-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

ବିଦ୍ୟୁତ୍ ତାର ଲାଗି ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ :ପ୍ରତିବାଦରେ ରାସ୍ତା ରୋକ :କ୍ଷତି ପୂରଣ ପରେ ରାସ୍ତା ରୋକ ହଟିଲା

11-Sep-2021



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା  ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁରୁବାଲି ଗ୍ରାମ ନିକଟରେ ବିଦ୍ୟୁତ୍ ଆଘାତରେ ଜଣେ ବ୍ୟକ୍ତି ଙ୍କ ମୃତ୍ୟୁ ହୋଇଛି ଏହାର ପ୍ରତିବାଦରେ ମୃତ୍ୟୁ ବ୍ୟକ୍ତି ର କ୍ଷତିପୂରଣ ଦାବୀ ରେ ୫୯ ନଂ.ଜାତୀୟ ରାଜପଥ କୁ ଗୁମାପଦର ଛକରେ ଅବରୋଧ କରିଥିଲେ । ଘଟଣାରୁ ପ୍ରକାଶ ଯେ ମହାସିଙ୍ଗ ଗ୍ରାମପଞ୍ଚାୟତ ର ଆଡମକୁପା ଗ୍ରାମର ଉଦ୍ଧବ ବିନ୍ଧାଣି (୫୫) ଗଛ କାଟିବା ପାଇଁ ଗଛ ଉପରକୁ କୁ ଯାଇ ଗଛ କାଟୁଥିଲେ ଏହି ସମୟରେ ବିଦ୍ୟୁତ ତାର ସଂସ୍ପର୍ଶ ରେ ଆସି ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା l ଏହି ଖବର ସ୍ଥାନୀୟ ଲୋକେ ଜାଣିବା ପରେ ପୋଲିସ

କୁ ଖବର ଦେଇଥିଲେ ଏହା ପରେ ପରିବାର ସମ୍ପକୀୟ ଏବଂ ଗ୍ରାମବାସୀ ଘଟଣା ସ୍ଥଳରେ ପହଂଚି ଶବକୁ ଜାତୀୟ ରାଜପଥ ଉପରେ ରଖି କ୍ଷତିପୂରଣ ଦାବିରେ ଚାରି ଘଣ୍ଟା ରୁ ଉର୍ଦ୍ଧ ସମୟ ଅବରୋଧ କରିଥିଲେ ! ଏହାପରେ ବାଲିଗୁଡା ପୋଲିସ ଏଏସଆଇ ରବୀନ୍ଦ୍ର ମୁଣ୍ଡାରୀ ସହକର୍ମୀ ଏବଂ ଅତିରିକ୍ତ ଜିଲ୍ଲା ପାଳ ହଳଧର ନାୟକ କ. ନୂଆଗାଁ ବ୍ଲକ ର କର୍ମଚାରୀ ପ୍ରମୁଖ ରାସ୍ତା ରୋକ ସ୍ଥାନରେ ପହଂଚି ଉତ୍ୟକ୍ତ ଲୋକଙ୍କୁ ବୁଝାଇବା ସହ କ୍ଷତି ପୂରଣ ବାବଦରେ ମୁଖମନ୍ତ୍ରୀ ରିଲିଫ ଫଣ୍ଡ ରୁ ୩୦ ହଜାର ଟଙ୍କା ଏବଂ ରେଡ଼କ୍ରସ ଫଣ୍ଡ ରୁ ୨୦ ହଜାର ଟଙ୍କା ମୃତ୍ୟୁ ବ୍ୟକ୍ତି ର ପରିବାର ଙ୍କୁ ଦେବାପରେ ସରକାର ନିୟମ ଅନୁଯାୟୀ ଅନ୍ୟ ସହାୟତା ରାଶି ଯୋଗାଇ ଦିଆଯିବ ବୋଲି କହିବା ପରେ ରାସ୍ତା ରୋକ ହଟିଥିଲ ଏବଂ ଶବକୁ ଉପଖଣ୍ଡ ଚିକିତ୍ସାଳୟକୁ ଆଣି ଶବ ବ୍ୟବଛେଦ ପରେ ଶବକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି  l ଏ ନେଇ ବାଲିଗୁଡା ଥାନା କେଶ ନଂ. ୧୪/୨୧ରେ ଏକ ମାମଲା ୠଜୁକରି ତଦନ୍ତ କରାଯାଉଛି ବୋଲି ପୋଲିସ ତରଫରୁ ସୂଚନା ମିଳିଛି ! ଏହି ବାବଦରେ ବିଦ୍ୟୁତ ବିଭଗର ସହକାରୀ ଯନ୍ତ୍ରୀ ହରିହର ଦତ୍ତ କହିଛନ୍ତି ଯେ ଆମ ବିନାନୁମତିରେ ଗଛ କାଟିବାକୁ ଯାଇଥିଲେ ଗଛ କାଟିବା ସମୟରେ ବିଦ୍ୟୁତ ତାର ଲାଗି ଏହିଭଳି ପରିସ୍ଥିତି ହୋଇଛି ବୋଲି 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   24-Jun-2026
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026

You Might Also Like