-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||     

HOME   ରାଜ୍ୟ

ରବି ଫସଲ ପାଇଁ ନୂଆଖାଇ ରେ ମିଳିଲା ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା, ୩୭ ଲକ୍ଷ ଚାଷୀ ପରିବାରର ବ୍ୟାଙ୍କ ଆକାଉଣ୍ଟକୁ ଗଲା 743 କୋଟି କୋଭିଡ ମହାମାରୀ ଆରମ୍ଭ ଠାରୁ ଆଜି ପର୍ଯ୍ୟନ୍ତ କାଳିଆ ଯୋଜନାରେ ୩୨୦୦ କୋଟିରୁ ଅଧିକ ଟଙ୍କା ସହାୟତା ପ୍ରଦାନ

11-Sep-2021



କାଳିଆ ଯୋଜନା ଯୋଗୁଁ ଆଉ ଧାର କରଜ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୩୭,୧୨,୯୧୪ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରଙ୍କୁ ରବି ଫସଲ ପାଇଁ କାଳିଆ ଯୋଜନାରେ ୭୪୨.୫୮ କୋଟି ଟଙ୍କା ସହାୟତା ପ୍ରଦାନ କରିଛନ୍ତି ।  ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨୦୦୦ ଟଙ୍କା ଲେଖାଏ ଜମା କରାଯାଇଛି ।

ପବିତ୍ର ନୂଆଖାଇ ଅବସରରେ ଚାଷୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରି  ମୁଖ୍ୟମନ୍ତ୍ରୀ କହିଥିଲେ ଯେ  ଚାଷୀର ସମସ୍ୟା ହେଉଛି ଆମ ସମସ୍ତଙ୍କ ସମସ୍ୟା । ସାରା ରାଜ୍ୟର ସମସ୍ୟା ।

ଚାଷୀର ସମସ୍ୟାକୁ କେବେ ଅଣଦେଖା କରାଯାଇପାରିବ ନାହିଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାର ସଂପର୍କରେ ଦେଖା ଦେଇଥିବା ଅସୁବିଧାର ସମାଧାନ ପାଇଁ ସେ ନିଜେ କେନ୍ଦ୍ର ସରକାରଙ୍କ ସହ ଯୋଗାଯୋଗରେ ରହିଛନ୍ତି।

 MSP ଓ ଫସଲ ବୀମା ସଂପର୍କରେ ମଧ୍ୟ ବାରମ୍ବାର କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଉଛି ବୋଲି ସେ କହିଛନ୍ତି ।

ସରକାର ସବୁବେଳେ ଚାଷୀ ମାନଙ୍କ ସାଥିରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଚଳିତ ବର୍ଷ କମ୍‌ ବର୍ଷା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅଗଷ୍ଟରେ କମ୍‌ ବର୍ଷା  ହୋଇଛି । ତେବେ ବର୍ତ୍ତମାନ ଭଲ ବର୍ଷା ହେଉଥିବାରୁ ଆଗକୁ ସ୍ଥିତିରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ। ପରିସ୍ଥିତି ଉପରେ ସରକାର ନଜର ରଖିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୃଷି ବିଭାଗର କ୍ଷେତ୍ର ଅଧିକାରୀ ମାନଙ୍କୁ ଚାଷୀ ମାନଙ୍କ ସହ ସବୁବେଳେ ସଂପର୍କରେ ରହି ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । କୃଷି ବିଭାଗର ପରାମର୍ଶ ଅନୁଯାୟୀ ଚାଷୀ ଭାଇମାନେ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ପ୍ରରମ୍ଭରେ ମୁଖ୍ୟମନ୍ତ୍ରୀ ଚାଷୀ ମାନଙ୍କୁ ନୂଆଖାଇ ଶୁଭେଚ୍ଛା ଜଣାଇ କହିଥିଲେ ଯେ ନୂଆଖାଇ ହେଉଛି ମାଟି ମା ର ପର୍ବ । ଆଉ କୃଷକ ମାନେ ହେଉଛନ୍ତି ମାଟି ମା ର ସବୁଠାରୁ ବଡ ପୂଜାରୀ। ଏଭଳି ପବିତ୍ର ଦିନରେ ଚାଷୀ ମାନଙ୍କୁ ସହାୟତା ପ୍ରଦାନ କରାଯାଉଥିବାରୁ ସେ ଖୁସି ପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କାଳିଆ ଯୋଜନା ଚାଷୀର କଲ୍ୟାଣ ପାଇଁ ସାରା ଦେଶରେ ସବୁଠାରୁ ଭଲ ଯୋଜନା । ଭୂମିହୀନ ଚାଷୀ ମାନଙ୍କୁ ସହାୟତା ଦେବାରେ ଓଡିଶା ହେଉଛି ଦେଶର ଏକମାତ୍ର ରାଜ୍ୟ । ଲକ୍ଷ ଲକ୍ଷ ଛୋଟ ଚାଷୀ କାଳିଆ ଯୋଜନାରେ ସବୁଠାରୁ ଅଧିକ ଉପକାର ପାଉଛନ୍ତି। କୋଭିଡ ମହାମାରୀ ଆରମ୍ଭ ହେବା ଠାରୁ ରାଜ୍ୟ ସରକାର ଏହି ଯୋଜନାରେ ଚାଷୀ ମାନଙ୍କୁ ୩୨୦୦ କୋଟି ଟଙ୍କାରୁ ଅଧିକ ସହାୟତା ପ୍ରଦାନ କରିସାରିଲେଣି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।

ନୟାଗଡ଼ ରୁ କାର୍ଯ୍ୟକ୍ରମ ରେ ଯୋଗ ଦେଇ କୃଷି ମନ୍ତ୍ରୀ  ଶ୍ରୀ ଅରୁଣ ସାହୂ ସରକାର ଙ୍କ ବିଭିନ୍ନ କୃଷି ବିକାଶ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିବା ସହ କାଳିଆ କାର୍ଯ୍ୟକ୍ରମ ଚାଷୀ କୁଳ ପାଇଁ ସାହାରା ହୋଇଛି ବୋଲି ମତ ଦେଇଥିଲେ ।

 କାର୍ଯ୍ୟକ୍ରମ ରେ ସେମାନଙ୍କ ମତ ରଖି ସମ୍ଵଲପୁର ର ମକରଧ୍ବଜ ମେଣ୍ଡଳି ବରଗଡର ଲାସିମା ବିଶ୍ବାଳ  ,ରାଧାକାନ୍ତ ବଲାଙ୍ଗୀର ର  ରାଜକୁମାର ପ୍ରଧାନ ଓ ପରମାନନ୍ଦ ମାଝୀ କାଳିଆ ଯୋଜନାର ଉଚ୍ଚ ଫ୍ରଶସା କରିଥିଲେ ଏବଂ ଏହି ଯୋଜନା ରେ ଠିକ ସମୟରେ ସହାୟତା ମିଳୁଥବାରୁ  ଆଉ ଧାର କରଜ  କରିବା କୁ ପଡୁନାହିଁ ବୋଲି କହିଥିଲେ ।

ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

କୃଷି ସଚିବ ଶ୍ରୀ ଏସ୍ କେ ବଶିଷ୍ଠ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗୀୟ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026

You Might Also Like