-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ରୋଟାରୀ କ୍ଳବ ଅଫ୍ ଇଷ୍ଟ ତରଫରୁ ଗୁରୁ ଦିବସରେ ଗୁରୁ ମାନଙ୍କୁ ସମ୍ବର୍ଦ୍ଧନା

10-Sep-2021



ପବିତ୍ର ଗୁରୁ ଦିବସ ଅବସରରେ ରୋଟାରୀ କ୍ଳବ ଅଫ୍ ବ୍ରହ୍ମପୁର ତରଫରୁ ଗଂଜାମ ଓ ଗଜପତି ଜିଲ୍ଲାର ପ୍ରାୟ 40 ଜଣ ସରକାରୀ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ରାଷ୍ଟ୍ର ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରୁ ଥିବା ଯୋଗୁଁ ମାନପତ୍ର ଓ ଉତ୍ତରୀୟ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଛି ।ଆୟୋଜିତ ଗୁରୁ ସମ୍ବର୍ଦ୍ଧନା ସଭାରେ କ୍ଳବର ସଭାପତି କାମରାଜୁ ମହାରଣା ସଭାପତିତ୍ବ କରି ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ ସ୍ବାଗତ କରିଥିଲେ ।ମୁଖ୍ୟ ଅତିଥି ଭାବେ ଉଚ୍ଚ ମାଧ୍ୟମିକ ଆଞ୍ଚଳିକ ଶିକ୍ଷା ପରିଷଦର ଉପ ସଂପାଦକ ଡଃ କୁଳମଣି ଓଝା ମୁଖ୍ୟ ଅତିଥି ଏବଂ ସମ୍ବାଦ ଦୈନିକ ର ବ୍ରହ୍ମପୁର ବାର୍ତ୍ତାବିଭାଗ ମୁଖ୍ୟ ପ୍ରମୋଦ କୁମାର ପଟ୍ଟନାୟକ ସମ୍ମାନୀତ ଅତିଥି ରୂପେ ଯୋଗଦେଇ ଉପସ୍ଥିତ ଗୁରୁ ଓ ଗୁରୁମାନଙ୍କୁ ଉଦ୍ବୋଧନ ଦେଇ ଥିଲେ ।ସମ୍ମାନୀତ ଅତିଥି ପଟ୍ଟନାୟକ ସମାଜରେ ଗୁରୁ ମାନଙ୍କ ଭୂମିକା ଏବଂ ସାମ୍ପ୍ରତିକ ପରିସ୍ଥିତିରେ ଶିକ୍ଷାଦାନ କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ ।

।ମୁଖ୍ୟ ଅତିଥି ଡଃ ଓଝା ନିଜର ବକ୍ତବ୍ୟରେ ଗୁରୁ ପୂଜାର ଐତିହ୍ୟ, ଗୁରୁ-ଶିଷ୍ୟର ମହାନ୍ ପରମ୍ପରା ଉପରେ ଆଲୋଚନା କରିଥିଲେ ।ପ୍ରାଚୀନ ଗୁରୁକୁଳର ଐତିହ୍ୟ ଏବଂ ସାମ୍ପ୍ରତିକ ସ୍ଥିତିର ଏକ ତୁଳନାତ୍ମକ ବିଶ୍ଳେଷଣ କରି ଡଃ ଓଝା ଭାରତରେ ଥିବା ଗ୍ୟାନ ଗରିମାକୁ ବ୍ୟବହାର କରି ଆମର ବିଦ୍ୟାର୍ଥୀ ମାନଙ୍କୁ ପ୍ରସ୍ତୁତ କରିବା ପାଇଁ ଶିକ୍ଷକ ମାନଙ୍କୁ ଆହ୍ବାନ ଦେଇ ଥିଲେ ।
ଶିକ୍ଷକ ମାନେ ଗୁଣାତ୍ମକ ଶିକ୍ଷା ର ବିକାଶ  କରିବା ପାଇଁ ନିଜର ହୀନମନ୍ୟତା ତ୍ୟାଗ କରିବାକୁ ସେ ପରାମର୍ଶ ଦେଇଥିଲେ ।ଉତ୍ସବରେ ସୁମିତ ପଟ୍ଟନାୟକ ଓ ପ୍ରଦୀପ୍ତ ପଟ୍ଟନାୟକ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ ।କ୍ଳବର ପୂର୍ବତନ ସଭାପତି ଡାକ୍ତର ସମ୍ବିତ ବେଗରାୟ ରୋଟାରୀ କ୍ଳବରକାର୍ଯ୍ୟକ୍ରମ ,ଅଜିତ କୁମାର ପୃଷ୍ଟି ଓ ସୁଧାଂଶୁ ଶେଖର ଖଡଗରାୟ କୃତ୍ରିମ ଅଙ୍ଗ ପ୍ରଦାନ କାର୍ଯ୍ୟକ୍ରମ, ଲିଟେରେସୀ ଚେୟାରମ୍ୟାନ୍ ଅରୁଣ ଚାନ୍ଦ ଦାଶ ଉତ୍ସବ ପାଳନ ଉପରେ ବକ୍ତବ୍ୟ ରଖି ଥିଲେ ।ସଭ୍ୟ ଗୌତମ ପ୍ରଧାନ, ପ୍ରଦୀପ କୁମାର ପଟ୍ଟନାୟକ ସମ୍ବର୍ଦ୍ଧନା ଉତ୍ସବ  ସଂଯୋଜନା କରିଥିଲେ ଏବଂ ପୂର୍ବତନ ସଭାପତି ଗଦାଧର ରାଉଳ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like