-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||     

HOME   ଜିଲ୍ଲା

ସ୍ମାର୍ଟ କ୍ଲାସ ଉଦଘାଟନ କଲେ ଓ ଟି ଡି ସି ଅଧ୍ୟକ୍ଷl

13-Sep-2021



ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ ପରାମର୍ଶରେ ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର 'ମୋ ସ୍କୁଲ' କାର୍ଯ୍ୟକ୍ରମ ଅନ୍ତର୍ଗତ ପୋଷ୍ୟ ସ୍କୁଲ ଭାବେ ନିଜେ ପଢ଼ିଥିବା ବଲାଙ୍ଗୀର ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ଆଜି ଏକ ସ୍ମାର୍ଟ କ୍ଲାସ୍ ରୁମକୁ ଉଦଘାଟନ କରିଛନ୍ତି। ଏହାସହିତ ସ୍କୁଲ ଛାତ୍ରୀମାନଙ୍କୁ ବ୍ୟାଡମିଣ୍ଟନ କିଟ୍ ପ୍ରଦାନ କରିଥିଲେ।
ବଲାଙ୍ଗୀର ଜିଲ୍ଲାପାଳ ଶ୍ରୀଯୁକ୍ତ ଚଞ୍ଚଳ ରଣାଙ୍କ ଉପସ୍ଥିତିରେ ଏହି ଉଦଘାଟନ କାର୍ଯ୍ୟକ୍ରମ ପରେ ଓଟିଡିସି ଅଧ୍ୟକ୍ଷା ସ୍କୁଲ ପରିଦର୍ଶନ କରିଥିଲେ। ସ୍କୁଲ ଗୃହର ମରାମତି ପାଇଁ ଜିଲ୍ଲାପାଳ ପାଣ୍ଠି ବ୍ୟବସ୍ଥା କରିବା ସହ 5T ଅନ୍ତର୍ଗତ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମରେ ସେହି ସ୍କୁଲରେ ନିର୍ମାଣ ଚାଲିଥିବା ଆଉ ଦୁଇଟି ସ୍ମାର୍ଟ କ୍ଲାସ୍ ରୁମ‌‌‌ ଓ ଇ-ଲାଇବ୍ରେରୀ କାର୍ଯ୍ୟର ସମୀକ୍ଷା କରିଥିଲେ। 
ପୂର୍ବରୁ ଓଟିଡିସି ପକ୍ଷରୁ ଏହି ସ୍କୁଲରେ ସ୍ଥାପିତ ଏକ ଓ୍ବାଟର କୁଲର ଓ ପ୍ୟୁରିଫାୟାର ମେସିନକୁ ଅଧ୍ୟକ୍ଷା ଶ୍ରୀମତୀ ମିଶ୍ର ଲୋକାର୍ପିତ କରିଥିଲେ।
ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ରଣା ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଓ ଅନ୍ୟ ଶିକ୍ଷୟିତ୍ରୀ ମାନଙ୍କୁ ସ୍ମାର୍ଟ କ୍ଲାସ୍ ରୁମର ସଠିକ ପରିଚାଳନା ଓ ରକ୍ଷଣାବେକ୍ଷଣ ପାଇଁ ପରାମର୍ଶ ଦେବା ସହ ପିଲାମାନେ କିଭଳି ଡିଜିଟାଲ ଶିକ୍ଷା ପଦ୍ଧତିରେ ଅଧିକ ଉପକୃତ ହୋଇପାରିବେ, ବ୍ୟବସ୍ଥିତ ଢଙ୍ଗରେ ସେଥିପ୍ରତି ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଥିଲେ।

ଏହି ସମସ୍ତ କାର୍ଯ୍ୟକ୍ରମରେ ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ,,,,,,ଓ ଅନ୍ୟ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ।
ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ମିଶ୍ର ଏହା ପୂର୍ବରୁ ବଲାଙ୍ଗିରର ମନୋହରପୁରସ୍ଥିତ ପୋଲିସ ଉଚ୍ଚ ପ୍ରାଥମିକ ସ୍କୁଲରେ ଏକ ଓ୍ବାଟର କୁଲର ଓ ପ୍ୟୁରିଫାୟାରକୁ ଉଦଘାଟନ କରିଥିଲେ। ସ୍କୁଲ ଛାତ୍ରଛାତ୍ରୀଙ୍କୁ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ଯୋଗାଣ ନିମନ୍ତେ ଓଟିଡିସି ପକ୍ଷରୁ ଏହି ମେସିନ୍ ଯୋଗାଇ ଦିଆଯାଇଛି। ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ବିଜୟଲକ୍ଷ୍ମୀ ମିଶ୍ର ଓ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ମିଶ୍ର ପଶ୍ଚିମ ଓଡ଼ିଶା ଗସ୍ତରେ ଯାଇ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026

You Might Also Like