-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ସମଗ୍ର କନ୍ଧମାଳ ଜିଲ୍ଲାରେ ଲଘୁଚାପ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ : ଧୋଇଗଲା ଅସ୍ଥାୟୀ ପୋଲ : ତୁରନ୍ତ ମରାମତି ପାଇଁ ଦାବୀ 

13-Sep-2021



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ):ୱଲମାର୍କ ଲୋ ପ୍ରେସର ରେ ପରିଣତ ହୋଇଛି ବଙ୍ଗୋପ ସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପ l ଏହା ଏକ ଅବପାତ ର ରୂପ ନେଇଥିବାରୁ ସମଗ୍ର କନ୍ଧମାଳ ଜିଲ୍ଲାରେ ଜନଜୀବନ ଅସ୍ତ ବ୍ୟସ୍ତ ହୋଇ ପଡିଛି l ଏହି ପରିପ୍ରେକ୍ଷୀରେ ଲଘୁଚାପ ଜନିତ ବର୍ଷାରେ ବେହାଲ ହୋଇ ଯାଇଛି ଦାରିଙ୍ଗବାଡ଼ି ଅଞ୍ଚଳ  । ପ୍ରବଳ ବର୍ଷା ହେବା ଫଳରେ ଡାବୁଲମାହା ନଦୀରେ ଅଧିକ ପାଣି ଆସିବା ଫଳରେ ଡାବୁଲମାହା ନଦୀ ଉପରେ ହୋଇଥିବା ଅସ୍ଥାୟୀ ପୋଲ ସମ୍ପୂର୍ଣ୍ଣ ଧୋଇ ହୋଇଯାଇଥିବା ଦେଖିବାକୁ ମିଳିଛି । ଯାହା ଫଳରେ ୫୯ ନଂ. ଜାତୀୟ ରାଜପଥରେ ଯାନବାହାନ ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି । ବାଲିଗୁଡା ଠାରୁ ଦାରିଙ୍ଗବାଡ଼ି, ବ୍ରହ୍ମପୁର କୁ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି । ଧୋଇହୋଇ ଯାଇଥିବା ଅସ୍ଥାୟୀ ପୋଲ କାମକୁ ପୁଣି କରିବା ପାଇଁ ଠିକା କମ୍ପାନୀ କାର୍ଯ୍ୟ ଆରମ୍ଭ କରିଦେଇଥିବା ବେଳେ ବର୍ଷା ଲାଗିରହିଥିବା ଫଳରେ ନଦୀରେ ପ୍ରବଳ ପାଣି ଆସୁଥିବାରୁ କାମ ସଠିକ ଭାବେ କରିହେଉନଥିବା ଦେଖିବାକୁ ମିଳିଛି । ଶନିବାର ଦିନ ଠାରୁ ଅଳ୍ପ ବର୍ଷା ହେଉଥିବା ବେଳେ ରବିବାର ଦିନ ମଧ୍ୟାହ୍ନ ପର ଠାରୁ ଅଦ୍ୟାବଧି ସୁଦ୍ଧା ପ୍ରବଳ ବର୍ଷା ଜାରୀ ରହିଛି । ବର୍ଷା ସାଙ୍ଗକୁ ପବନ ମଧ୍ୟ ବହୁଛି । ବର୍ଷା ହେବା ଫଳରେ ଉପାନ୍ତ ଅଞ୍ଚଳ ଗୁଡିକୁ ଯୋଗାଯୋଗ ସମ୍ପୂର୍ଣ୍ଣ ବିଛିନ୍ନ ହେବା ସହ ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ, ସିମନବାଡ଼ି, ତିଲୋରୀ, କିରୀକୁଟି, ବୁଡ଼ାଗୁଡ଼ା ଭଳି ଅନେକ ଅଞ୍ଚଳରେ ରବିବାର ରାତି ଠାରୁ ବିଦ୍ୟୁତ ନାହିଁ । ଲୋକେ ଅନ୍ଧାରରେ ନାହିଁ ନଥିବା ସମସ୍ୟାର ସମ୍ମୁଖିନ ହେଉଥିବା ବେଳେ ବର୍ଷା ଲାଗିରହିଥିବା ଯୋଗୁଁ ବିଦ୍ୟୁତ ବ୍ୟବସ୍ଥା  ସୁଧାରି  ହୋଇପାରୁନାହିଁ। ମୁଖ୍ୟକରି ବ୍ରାହ୍ମଣୀଗାଁ ଅଂଚଳର ୮ଗୋଟି ଗ୍ରାମ ପଞ୍ଚାୟତ ବାସୀ ଅନ୍ଧକାରରେ ରହିଥିବା ସହିତ ବିଏସଏନଏଲ ସେବା ପାଇବାରୁ ବଞ୍ଚିତ ହୋଇ ରହିଥିବା ପ୍ରକାଶ ପାଇଛି।ଏଥି ପ୍ରତି ବିଭାଗୀୟ ଉଚ୍ଚ କର୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ରାସ୍ତା ଓ ବିଦ୍ୟୁତ ବ୍ୟବସ୍ଥା କୁ ସୁଧାରି ବାକୁ ଅଞ୍ଚଳ ବାସୀଙ୍କ ତରଫରୁ ପ୍ରବଳ ଦାବୀ ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like