-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ରାସ୍ତାରେ ଲହଡା ମାରୁଛି ପାଣି, ଆନେକ ଘରକୁ ପଶିଲା ବର୍ଷା ପାଣି

14-Sep-2021



ବଲାଙ୍ଗୀର (ଅ୍ରେରଣା ଖବର ): ଗଲଘୁଚାପ ଜନିତ ବର୍ଷା ଯୋଗୁଁ ସାରା ଓଡ଼ିଶାରେ ତୁହାକୂ ତୁହା ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି l ବଲାଙ୍ଗୀର ସହରରେ ମଧ୍ୟ ଗତକାଲି ରାତିରୁ ଆଜି  ସକଳେ ପର୍ଯ୍ୟନ୍ତ ବର୍ଷାରେ ଲୋକଙ୍କୁ ଅନେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି l ସହର ର ରେଲୱେ ଷ୍ଟେସନ ରୋଡ, ମାଲପଡା ରତଳି ଅଞ୍ଚଳ, ସାଗର ପଡ଼ା, ପ୍ରତାପସାଗର ପଡା, ତୁଲସୀ ନଗର ଓ ବରପାଲି ପଡା ର ଅନେକେ ଅଞ୍ଚଳରେ ଘରକୁ ବର୍ଷା ପାଣି ପଶିଥିବା ଦେଖାଯାଇଛି l

ସହରରେ ଡ୍ରେନେଜ ଵ୍ୟବସ୍ଥା ଠିକ ନଥିବାରୁ ତଥା ପୁରୁଣା ଡ୍ରେନ ଗୁଡିକର ପୁନଃରୁଦ୍ଧାର ହେଉନଥିବା ଯୋଗୁଁ ବାଲାଙ୍ଗୀରବାସୀ ଙ୍କ ପାଇଁ ଏହା ଏକ ନିତିଦିନିଆ ସମସ୍ୟା ପାଲଟିଛି ମୁନିସିପାଲିଟି ଡ୍ରେନ ଉପର ବେନିୟମ ଭବରେ ଘର ତିଆରି କରିଥିବା ଲୋକଙ୍କ ଉପରେ ପ୍ରଶାସନର କୌଣସି ଅଙ୍କୁଶ ନାହିଁ ଯାହାର ଫଳସ୍ୱରୂପ ଅସରାଏ ବର୍ଷା ହୋଇଗଲେ ବଲାଙ୍ଗୀରରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଊଛି ବଲାଙ୍ଗୀର ରେଲୱେ ଷ୍ଟେସନ ରୋଡ଼ ରେ ବର୍ତମାନ  ଵି ବର୍ଷା ପାଣି ଲହଡା ମାରୁଛି   ଏଠାରେ କିଛି ଦିନ ପୂର୍ବରୁ ନିର୍ମାଣ ହୋଇଥିବା ଡ୍ରେନ ରେ ଥିବା ନିର୍ମାଣଜନିତ ତ୍ରୁଟି ଯୋଗୁଁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ଜନମତ ପ୍ରକାଶ ପାଇଛି 

ବଲାଙ୍ଗୀର ରେ ବନ୍ୟା ପରିସ୍ଥିତି ନ ଉପୁଜିବା ପାଇଁ ଗତକାଲି ବଲାଙ୍ଗୀର ଜିଲ୍ଲପାଳ ଲଷ୍ମୀ ଯୋର ଅନୁଧ୍ୟାନ କରି ଜରୁରୀକାଳୀନ ପରିସ୍ତୁତି ପାଇଁ ପ୍ରସ୍ତୁତ ରହିବାକୁ ସାରକାରୀ ଅଧିକାରୀ ମାନଙ୍କୁ ପରାମର୍ଶ ଦେଉଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like