-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ତଥା ଏନ୍‌ସିସି ଅଧିକାରୀ ଭୁବନେଶ୍ୱର ମିଶ୍ରଙ୍କ ପରଲୋକ

11-Sep-2021



ବଲାଙ୍ଗିର, ‌ : ସ୍ଥାନୀୟ ତାଲପାଲିପଡ଼ା ନିବାସୀ ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ତଥା ଏନ୍‌ସିସି ଅଧିକାରୀ ଭୁବନେଶ୍ୱର ମିଶ୍ରଙ୍କ ୭୪ ବର୍ଷ ବୟସରେ ତାଙ୍କ ବାସଭବନରେ ପରଲୋକ ହୋଇଯାଇଛି । ସେ ଦୀର୍ଘ ବର୍ଷ ଧରି ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲରେ ସେବା ପ୍ରଦାନ କରି ଅବସର ଗ୍ରହଣ କରିଥିଲେ । ସେ ଜଣେ ନିଷ୍ଠାବାନ ତଥା କତ୍ତର୍ବ୍ୟନିଷ୍ଠ ଶିକ୍ଷକ ଭାବେ ସେ ବେଶ୍‌ ସୁନାମ ଅର୍ଜନ କରିଥିଲେ । ତାଙ୍କ ମୃତ୍ୟୁଶଯ୍ୟା ପାଖରେ ତାଙ୍କ ପତ୍ନୀ ଆରତୀ ସେନାପତିଙ୍କ ସହ ପୁଅ ପ୍ରତ୍ୟୁଷ ରଂଜନ, ତାପସ ରଂଜନ, କନ୍ୟା ସୌମ୍ୟା, ଜ୍ୱାଇଁ ଓ ଦୁଇ ପୁତ୍ରବଧୁ, ନାତି ନାତୁଣୀ, ଭଣଜା ଭାଣଜୀ, ପୁତୁରା ଝିଆରୀ ତଥା ଅନ୍ୟମାନେ ଉପସ୍ଥିତ ଥିଲେ । ଅବସରପ୍ରାପ୍ତ ସୈନିକ ସଂଘର ସଂପାଦକ ପ୍ରତାପ ଚନ୍ଦ୍ର ରଥ, କିଶୋର ରଥ, ଜୟଚନ୍ଦ୍ର ରଥ, ସରୋଜ ରଥ, ଚତ୍ତରଂଜନ ମିଶ୍ର, ଦିବ୍ୟରଂଜନ ମିଶ୍ର, ରଶ୍ମରଂଜନ ମିଶ୍ର ପ୍ରମୁଖ ତାଙ୍କ ଶେଷକୃତ୍ୟରେ ସାମିଲ୍‌ ହୋଇ ସ୍ଥାନୀୟ ବିଭୂତିପଡ଼ାର ଶ୍ମଶାନରେ ଅନ୍ତିମ ସକ୍ରାର କର୍ମ ସମାପନ ହୋଇଥିଲା । ବଡ଼ପୁଅ ପ୍ରତ୍ୟୁଷରଂଜନ ମୁଖାଗ୍ନି ଦେଇଥିଲେ । ତାଙ୍କ ପରଲୋକରେ ଆଖପାଖ ଅଂଚଳରେ ଶୋକର ଛାୟା ଖେଳିଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like