-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଚାରି ଯୁବକ ଙ୍କୁ ଲଙ୍କାଗୁଣ୍ଡ ଦେଇ ଗ୍ରାମବାସୀଙ୍କ ମରଣାନ୍ତକ ଆକ୍ରମଣ, ଯୁବକଙ୍କ ଅବସ୍ଥା ସଙ୍କଟାପନ୍ନ

12-Sep-2021



ଟିଟିଲାଗଡ଼ (ପ୍ରେରଣା ଖବର ): ବଲାଙ୍ଗୀର ଜିଲ୍ଲା  ଟିଟିଲାଗଡ଼ ଥାନା ଅଧିନସ୍ଥ ଘୋଡାର ଗ୍ରାମ ପଞ୍ଚାୟତରେ ଟିଟିଲାଗଡ଼ ହାଟପଦା ପଡ଼ା ର ଚାରି ଜଣ ଯୁବକଙ୍କୁ ମିଳିତ ଆକ୍ରମଣ କରି ଗୁରୁତର ଆହତ କରିଦେଇଥିବା ସୂଚନା ମିଳିଛି । ପ୍ରକାଶ ଯେ,ଟିଟିଲାଗଡ଼ ହାଟପଦା ପଡ଼ା ର ମୁବାରକ ଅଲି(ବ-୨୫),ଗୁଣ୍ଡୁ ବାଗ(ବ-୨୭),ବଲ ବେହେରା(ବ-୨୬),ଅଲୋକ ବେହେରା(ବ-୨୩) ନାମକ ଚାରି ଜଣ ଯୁବକ ଘୋଡ଼ାର ଗ୍ରାମ କୁ ଯାଇଥିଲେ । ଉକ୍ତ ଗ୍ରାମ ରେ କୌଣସି କାରଣ ବଶତଃ ଗ୍ରାମ ର କିଛି ବ୍ୟକ୍ତି ଙ୍କ ସହ ପାଟିତୁଣ୍ଡ ହୋଇଥିଲା । ଏପରି କି ଗ୍ରାମ ର କିଛି ମହିଳାଙ୍କୁ ଦୁର୍ବ୍ୟବହାର କରିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଏ ନେଇ ଗ୍ରାମର ଉଭୟ ମହିଳା ଓ କିଛି ବ୍ୟକ୍ତି ମିଶି ଉକ୍ତ ଯୁବକ ଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ମରଣାନ୍ତକ ଆକ୍ରମଣ କରି  ଗୁରୁତର କରିଦେଇ ଥିବା ବେଳେ ତାଙ୍କୁ ଟିଟିଲାଗଡ଼ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏପରି କି ଗ୍ରାମରେ ଆକ୍ରମଣ କାରି  ରକ୍ତାକ୍ତ ଅବସ୍ଥାରେ  ଲଙ୍କା ଗୁଣ୍ଡ ଦେଇ ଆକ୍ରମଣ କରି ଥିବା ପ୍ରକାଶ ପାଇଛି । ତେବେ ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତରିତ କରିବା ପରାମର୍ଶ ଦେଇଛନ୍ତି । ଏ ନେଇ ଟିଟିଲାଗଡ଼ ମୁଖ୍ୟ ଚିକିତ୍ସାଳୟରେ ତୀବ୍ର ଉତେଜନା ସୃଷ୍ଟି ହୋଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like