-+91-9937148622 |
prerana_bgr@rediffmail.com |
Tuesday 24th March 2026 |
R.N.I. Regd No. ODIODI/2010/46693
Breaking News
13-Sep-2021
କଟକ(ଦୀପକ ଷଡ଼ଙ୍ଗୀ ): କଟକ ଏସସିବିରେ ଇକମୋ ଚିକତ୍ସାଧୀନ ଆଉ ଜଣେ ରୋଗୀଙ୍କର ମୃତ୍ୟୁ ହୋଇଛି । ସେ ଗତ ୨୯ରେ ଫୁସଫୁସ ସଂକ୍ରମଣ ଯୋଗୁଁ ଭର୍ତ୍ତି ହୋଇଥିଲେ । ଗତ ରାତିରେ ମହିଳା ରୋଗୀଙ୍କ ମୃତ୍ୟୁ ନେଇ ମେଡିକାଲରୁ ସୂଚନା ଦିଆଯାଇଛି । ମୃତ ମହିଳାଙ୍କ ଘର ବଲାଙ୍ଗିର ଜିଲ୍ଲା ଗାନ୍ଧିନଗର ଅଞ୍ଚଳରେ ବୋଲି ଜଣାପଡିଛି । ଏବେ ଏସସିବିରେ ଆଉ ୨ ଜଣ ଇକମୋ ରୋଗୀ ଚିକିତ୍ସିତ ହେଉଛନ୍ତି ।