-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଚଳିତ ବର୍ଷ ନିରାଡମ୍ବର ଭାବେ ପାଳନ ହେବ ହରଗୌରୀ ଯାତ୍ରା

13-Sep-2021



ସୁବର୍ଣ୍ଣପୁର(ମନୋରଞ୍ଜନ ଟ୍ରିପାଠୀ ):ସୁବର୍ଣ୍ଣପୁର ଢେରାପଡା ରେ ପ୍ରତି ବର୍ଷେ ଅନ୍ତରରେ ପାଳନ ହେଉଥିବା ପ୍ରସିଦ୍ଧ ହରଗୌରୀ ଯାତ୍ରା ଚଳିତ ବର୍ଷ ନିରାଡ଼ମ୍ବର ଭାବେ ପାଳନ କରାଯିବ।କୋଭିଡ଼ କଟକଣା କୁ ଦୃଷ୍ଟିରେ ରଖି  ଏପରି ଏକ ନିଷ୍ପତ୍ତି ନିଆଯାଇଛି। ଗତକାଲି ସ୍ଥାନୀୟ ବୁଢିମା କଲ୍ୟାଣ ମଣ୍ଡପ ଠାରେ ହରଗୌରୀ ଯାତ୍ରାର ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଆସନ୍ତା ୨୦/୧୦/୨୧ ଠାରୁ ୯ଦିନଧରି ଅନୁଷ୍ଠିତ ହେବାକୁଥିବା ଏହିଯାତ୍ରାରେ କୌଣସି ସାଂସ୍କୃତିକ ବା ହରଗୌରୀ ଙ୍କ ସାହି ପରିକ୍ରମା ଇତ୍ୟାଦି କାର୍ଯ୍ୟକ୍ରମ କୁ ସଂପୂର୍ଣ୍ଣ ବାତିଲ କରାଯାଇଛି।ଯେହେତୁ ବୁଢିମା ମନ୍ଦିର କୁ ନୂତନ ଭାବେ ନିର୍ମାଣ କରିବାପାଇଁ ପୁରୁଣା ମନ୍ଦିର ଭଙ୍ଗାଯାଇଛି ତେଣୁ ନୂତନ ମନ୍ଦିର ନିର୍ମାଣ ପାଇଁ ବିଶେଷ ଗୁରୁତ୍ୱ ଦିଆଯାଇ ସମସ୍ତ ଶ୍ରଦ୍ଧାଳୁଙ୍କ ସହଯୋଗ କାମନା କରାଯାଇଛି।ହରଗୌରୀ ଯାତ୍ରା ପାଇଁ ଚଳିତ ବର୍ଷ  ଆଉ ନୂତନ ଭାବେ ପରିଚାଳନା କମିଟି ଗଠନ କରାନଯାଇ ଗତଥରର ପୁରୁଣା କମିଟି ଉପରେ ଦାୟିତ୍ୱ ନ୍ୟସ୍ତ କରାଯାଇଛି।ସେହି କ୍ରମରେ ସଭାପତି ଭାବରେ ଦିଲ୍ଲୀପ ପାତ୍ର ରହିଥିବା ବେଳେ ସଂପାଦକ ଭାବରେ ଜନ୍ମେଜୟ ପାତ୍ର, ଉପ ସଭାପତି ଆନନ୍ଦ ପାତ୍ର, ସହସଂପାଦକ ବି,ସତ୍ୟନାରାୟଣ ରାଓ,କୋଷାଧ୍ୟକ୍ଷ ଭାବରେ ଶ୍ୟାମସୁନ୍ଦର ପାତ୍ର ଓପରିଚାଳନା କମିଟି ରେ ସର୍ବଶ୍ରୀ ରାମଚନ୍ଦ୍ର ପାତ୍ର, କେ,ସହଦେଵ ପାତ୍ର,ପ୍ରଫୁଲ୍ଲ କୁମାର ପାତ୍ର, ଅକ୍ଷୟ ପାତ୍ର, ପୁରୁଷୋତ୍ତମ ପାତ୍ର, ନାଗେଶ୍ୱର ପାତ୍ର, ସନ୍ତୋଷ ପାତ୍ର ପ୍ରମୁଖ ରହିଛନ୍ତି। ଆଜି ନୂତନ ବୁଢିମା ମନ୍ଦିର ପାଇଁ ଭୂମିପୂଜନ କାର୍ଯ୍ୟକ୍ରମ ରହିଛି। ମନ୍ଦିର ପାଇଁ ମୋଟ ୫୦ଲକ୍ଷ ଟଙ୍କାର ବ୍ୟୟ ଅଟକଳ ରଖାଯାଇଛି ବୋଲି ନୂତନ ବୁଢିମା ମନ୍ଦିର ନିର୍ମାଣ କମିଟିର ସଭାପତି କେ, ସହଦେଵ ପାତ୍ର ଙ୍କ ସୁତ୍ରରୁ ପ୍ରକାଶ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like