-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||     

HOME   ଜିଲ୍ଲା

ଜିଲ୍ଲା କଂଗ୍ରେସର ସାଙ୍ଗଠାନିକ ବୈଠକ

01-Nov-2020



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର),: ବଲାଙ୍ଗିର ଜିଲ୍ଲା କଂଗ୍ରେସ ପକ୍ଷରୁ ଏକ ସାଙ୍ଗଠାନିକ ସଭା ଜିଲ୍ଲା କଂଗ୍ରେସ ପ୍ରବକ୍ତା ସାନନ୍ଦ ମିଶ୍ରଙ୍କ ସଭାପତିତ୍ୱରେ ସ୍ଥାନିୟ କଂଗ୍ରେସ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରଥମେ ବିଶ୍ୱ ମହାମାରୀ କରୋନାରେ ମୃତ୍ୟୁବରଣ କରିଥିବା କଂଗ୍ରେସ କର୍ମୀ ଓ ସାଧାରଣ ଜନତାଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ନିରବ ପ୍ରାର୍ଥନା କରାଯାଇ ନବ ନିଯୁକ୍ତ ଜିଲ୍ଲା କଂଗ୍ରେସ କମିଟି ସଭାପତି ଦିଲିପ ବେହେରା ଓ ରାଜୀବ ଗାନ୍ଧୀ ପଞ୍ଚାୟତରାଜ  ସଂଗଠନର ସଭାପତି ଅଜୟ ବାଲିଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଗଲା । ଉକ୍ତ ସଭାରେ ରାଜ୍ୟ କଂଗ୍ରେସର ବରିଷ୍ଠ ମୁଖପାତ୍ର ସମରେନ୍ଦ୍ର ମିଶ୍ର ଯୋଗଦାନ କରି କେନ୍ଦ୍ର ଓ ରାଜ୍ୟର କୃଷକ ମାରଣନୀତି, ବେରୋଜଗାର ଯୁବକ, ଅସହାୟ ଖଟିଖିଆ ମଜୁରିଆ ପ୍ରତି କେନ୍ଦ୍ର ଓ ରାଜ୍ୟ ସରକାରର ଚରମ ଅବହେଳା ପ୍ରଦର୍ଶନ ବିରୁଦ୍ଧରେ ଜନ ସାଧାରଣଙ୍କୁ ଅବଗତ କରାଯାଇ ତୃଣମୂଳ ସ୍ତରରେ ସଂଗଠନକୁ ମଜବୁତ କରାଯିବା ବିଷୟରେ କର୍ମୀମାନଙ୍କୁ ଦିଗଦର୍ଶନ ଦେଇଥିଲେ । ପିସିସି ସଂପାଦକ ଉମାଶଙ୍କର ପଣ୍ଡା, ଟାଉନ କଂଗ୍ରେସ ସଭାପତି ବୁଲୁ ଦାନି, ଉମାକାନ୍ତ ସାହୁ, ସନ୍ତକ ବହିଦାର, ସେବାଦଳ ମୁଖ୍ୟ ଅସିତ ମିଶ୍ର, ପ୍ରେମ ପ୍ରକାଶ ମିଶ୍ର, ଅଙ୍କିତ ସାହୁ, ରାମ ପ୍ରସାଦ ମିଶ୍ର, କାନ୍ତେଶ୍ୱର ପ୍ରଧାନ, ଦମୟନ୍ତି ବଘାର ପ୍ରମୁଖ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ ନାରୀ ନେତ୍ରୀ ସବିତା ଶତପଥି, ଅମିତା ସେଠ, ହିମାଂଶୁ ନାଏକ, ସଂଜୟ ମିଶ୍ର, ଝୁପୁଲୁ ମହାନ୍ତି, ମାନସ ମହାନ୍ତି, ବିଜୟ ଖରସେଲ, କିଶୋର ଦଣ୍ଡସେନା, ବିଟୁନ ସ୍ୱାଇଁ ଅଖଣ୍ଡ ସେଠ, କୈଳାସ ମିଶ୍ର, ବ୍ରଜ କିଶୋର ସେଠି, ଲୋପନ ମିଶ୍ର, ସରୋଜ ରଥ, ଗଗନ ନାଥ, ସୁରେନ୍ଦ୍ର ଅଶ୍ୱପାଲ, କୁନା ସାହୁ, ନାସିର ଖାନ, କିରନ ସେଠ, ଜୁଲୁ ପଟ୍ଟନାୟକ, ସତ୍ୟ ନାଗ, ପବିତ୍ର ନେପାକ, ଲବ ଭୋଇ, ଜ୍ୟୋତିଷ ମୁଗ୍ରୀ, ସୁଦର୍ଶନ ମିଶ୍ର, ସୁନିଲ ବେହେରା, ପ୍ରତ୍ୟୁଷ ଖୁଆସ ପ୍ରମୁଖ ଶତାଧିକ କଂଗ୍ରେସ କର୍ମୀ ଉପସ୍ଥିତ ଥିବା ବେଳେ ବଲାଙ୍ଗିର ବିଧାୟକଙ୍କ ଜନ ମଙ୍ଗଳ ପ୍ରତିନିଧି ଓମ୍ ପ୍ରକାଶ କୁମ୍ଭାର ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026

You Might Also Like