-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ଦୁର୍ଗାପୂଜା ସଂପର୍କିତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

11-Sep-2021



ପୁରୀ  ଆସନ୍ତା ଦୁର୍ଗାପୂଜା ନିମନ୍ତେ ସମସ୍ତଙ୍କ ସହଯୋଗ ଲୋଡି ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ସ୍ବତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ।  ରାଜ୍ୟ ସରକାରଙ୍କ କୋଭିଡ ଗାଇଡ଼ ଲାଇନ ଜାରିହେବା ପରେ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପୂଜା କମିଟି କର୍ମକର୍ତ୍ତାଙ୍କ ସହ ଆଲୋଚନା ହୋଇଛି। ପୂଜା ମଣ୍ଡପ ତିନି ପାର୍ଶ୍ବ ବନ୍ଦ ରଖାଯିବ ଏବଂ ସମ୍ମୁଖ ପାର୍ଶ୍ବ ପରଦା ଦ୍ବାରା ଢଙ୍କା ଯିବ ।  କୌଣସି ଡାକବାଜି ଯନ୍ତ୍ର, ଶୋଭାଯାତ୍ରା, ଭୋଜିଭାତ, ମନୋରଞ୍ଜନ କାର୍ଯ୍ୟକ୍ରମ ଏବଂ ଭକ୍ତଙ୍କୁ ମଣ୍ଡପ ନିକଟରେ ପୂଜା ଓ ଦର୍ଶନ ଉପରେ କଟକଣା ଲାଗୁ ହୋଇଛି । ସେହିପରି ମୂର୍ତ୍ତି ର ଉଚ୍ଚତା ୪ ଫୁଟ ମଧ୍ୟରେ ସୀମିତ ରଖିବାକୁ ମଧ୍ୟ ପ୍ରଶାସନ ପକ୍ଷରୁ କୁହାଯାଇଛି । ପୂଜକଙ୍କ ସମେତ କେବଳ ୭ ଜଣ କର୍ମକର୍ତ୍ତାଙ୍କୁ ପୂଜା ମଣ୍ତପ ନିକଟରେ ରହିବାକୁ ଅନୁମତି ଦିଆଯିବ । ପ୍ରତ୍ୟେକଙ୍କୁ ପରିଚୟ ପତ୍ର ପ୍ରଦାନ ବ୍ୟବସ୍ଥା ସହ ମଣ୍ତପ ନିକଟରେ ପୁଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବ । ପ୍ରତ୍ୟେକ ମଣ୍ତପରେ ସଫେଇ ସହ ଆବଶ୍ୟକ ସ୍ଥଳେ ଆଲୋକିକରଣ ବ୍ୟବସ୍ଥା କରାଯିବ । ମଙ୍ଗଳାଘାଟ ନିକଟରେ ବିସର୍ଜନ ନିମନ୍ତେ କୃତ୍ରିମ ପୋଖରୀ ପାଖରେ ଆବଶ୍ୟକୀୟ ବନ୍ଦୋବସ୍ତ କରାଯିବ ବୋଲି ପୌରସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ବାଇଁ କହିଛନ୍ତି ।  ସେହିପରି ପରମ୍ପରା କୁ ଦୃଷ୍ଟି ରେ ରଖାଯାଇ ଶ୍ରୀମନ୍ଦିର ସମୁଖରେ ଗୋଷାଣୀ ଯାତ୍ରା ବେଳେ ଦେବ ସଭାକୁ ଅନୁମତି ଦିଆଯାଇଛି । ସେହିପରି ପ୍ରତ୍ୟେକ ପୂଜା ମଣ୍ତପ ଅଞ୍ଚଳ ପରିଦର୍ଶନ କରି କ୍ଷେତ୍ରୀୟ ରିପୋର୍ଟ  ପ୍ରଦାନ କରିବାକୁ ସଂପୃକ୍ତ ଥାନଧିକାରୀ ମାନଙ୍କୁ କୁହାଯାଇଛି । ପୂଜା ମଣ୍ଡପ ନିମନ୍ତେ ପୌରସଂସ୍ଥା ଅଞ୍ଚଳରେ ଉପ ଜିଲ୍ଲାପାଳ ଏବଂ ଅନ୍ୟ ଅଞ୍ଚଳରେ ସଂପୃକ୍ତ ତହସିଲଦାର ଅନୁମତି ପ୍ରଦାନ କରିବେ ।  ତେବେ ରାଜ୍ୟ ସରକାରଙ୍କ କୋଭିଡ ଗାଇଡ଼ ଲାଇନ ପୂଜା ସମୟରେ କଡାକଡି ଭାବେ ପାଳନ କରିବା ପାଇଁ  ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପୂଜା ମଣ୍ଡପ କର୍ମକର୍ତ୍ତାଙ୍କୁ ପରାମର୍ଶ ଦିଆଯାଇଛି । 

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ତହସିଲଦାର ଶ୍ରୀ ରବିନ୍ଦ୍ର କୁମାର ପ୍ରଧାନ, ଡେପୁଟି କଲେକ୍ଟର ଶ୍ରୀ ପ୍ରଶାନ୍ତ କୁମାର ଜେନା, ସଂପୃକ୍ତ ଥାନାଧିକାରୀ ଓ ବିଭିନ୍ନ ପୂଜା କମିଟିର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like