-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ପାର୍ବଣ ଋତୁର ଆବାହକ କାଶତଣ୍ଡୀ

14-Sep-2021



କୋଦଳା (ଉମା ମହାରଣା ): ଋତୁ ଚକ୍ରର ପରିବର୍ତନରେ ଧାରାଶ୍ରାବଣ ଧରାପୃଷ୍ଟରୁ ଧୀରେ ଧୀରେ ଅପସରି ଯିବାପାଇଁ ଚେଷ୍ଟା କରୁଥିବା ଅବସରରେ ଦିଗବଳୟ ସେପାରିରୁ ଉଙ୍କି ମାରେ ଶରତ ।                    "ଭାଦ୍ରଆଶ୍ୱିନ ସରତରେ ନିର୍ମଳଶୋଭା ଜଗତରେ" 
କବିଙ୍କର ଏହି ଉକ୍ତିରୁ ସ୍ପଷ୍ଟ ବାରିହୁଏ ଶରତ ଋତୁ ପ୍ରକୃତି ରେ ନିର୍ମଳ ଓ ସ୍ୱଛତା ଭରିଦିଏ । ଆକାଶ ବୁକୁରୁ ହଟିଯାଏ ଘନବାଦଲର ବିଭିଷିକା ।ସାନ୍ଧ୍ୟ ଆକାଶନିର୍ମଳ ।ତାରାଗଣ ମଧ୍ୟେ ଭୋଦୁଆ ଜହ୍ନର ଅଭିସାର ମନମୁଗ୍ଧକରେ ।ଆକାଶ ରୁ ଝରିପଡ଼େ ମେଞ୍ଚା ମେଞ୍ଚା ଜ୍ୟୋତ୍ସ୍ନା ଓ ଶୀତଳ ଶିଶିର ବିନ୍ଦୁ l ବାଡିରୁ ଝରିଆସେ ଗଙ୍ଗଶିଉଳି ଓ ଜହ୍ନି ଫୁଲର ବାସ୍ନା। କବି ମଧୁସୂଦନ ରାଓ ଶରତ ଋତୁକୁ ରୂପ ସମ୍ଭାର ଦେଇଥିବା ଫୁଲ ପଂକ୍ତି କୁ ନେଇ ଲେଖିଛନ୍ତି 
"କାଶତଣ୍ଡୀ ଫୁଲେ ମହି ଦିଶଇ ଧବଳ, ସରୋବରେ ଫୁଟିଛନ୍ତି କୁମୁଦ କମଳ ।ସୁନ୍ଦର ମାଳତୀ ଗଙ୍ଗଶିଉଳି ଟଗରେ, ଧବଳିତ ଉପବନ ଜନମନହରେ"।।ହଁ ଅନେକ ଫୁଲର ସମ୍ଭାର ଭିତରେ କାଶତଣ୍ଡୀ ଫୁଲ ନିଆରା। ଏହି କାଶତଣ୍ଡୀ ଫୁଲ ଶରତ ଋତୁର ଆବାହକ । ନଈପଠାରେ ସବୁଜ ଗୁଳ୍ମରାଶି ମଧ୍ୟରେ ଶରତ ର ଆଗମନରେ ମୁଣ୍ଡ ଟେକେ କାଶତଣ୍ଡୀ, କବିଗଣ ଏହାକୁ କାମଦେବଙ୍କ ଚାମର ରୂପେ ବର୍ଣ୍ଣନା କରନ୍ତି। ସବୁଜ ଧରଣୀ ବୁକୁରେ ଶୁଭ୍ର କାଶତଣ୍ଡୀର ଲହରି ତରଙ୍ଗାଇତ ରୂପରାଜି କାହାରବା ମନଲୋଭା ନ ହେବ? ଇଏ

ପ୍ରେମର ପ୍ରତୀକ ରୋମଞ୍ଚ ଭରା କାଶତଣ୍ଡୀ,  ଜହ୍ନରାତିର ଜ୍ୟୋତ୍ସ୍ନାରେ ବିଧୌତ ଧରଣୀ ବୁକୁରେ କାଶତଣ୍ଡୀ ଫୁଲର ସମ୍ଭାର ଜନମାନସ ରେ ରୋମାଞ୍ଚ ସୃଷ୍ଟି କରେ। ଏଇ କାଶତଣ୍ଡୀ ର ଅପରୂପ ଶୋଭା ପ୍ରlଚୁଯ୍ୟ ଭିତରେ ଆବିର୍ଭାବ ହୁୟନ୍ତୀ ମା ଦୁର୍ଗା।ଏଇ  ଭାରତବର୍ଷ ଭରପୁର ହୋଇଉଠେ ଶାରଦୀୟ ପର୍ବରେ। ସୁନିର୍ମଳ ସ୍ୱଚ୍ଛ ଶରତ ବୁକୁରେ କାଶତଣ୍ଡୀ ର ରୋମାଞ୍ଚ ଭରା ରୂପ ଲାବଣ୍ୟ, ପ୍ରେମିକ, ଭାବୁକ, କବି, ଲେଖକ ସମସ୍ତଙ୍କୁ ଆକୃଷ୍ଟ କରେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like