-+91-9937148622 |

prerana_bgr@rediffmail.com |

  Sunday 22nd March 2026 |

| | | |

R.N.I. Regd No. ODIODI/2010/46693

Breaking News

୩ ଗଂଜେଇ ଚୋରାଚାଲାଣକାରୀଙ୍କ ଗିରଫ କଲା ପୋଲିସ    (21-Mar-2026)       ||      ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଉଦ୍‌ଯାପିତ   (21-Mar-2026)       ||      ତହଁକ କୁଟୁମର  ବିଶ୍ବ କବିତା ଦିବସ ପାଳନ   (21-Mar-2026)       ||      ସୁନାମୁଦିରେ ପଡ଼ା ସ୍ତରୀୟ ପୁଷ୍ଟି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (21-Mar-2026)       ||      ବୁବେଲ ସ୍କୁଲରେ ପିଏମଶ୍ରୀ ବାର୍ଷିକ ଉତ୍ସବ    (21-Mar-2026)       ||      ରାଜ୍ୟସ୍ତରୀୟ ଓଷ୍ଟା ମେଧା ଅନ୍ବେଷଣରେ ବଲାଙ୍ଗୀରର ଶ୍ରେଷ୍ଠ ପ୍ରଦର୍ଶନ    (21-Mar-2026)       ||      ଡୁଙ୍ଗୁରିପାଲି: ଅଧ ଘଣ୍ଟା ବ୍ୟବଧାନରେ ମା ପୁଅ ଆଖି ବୁଜିଲେ    (21-Mar-2026)       ||      ଜିଲ୍ଲା ଅଭିଯୋଜନ ନିର୍ଦ୍ଦେଶାଳୟର ନୂତନ କାର୍ଯ୍ୟାଳୟ ଉଦଘାଟିତ   (21-Mar-2026)       ||      ବିଶ୍ଵ ପଖାଳ ଦିବସ ଓ ବିଶ୍ଵ କବିତା ଦିବସ ଉପଲକ୍ଷେ ଅଭାଷୀ ମାଧ୍ୟମରେ ବହୁଭାଷୀ କବିତା ଆସର    (21-Mar-2026)       ||      ବିଶ୍ୱ ବନଦିବସ ପାଳିତ.. ବଲାଙ୍ଗୀରରେ ଜଙ୍ଗଲ ଓ ଅର୍ଥନୀତିର ନୀବିଡ ସମ୍ପର୍କ ରହିଛି-ଆରସିସିଏଫ   (21-Mar-2026)       ||      ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   (21-Mar-2026)       ||      ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   (21-Mar-2026)       ||      *ଶିଶୁ ମନ୍ଦିରରେ "କଣ୍ଢେଇ ଦିବସ" ରେ ଶିଶୁମାନଙ୍କ ମନୋରଞ୍ଜନ ଓ ସୃଜନଶୀଳତାର ଅଦ୍ଭୁତ ପ୍ରଦର୍ଶନ*   (21-Mar-2026)       ||      ବିଶ୍ୱ ପଖାଳ ଦିବସ ପାଳିତ   (21-Mar-2026)       ||      *ତୃଟି ପୂର୍ଣ୍ଣ ଚିକିତ୍ସା ରେ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ମୁଖ୍ୟ ଡାକ୍ତର ଖାନା ଓ ଆଶା ନର୍ସିଂ ହୋମ ପରିଦର୍ଶନ କଲେ ଜିଲ୍ଲାପାଳ*-   (21-Mar-2026)       ||      ଦାୟିତ୍ୱ ନେଲେ ନୂଆପଡ଼ା ନୂତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ   (21-Mar-2026)       ||      ଆପ ନେତା ଆଶିଷ ପାଣ୍ଡେ ଙ୍କ ନେତୃତ୍ୱରେ ମିଶ୍ରଣ ପର୍ବ   (20-Mar-2026)       ||      ମାଁ ସମଲେଶ୍ୱରୀ ମନ୍ଦିରରେ ୫ବର୍ଷ ହେବ ଭଗ୍ନ ମୁର୍ତ୍ତି ପୂଜା ପାଉଛନ୍ତି ଶୈଳପୁତ୍ରି,  ବ୍ରହ୍ମଚାରିଣି ଚୈତ୍ରରେ ସ୍ଥାପନ କରିବା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ   (20-Mar-2026)       ||      ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ତୃତୀୟ ସଂନ୍ଧ୍ୟାରେ  ନାଟକ “ଆଏବା ସକାଲ” ଓ “ସୀତାଠାବ” ମଞ୍ଚସ୍ଥ   (20-Mar-2026)       ||      "ବରିଷ୍ଠ ରେ ପ୍ରତିଜ୍ଞା ଓ କନିଷ୍ଠ ରେ ଅଙ୍କିତା ପ୍ରଥମ"   (20-Mar-2026)       ||     

HOME   ଜିଲ୍ଲା

ଓଡିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ରକ୍ତଦାନ କାର୍ଯ୍ୟକ୍ରମ

14-Sep-2021



ବରଗଡ଼ (ପ୍ରେରଣା ଖବର ): ଆଜି ବରଗଡ଼ ନିର୍ବାଚନମଣ୍ଡଳୀ ସ୍ଥିତ ସ୍ଥାନୀୟ ୱାର୍ଡ଼ ନୁମ୍ବର ୧୮ ସ୍ଥିତ ଜନକଲ୍ୟାଣ ଯୁବକ ସଂଘ ଠାରେ ବରଗଡ ଯୁବ ଓ ଛାତ୍ର ମିଳିତ ଆୟୋଜିତ ଓଡିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା ଏହି କାର୍ଯ୍ୟକ୍ରମରେ ମାନ୍ୟବର ବରଗଡ଼ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧକ୍ଷ୍ୟ ଦେବେଶ ଆଚାର୍ଯ୍ୟ ମୂଖ୍ୟ ଅତିଥି ଭାବରେ ଯୋଗଦେଇ ଥିଲେ l ଓଡ଼ିଶା ମୋ ପରିବାର ର ଜିଲ୍ଲା ସଂଯୋଜକ ଗୌରହରି ମିଶ୍ର, ନାରୀ ନେତ୍ରୀ କଳ୍ପନା ମାଝୀ ଯୋଗଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥଲେ। ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ସର୍ବମୋଟ ୩୪ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା।ଏହି ଶିବିରକୁ ସମିର ବାରିକ, ସ୍ୱରୂପ ଗୁରୁ, ଦୋଳ ଗୋବିନ୍ଦ ମହାରଣା, ମନୋଜ ବେହେରା, ନିରାଦ ଦାଶ, ସଞ୍ଜୀବ ବହିଦାର, ଯେଠୁ ସାହୁ, କାଲି ଚରଣ ତ୍ରୀପାଠୀ, ବିଭୁ ସାହୁ ଓ ସମସ୍ତ ସଦସ୍ୟ ମାନେ ପରିଚାଳନା କରିଥିଲେ। 

 


News Comment




Photo in News

Advertisment
Lastest News
୩ ଗଂଜେଇ ଚୋରାଚାଲାଣକାରୀଙ୍କ ଗିରଫ କଲା ପୋଲିସ    21-Mar-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଉଦ୍‌ଯାପିତ   21-Mar-2026
  ଜିଲ୍ଲା  
ତହଁକ କୁଟୁମର  ବିଶ୍ବ କବିତା ଦିବସ ପାଳନ   21-Mar-2026
  ଜିଲ୍ଲା  
ସୁନାମୁଦିରେ ପଡ଼ା ସ୍ତରୀୟ ପୁଷ୍ଟି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   21-Mar-2026
  ଜିଲ୍ଲା  
ବୁବେଲ ସ୍କୁଲରେ ପିଏମଶ୍ରୀ ବାର୍ଷିକ ଉତ୍ସବ    21-Mar-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଓଷ୍ଟା ମେଧା ଅନ୍ବେଷଣରେ ବଲାଙ୍ଗୀରର ଶ୍ରେଷ୍ଠ ପ୍ରଦର୍ଶନ   21-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି: ଅଧ ଘଣ୍ଟା ବ୍ୟବଧାନରେ ମା ପୁଅ ଆଖି ବୁଜିଲେ   21-Mar-2026
  ଜିଲ୍ଲା  
ଜିଲ୍ଲା ଅଭିଯୋଜନ ନିର୍ଦ୍ଦେଶାଳୟର ନୂତନ କାର୍ଯ୍ୟାଳୟ ଉଦଘାଟିତ   21-Mar-2026
  ଜିଲ୍ଲା  
ବିଶ୍ଵ ପଖାଳ ଦିବସ ଓ ବିଶ୍ଵ କବିତା ଦିବସ ଉପଲକ୍ଷେ ଅଭାଷୀ ମାଧ୍ୟମରେ ବହୁଭାଷୀ କବିତା ଆସର   21-Mar-2026
  ଜିଲ୍ଲା  
ବିଶ୍ୱ ବନଦିବସ ପାଳିତ.. ବଲାଙ୍ଗୀରରେ ଜଙ୍ଗଲ ଓ ଅର୍ଥନୀତିର ନୀବିଡ ସମ୍ପର୍କ ରହିଛି-ଆରସିସିଏଫ   21-Mar-2026
  ଜିଲ୍ଲା  
ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   21-Mar-2026
  ଜିଲ୍ଲା  
ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   21-Mar-2026

You Might Also Like