-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||     

HOME   ଜିଲ୍ଲା

ପରବାସି ସମାଜସେବା ସମ୍ମାନ ୨୦୨୧ ରେ ସମ୍ମାନିତ ହେଲା ନିଷ୍ଠା ପରିବାର

13-Sep-2021



ବରଗଡ଼ (ପ୍ରେରଣା ଖବର ): ପଶ୍ଚିମ ଓଡିଶା ର କୃଷି ଭିତ୍ତିକ ମହାନ ଗଣପର୍ବ  " ନୂଆଁଖାଇ " ଅବସରରେ 'ପରବାସି କୁଟୁମ୍" ବିଜେପୁର ଦ୍ବାରା ଆୟୋଜିତ ନୂଆଁଖାଇ ଭେଟ୍ -୨୦୨୧ କାର୍ଯ୍ୟକ୍ରମରେ ବରଗଡ ଜିଲ୍ଲା ର ଅଗ୍ରଣୀ ସମାଜ ସେବୀ ସଂଗଠନ "ନିଷ୍ଠା ପରିବାର " କୁ ରକ୍ତଦାନ , ରୋଗୀ ସେବା, ଅସହାୟ ବ୍ୟକ୍ତି ବିଶେଷଂକ ସେବା, କୋଭିଡ ରୋଗୀଂକର ଶବ ସତ୍କାର , ଅସହାୟଂକ ଥଇଥାନ ଆଦି ସେବା ପାଇଁ " ପରବାସି ସମାଜସେବା ସମ୍ମାନ - ୨୦୨୧ " ରେ ସମ୍ମାନିତ କରାଯାଇଅଛି। ଏହି କାର୍ଯ୍ୟକ୍ରମ ରେ  ଅଧ୍ୟାପକ ସୁଶାନ୍ତ କୁମାର ମିଶ୍ର ସଂଯୋଜନା କରିଥିବା ବେଲେ , ମୁଖ୍ୟ ଅତିଥି ପଶ୍ଚିମ ଓଡିଶାର ଲୋକ କବିରତ୍ନ ହଲଧର ନାଗ , ସମ୍ମାନିତ ଅତିଥି  ଡା. ରାମକୃଷ୍ଣ ପୁରୋହିତ ତଥା ମୁଖ୍ୟ ବକ୍ତା ଭାବରେ ବିଶିଷ୍ଟ ସାହିତ୍ୟିକ ଉତ୍ପନ୍ନ କୁମାର ଭୋଇ ଯୋଗଦାନ କରିଥିଲେ। ଏହି ସମ୍ମାନିତ ଅବସରରେ ନିଷ୍ଠା ପରିବାର ତରଫରୁ ସଂପାଦକ ଅଶ୍ବିନୀ ତ୍ରିପାଠୀ , ଉପଦେଷ୍ଟା ଉତ୍ତମ ଦାଶ, ବିଦ୍ୟାଧର ଭୋଇ,ହେମାଂଚଲ ସାହୁ ଏବଂ ରାତ୍ର ପ୍ରଧାନ ଯୋଗଦାନ କରିଥିଲେ। ନିଷ୍ଠା ପରିବାର କୁ ଏହି ମର୍ଯ୍ୟାଦାଜନକ ସମ୍ମାନ ପ୍ରଦାନ କରିଥିବାରୁ ପରବାସି କୁଟୁମ, ର ସମସ୍ତ କର୍ମକର୍ତ୍ତାଂକୁ ହୃଦୟ ର ଗଭୀରତମ ପ୍ରଦେଶ ରୁ ଅନେକ ଅନେକ କୃତଜ୍ଞତା ତଥା ଧନ୍ୟବାଦ  ଜ୍ଞାପନ ଜରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026

You Might Also Like