-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||     

HOME   ଜିଲ୍ଲା

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ : ଜଣେ ଗୁରୁତର

12-Sep-2021



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବାରଖମା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଖରାପ ହୋଇଥିବା ଅଟୋ ସଜାଡ଼ୁଥିବା ବେଳେ ପଛପଟୁ ଧକ୍କା ଦେଇଥିଲା ମୋଟରସାଇକେଲ । ଅଟୋ ସଜାଡ଼ୁଥିବା ପିତବାସ ଦିଗାଳ ନାମକ ଯୁବକ ମୃତ । ସୂଚନା ପ୍ରକାରେ  ସନ୍ଧ୍ୟା ସମୟରେ କାମ୍ବାରକିଆ ଗ୍ରାମର ରବିଚନ୍ଦ୍ର ଦିଗାଳ ନାମକ ଜଣେ ବ୍ୟକ୍ତି ନିଜ ଅଟୋ ନେଇ ବାରଖମାରୁ  ସୁଡ୍ରା ଯାଉଥିବା ସମୟରେ ସିରୁବାଲି ନିକଟ ଗାନ୍ଧୀ ନଗରଠାରେ ହଠାତ୍ ଅଟୋର ଷ୍ଟାର୍ଟ ବନ୍ଦ ହୋଇଯାଇଥିଲା । ଏହାପରେ ସେ ଜାର୍ଗୀ ଗ୍ରାମର ପିତବାସ ଦିଗାଳ ନାମକ ଜଣେ ଯୁବକଙ୍କୁ ସାହାଯ୍ୟ କରିବାକୁ ଡାକିଥିଲେ । ଅଟୋ ପଛପଟେ ଉଭୟ ଠିଆହୋଇ ଗାଡ଼ି ସଜାଡ଼ୁଥିବା ସମୟରେ ଏକ ମୋଟର ସାଇକେଲରେ ଦୁଇଜଣ ଯୁବକ ଦୃତ ଗତିରେ ଆସି ଅଟୋକୁ ପଛପଟୁ ଧକ୍କା ଦେଇଥିଲେ । ଫଳରେ ରବିଚନ୍ଦ୍ର ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ପିତବାସ ଦିଗାଳ ଗୁରୁତର ଆହତ ହୋଇଥିଲେ ।

ଗୁରୁତର ଅବସ୍ଥାରେ ପରିବାର ଲୋକେ ପିତବାସଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ଡାକ୍ତର ପିତବାସଙ୍କୁ ମୃତ ଘୋଷଣା କରିଛନ୍ତି । ଏନେଇ ପରିବାର ପକ୍ଷରୁ ବାଲିଗୁଡ଼ା ଥାନାରେ ଲିଖିତ ଅଭିଯୋଗ ହୋଇଛି । ଅଭିଯୋଗ ପ୍ରକାରେ ପୋଲିସ୍ ତଦନ୍ତ ଆରମ୍ଭ କରିଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026

You Might Also Like