ ଦିବସରେ ଗୁରୁ ମାନଙ୍କୁ ସମ୍ବର୍ଦ୍ଧନା

10-Sep-2021



ପବିତ୍ର ଗୁରୁ ଦିବସ ଅବସରରେ ରୋଟାରୀ କ୍ଳବ ଅଫ୍ ବ୍ରହ୍ମପୁର ତରଫରୁ ଗଂଜାମ ଓ ଗଜପତି ଜିଲ୍ଲାର ପ୍ରାୟ 40 ଜଣ ସରକାରୀ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ରାଷ୍ଟ୍ର ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରୁ ଥିବା ଯୋଗୁଁ ମାନପତ୍ର ଓ ଉତ୍ତରୀୟ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଛି ।ଆୟୋଜିତ ଗୁରୁ ସମ୍ବର୍ଦ୍ଧନା ସଭାରେ କ୍ଳବର ସଭାପତି କାମରାଜୁ ମହାରଣା ସଭାପତିତ୍ବ କରି ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ ସ୍ବାଗତ କରିଥିଲେ ।ମୁଖ୍ୟ ଅତିଥି ଭାବେ ଉଚ୍ଚ ମାଧ୍ୟମିକ ଆଞ୍ଚଳିକ ଶିକ୍ଷା ପରିଷଦର ଉପ ସଂପାଦକ ଡଃ କୁଳମଣି ଓଝା ମୁଖ୍ୟ ଅତିଥି ଏବଂ ସମ୍ବାଦ ଦୈନିକ ର ବ୍ରହ୍ମପୁର ବାର୍ତ୍ତାବିଭାଗ ମୁଖ୍ୟ ପ୍ରମୋଦ କୁମାର ପଟ୍ଟନାୟକ ସମ୍ମାନୀତ ଅତିଥି ରୂପେ ଯୋଗଦେଇ ଉପସ୍ଥିତ ଗୁରୁ ଓ ଗୁରୁମାନଙ୍କୁ ଉଦ୍ବୋଧନ ଦେଇ ଥିଲେ ।ସମ୍ମାନୀତ ଅତିଥି ପଟ୍ଟନାୟକ ସମାଜରେ ଗୁରୁ ମାନଙ୍କ ଭୂମିକା ଏବଂ ସାମ୍ପ୍ରତିକ ପରିସ୍ଥିତିରେ ଶିକ୍ଷାଦାନ କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ ।ଶିକ୍ଷକ ମାନଙ୍କର ମାନସିକ ସ୍ଥିତି ganjamaaaସୁଦୃଢ଼ କରିବା ପାଇଁ ସେମାନଙ୍କ ର
ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରତି ଧ୍ୟାନ ଦେବାକୁ ପାଇଁ  ମତ ବ୍ୟକ୍ତ ।

କରିଥିଲେ ।ମୁଖ୍ୟ ଅତିଥି ଡଃ ଓଝା ନିଜର ବକ୍ତବ୍ୟରେ ଗୁରୁ ପୂଜାର ଐତିହ୍ୟ, ଗୁରୁ-ଶିଷ୍ୟର ମହାନ୍ ପରମ୍ପରା ଉପରେ ଆଲୋଚନା କରିଥିଲେ ।ପ୍ରାଚୀନ ଗୁରୁକୁଳର ଐତିହ୍ୟ ଏବଂ ସାମ୍ପ୍ରତିକ ସ୍ଥିତିର ଏକ ତୁଳନାତ୍ମକ ବିଶ୍ଳେଷଣ କରି ଡଃ ଓଝା ଭାରତରେ ଥିବା ଗ୍ୟାନ ଗରିମାକୁ ବ୍ୟବହାର କରି ଆମର ବିଦ୍ୟାର୍ଥୀ ମାନଙ୍କୁ ପ୍ରସ୍ତୁତ କରିବା ପାଇଁ ଶିକ୍ଷକ ମାନଙ୍କୁ ଆହ୍ବାନ ଦେଇ ଥିଲେ ।
ଶିକ୍ଷକ ମାନେ ଗୁଣାତ୍ମକ ଶିକ୍ଷା ର ବିକାଶ  କରିବା ପାଇଁ ନିଜର ହୀନମନ୍ୟତା ତ୍ୟାଗ କରିବାକୁ ସେ ପରାମର୍ଶ ଦେଇଥିଲେ ।ଉତ୍ସବରେ ସୁମିତ ପଟ୍ଟନାୟକ ଓ ପ୍ରଦୀପ୍ତ ପଟ୍ଟନାୟକ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ ।କ୍ଳବର ପୂର୍ବତନ ସଭାପତି ଡାକ୍ତର ସମ୍ବିତ ବେଗରାୟ ରୋଟାରୀ କ୍ଳବରକାର୍ଯ୍ୟକ୍ରମ ,ଅଜିତ କୁମାର ପୃଷ୍ଟି ଓ ସୁଧାଂଶୁ ଶେଖର ଖଡଗରାୟ କୃତ୍ରିମ ଅଙ୍ଗ ପ୍ରଦାନ କାର୍ଯ୍ୟକ୍ରମ, ଲିଟେରେସୀ ଚେୟାରମ୍ୟାନ୍ ଅରୁଣ ଚାନ୍ଦ ଦାଶ ଉତ୍ସବ ପାଳନ ଉପରେ ବକ୍ତବ୍ୟ ରଖି ଥିଲେ ।ସଭ୍ୟ ଗୌତମ ପ୍ରଧାନ, ପ୍ରଦୀପ କୁମାର ପଟ୍ଟନାୟକ ସମ୍ବର୍ଦ୍ଧନା ଉତ୍ସବ  ସଂଯୋଜନା କରିଥିଲେ ଏବଂ ପୂର୍ବତନ ସଭାପତି ଗଦାଧର ରାଉଳ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like