-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ସାରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ର ସ୍ମାର୍ଟ କ୍ଲାସ ଉଦଘାଟନ କଲେ ଓ ଟି ଡି ସି ଅଧ୍ୟକ୍ଷା, ମନୋହରପୁର ସ୍କୁଲକୁ ୱାଟର କୁଲର ପ୍ରଦାନ କଲେ

13-Sep-2021




ବଲାଙ୍ଗୀର (ପ୍ରେରଣା ଖବର ): ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ ପରାମର୍ଶରେ ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର 'ମୋ ସ୍କୁଲ' କାର୍ଯ୍ୟକ୍ରମ ଅନ୍ତର୍ଗତ ପୋଷ୍ୟ ସ୍କୁଲ ଭାବେ ନିଜେ ପଢ଼ିଥିବା ବଲାଙ୍ଗୀର ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ଆଜି ଏକ ସ୍ମାର୍ଟ କ୍ଲାସ୍ ରୁମକୁ ଉଦଘାଟନ କରିଛନ୍ତି। ଏହାସହିତ ସ୍କୁଲ ଛାତ୍ରୀମାନଙ୍କୁ ବ୍ୟାଡମିଣ୍ଟନ କିଟ୍ ପ୍ରଦାନ କରିଥିଲେ।

ବଲାଙ୍ଗୀର ଜିଲ୍ଲାପାଳ ଶ୍ରୀଯୁକ୍ତ ଚଞ୍ଚଳ ରଣାଙ୍କ ଉପସ୍ଥିତିରେ ଏହି ଉଦଘାଟନ କାର୍ଯ୍ୟକ୍ରମ ପରେ ଓଟିଡିସି ଅଧ୍ୟକ୍ଷା ସ୍କୁଲ ପରିଦର୍ଶନ କରିଥିଲେ। ସ୍କୁଲ ଗୃହର ମରାମତି ପାଇଁ ଜିଲ୍ଲାପାଳ ପାଣ୍ଠି ବ୍ୟବସ୍ଥା କରିବା ସହ 5T ଅନ୍ତର୍ଗତ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମରେ ସେହି 

ସ୍କୁଲରେ ନିର୍ମାଣ ଚାଲିଥିବା ଆଉ ଦୁଇଟି ସ୍ମାର୍ଟ କ୍ଲାସ୍ ରୁମ‌‌‌ ଓ ଇ-ଲାଇବ୍ରେରୀ କାର୍ଯ୍ୟର ସମୀକ୍ଷା କରିଥିଲେ। 
ପୂର୍ବରୁ ଓଟିଡିସି ପକ୍ଷରୁ ଏହି ସ୍କୁଲରେ ସ୍ଥାପିତ ଏକ ଓ୍ବାଟର କୁଲର ଓ ପ୍ୟୁରିଫାୟାର ମେସିନକୁ ଅଧ୍ୟକ୍ଷା ଶ୍ରୀମତୀ ମିଶ୍ର ଲୋକାର୍ପିତ କରିଥିଲେ।
ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ରଣା ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଓ ଅନ୍ୟ ଶିକ୍ଷୟିତ୍ରୀ ମାନଙ୍କୁ ସ୍ମାର୍ଟ କ୍ଲାସ୍ ରୁମର ସଠିକ ପରିଚାଳନା ଓ ରକ୍ଷଣାବେକ୍ଷଣ ପାଇଁ ପରାମର୍ଶ ଦେବା ସହ ପିଲାମାନେ କିଭଳି ଡିଜିଟାଲ ଶିକ୍ଷା ପଦ୍ଧତିରେ ଅଧିକ ଉପକୃତ ହୋଇପାରିବେ, ବ୍ୟବସ୍ଥିତ ଢଙ୍ଗରେ ସେଥିପ୍ରତି ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଥିଲେ।

ଏହି ସମସ୍ତ କାର୍ଯ୍ୟକ୍ରମରେ ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ଓ ଅନ୍ୟ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ।
ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ମିଶ୍ର ଏହା ପୂର୍ବରୁ ବଲାଙ୍ଗିରର ମନୋହରପୁରସ୍ଥିତ ପୋଲିସ ଉଚ୍ଚ ପ୍ରାଥମିକ ସ୍କୁଲରେ ଏକ ଓ୍ବାଟର କୁଲର ଓ ପ୍ୟୁରିଫାୟାରକୁ ଉଦଘାଟନ କରିଥିଲେ। ସ୍କୁଲ ଛାତ୍ରଛାତ୍ରୀଙ୍କୁ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ଯୋଗାଣ ନିମନ୍ତେ ଓଟିଡିସି ପକ୍ଷରୁ ଏହି ମେସିନ୍ ଯୋଗାଇ ଦିଆଯାଇଛି। ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ବିଜୟଲକ୍ଷ୍ମୀ ମିଶ୍ର ଓ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ମିଶ୍ର ପଶ୍ଚିମ ଓଡ଼ିଶା ଗସ୍ତରେଯାଇ  ଏକାଧିକ  କାର୍ଯ୍ୟକ୍ରମରେ ସମିଲ ହୋଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like