-+91-9937148622 |
prerana_bgr@rediffmail.com |
Saturday 26th September 2026 |
R.N.I. Regd No. ODIODI/2010/46693
Breaking News
14-Sep-2021
ବିନିକା:(ହିମାଂଶୁ ଶେଖର ପୁଟେଲ) ବିନିକା ବ୍ଲକ ଅନ୍ତର୍ଗତ କୌଡିଆମୁଣ୍ଡl ଆୟାଦ ୟୁଥ୍ କ୍ଳବ୍ ତରଫରୁ ଆୟୋଜିତ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନେ ମାନପତ୍ର ଦେଇ ସମ୍ମାନିତ
କରିଥିଲେ l କ୍ଲବ ସଭାପତି ଧର୍ମରାଜ ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିନିକା ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦ ମୁଖ୍ୟ ଅତିଥି,ଚରଦା ସରପଞ୍ଚ ସଦାନନ୍ଦ ଥନାପତି,ରାମପୁର ରାଜସ୍ବ ଅଧିକାରୀ ପଞ୍ଚାନନ ନାଏକ,ବିଜେଡ଼ି ବ୍ଲକଯୁବ ସଭାପତି ପ୍ରତାପ ଚାନ୍ଦ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l