-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||     

HOME   ଜିଲ୍ଲା

ବିରୋଧୀ ଦଳ ନେତା ନରସିଂହ ମିଶ୍ର ଙ୍କ ସୁବର୍ଣ୍ଣପୁର ଜ଼ିଲ୍ଲା ଗସ୍ତ,ମରୁଡି ଘୋଷଣା ଓ ସାର ଯୋଗାଣ ପାଇଁ ପ୍ରଶାସନ କୁ କଲେ ଚାପ

13-Sep-2021



ସୋନପୁର(ମନୋରଞ୍ଜନ  ତ୍ରିପାଠୀ )- ଆଜି ଓଡିଶା ବିଧାନ ସଭା ର ବିରୋଧୀ ଦଳ ନେତା ଶ୍ରୀ ନରସିଂହ ମିଶ୍ର ସୁବର୍ଣ୍ଣପୁର ଜ଼ିଲ୍ଲା ଗସ୍ତ ରେ ପହଁଞ୍ଚି ଆସନ୍ତା ପୌର  ଓ ପଞ୍ଚାୟତ ନିର୍ବାଚନ ପାଇଁ  ଯୋଜନା ପ୍ରସ୍ତୁତ କରିବାକୁ ଓ ପୁରାପ୍ରସ୍ତୁତି ରହିବାକୁ ଦଳୀୟ କର୍ମ କର୍ତା ଙ୍କୁ ପରାମର୍ଶ କରିଥିଲେ l ଏବଂ ଜ଼ିଲ୍ଲା ର ସୋନପୁର, ଉଲୁଣ୍ଡା, ବି -ଏମ ପୁର, ତରଭା ଏହି ଚାରୋଟି ବ୍ଲକ କୁ ମରୁଡି ଘୋଷଣା ଓ ବିନିକା ଡୁଙ୍ଗୁରିପାଲି ବ୍ଲକ କୁ ପର୍ଯ୍ୟlପ୍ତ ପରିମାଣ ରେ ସାର ଯୋଗାଣ ପାଇଁ ପ୍ରଶାସନ ଜରିଆରେ ରାଜ୍ୟ ସରକାର ଙ୍କୁ ଦାବି ଉପସ୍ଥାପନା କରିଥିଲେ l ଏହି କାର୍ଯ୍ୟକ୍ରମ  ଓ ବୈଠକ ରେ କଂଗ୍ରେସ ର ଜ଼ିଲ୍ଲା ସଭାପତି ଗୌରୀଶ୍ୟାମ ପଣ୍ଡା, ଯୁବ ନେତା ସୁଧୀର ପଣ୍ଡା, ପ୍ରାକ୍ତନ ବିଧାୟକ ବିନୋଦ ପାତ୍ର, ଯୁବନେତା ଜିତେନ୍ ପଟ୍ଟନାୟକ, ପ୍ରଦୀପ ସେଠି, ନରେନ୍ଦ୍ର ପଣ୍ଡା, ରଂଜିତ ରାୟ, ରାଜେଶ ମିଶ୍ର, ଶେଷଦେବ ମେହେର, ନରେନ୍ଦ୍ର ସାହୁ, ନିମେଇଁ ପାଣିଗ୍ରାହୀ, ରାଘବ , ସୁରୁ ମଟାରୀ, ସତ୍ୟଜିତ ସାହୁ, ଓ ନାରୀ ନେତ୍ରୀ ସୂର୍ଯ୍ୟ କାନ୍ତି ବାଘ, ସତ୍ୟଭାମା ମେହେର ପ୍ରମୁଖ ସକ୍ରିୟ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026

You Might Also Like