-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଆଜି ପ୍ରକାଶ ପାଇଲା ଯୁକ୍ତ ୨ କଟ ଅଫ ମାର୍କ

13-Sep-2021



ଭୁବନେଶ୍ୱର (ସୁଭାଶିଷ ନୟକ ): ଆଜି ପ୍ରକାଶ ପାଇଲା ଯୁକ୍ତ ୨ କଟ ଅଫ ମାର୍କ । www.samsodisha.gov.in ପୋର୍ଟାଲରେ ଉପଲବ୍ଧ ହେଲା ତାଲିକା । ଅଗଷ୍ଟ ୧୨ ତାରିଖ ରୁ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ସେପ୍ଟେମ୍ବର ୫ ତାରିଖ ପର୍ଯ୍ୟନ୍ତ ଚାଲିଥିଲା ଆବେଦନ । ଆଜି ମେରିଟ ଲିଷ୍ଟ ପ୍ରକାଶ ପରେ ୧୪ ରୁ ୨୧ ତାରିଖ ମଧ୍ୟରେ ନାମଲେଖା ହେବ । ସେହିପରି ଦ୍ବିତୀୟ ପର୍ଯ୍ୟାୟ କଟ୍ ଅଫ୍ ୨୭ ତାରିଖରେ ବାହାରିବା ପରେ ୨୯ ରୁ ଅକ୍ଟୋବର ୧ ତାରିଖ ମଧ୍ୟରେ ନାମଲେଖା ହେବ । ଏହି ଦୁଇଟି ପର୍ଯ୍ୟାୟ ନାମଲେଖା ପରେ ବଳକା ସିଟ ପାଇଁ ଅକ୍ଟୋବର ୪ ରେ ତାଲିକା, ୫ ସୁଦ୍ଧା ପଞ୍ଜିକରଣ ଏବଂ ମେରିଟ ଲିଷ୍ଟ ପରେ ଅକ୍ଟୋବର ୭ ତାରିଖରେ ହେବ ନାମଲେଖା । ତେବେ ଏଥର ପ୍ରାୟ ୫ ଲକ୍ଷ ଯୁକ୍ତ ଦୁଇ ସିଟ୍ ପାଇଁ ଆବେଦନ କରିଛନ୍ତି ୪ଲକ୍ଷ ୭୧,୬୧୨ ଜଣ ଛାତ୍ରଛାତ୍ରୀ ।_

ତିନୋଟି ଷ୍ଟ୍ରିମରେ ରେଭେନ୍ସା ହାଇଅର ସେକେଣ୍ଡାରୀ ସ୍କୁଲ ସର୍ବାଧିକ କଟ ଅଫ । କଳାରେ ୭୯.୦୩%, ବାଣିଜ୍ୟରେ ୮୨% ଏବଂ ବିଜ୍ଞାନରେ ୯୧.୩୩% ସହ ଆଗରେ ରହିଛି ରେଭେନ୍ସା । ବିଜ୍ଞାନରେ ଭୁବନେଶ୍ୱରର ବକ୍ସି ଜଗବନ୍ଧୁ ହାଇଅର ସେକେଣ୍ଡାରୀ ସ୍କୁଲ ୯୦.୬୭%, ଗଞ୍ଜାମର ସରସ୍ୱତୀ ବିଦ୍ୟା ମନ୍ଦିର ହାଇଅର ସେକେଣ୍ଡାରୀ ସ୍କୁଲ, ନୀଳକଣ୍ଠ ନଗର ୮୭.୮୩%, ଉପେନ୍ଦ୍ରନାଥ ହାଇଅର ସେକେଣ୍ଡାରୀ ସ୍କୁଲ ୮୭.୦୫%, ଫକୀର ମୋହନ ହାଇଅର ସେକେଣ୍ଡାରୀ ସ୍କୁଲ ୮୬.୮୩%, ଖୋର୍ଦ୍ଧାର ବେସିକ୍ ସାଇନ୍ସ ଆଣ୍ଡ ହ୍ୟୁମାନିଟିସ୍ ହାଇଅର୍ ସେକେଣ୍ଡାରୀ ସ୍କୁଲ ୮୬.୬୭%, ନୟାଗଡ ହାଇଅର ସେକେଣ୍ଡାରୀ ସ୍କୁଲ ୮୫.୬୭%, କଟକର ଜାତୀୟ କବି ବୀର କିଶୋର ସରକାରୀ ହାଇଅର ସେକେଣ୍ଡାରୀ ସ୍କୁଲ ୮୫.୫%, ଗଞ୍ଜାମର ଖଲ୍ଲିକୋଟ ହାଇଅର ସେକେଣ୍ଡାରୀ ସ୍କୁଲ ୮୫% ଏବଂ ରମାଦେବୀ ମହିଳା ହାଇଅର୍ ସେକେଣ୍ଡାରୀ ସ୍କୁଲ ୮୪.୬୭% ।_


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ