-+91-9937148622 |
prerana_bgr@rediffmail.com |
Sunday 22nd March 2026 |
R.N.I. Regd No. ODIODI/2010/46693
Breaking News
14-Sep-2021
ଭୁବନେଶ୍ୱର (ସୁଭାଶିଷ ନୟକ ): ଭିଜିଲାନ୍ସ ଜାଲରେ କୋଟିପତି ଅଙ୍ଗନବାଡି ଦିଦି । ଭୁବନେଶ୍ୱର କୋରଡକଣ୍ଟାର ଅଙ୍ଗନବାଡି ଦିଦିଙ୍କ ଘରେ ରେଡ କରିଛି ଭିଜିଲାନ୍ସ । ଅଙ୍ଗନବାଡି କର୍ମୀ କବିତା ମାଥନଙ୍କ ଘରେ ଭିଜିଲାନ୍ସର ଚଢାଉ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାସଙ୍ଗରେ ୬ଟି ସ୍ଥାନରେ ରେଡ କରିଛି ଭିଜିଲାନ୍ସ । ଭୁବନେଶ୍ୱର କେଶୁରା ଓ ଝାରପଡାରେ ଏକାଧିକ ବହୁତଳ କୋଠା ଠାବ କରିଛି ଭିଜିଲାନ୍ସ ।