-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||     

HOME   ଜିଲ୍ଲା

ଟଳି ପଡିଲେ କାର୍ଯ୍ୟରତ ହୋମଗାର୍ଡ

01-Nov-2020



ବଲାଙ୍ଗୀର,(ପ୍ରେରଣା ଖବର)- ଆଜି ସକାଳେ ବଲାଙ୍ଗୀର ହିମଗାର୍ଡ ଅଫିସରେ ରେ କାର୍ଯ୍ୟରତ ହୋମଗାର୍ଡ  ଚୈତନ୍ୟ ପ୍ରଧାନ(୪୭) ସାଇକେଲରେ ଆସୁଥିବା ସମୟରେ ହଠାତ ଭାଗିରଥୀ ଛକ ଠାରେ ଟଳି ପଡିଥିଲେ । ତାଙ୍କୁ ତୁରନ୍ତ ହସ୍ପିଟାଲକୁ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଡାକ୍ତରୀ ରିପୋର୍ଟ ଅନୁସାରେ ଚୈତନ୍ୟଙ୍କ ହୃଦଘାତରେ ପରଲୋକ ହୋଇଥିବା ଜଣାପଡିଛି । ସେ ଆଗରୁ ସୁଗର ଓ ବ୍ଲଡପ୍ରେସର ଭଳି ବିଭିନ୍ନ ରୋଗରେ ପୀଡିତ ଥିଲେ ।  ସ୍ୱର୍ଗତ ଚୈତନ୍ୟ ପ୍ରଧାନଙ୍କ ଘର ଛତାମଖନା ପଞ୍ଚାୟତର ତୁଲୁଣ୍ଡି ଗ୍ରାମରେ ହୋଇଥିବା ବେଳେ ସେ ବଲାଙ୍ଗୀର ପ୍ୟାଲେସ ଲାଇନ୍‌ରେ ନିଜ ପରିବାର ସହ ରହୁଥିଲେ । ବଲାଙ୍ଗୀର ପୋଲିସ କାର୍ଯ୍ୟାଳୟ ସମେତ ବିଭିନ୍ନ ଅଫିସରେ ସେ ହୋମଗାର୍ଡ ଭାବେ କାମ କରି ଆସିଥିଲେ । ତାଙ୍କର ବିୟୋଗରେ ବଲାଙ୍ଗୀର ପୋଲିସ ବିଭାଗ ତଥା ବଲାଙ୍ଗିର ଗୃହରକ୍ଷୀ ସଂଘ ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026

You Might Also Like