-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ରାଜ୍ୟ

ପୁଣି ସକ୍ରିୟ ହେଲା ମୌସୁମୀ, ଅନେକ ଅଞ୍ଚଳ ଜଳ ମଗ୍ନ

14-Sep-2021



ନୂଆଦିଲ୍ଲୀ(ପ୍ରେରଣା ଖବର ବ୍ୟୁରୋ): ଦେଶର ଅନେକ ଅଞ୍ଚଳ ଉପରେ ଏବେ ମୌସୁମୀ ସକ୍ରିୟ। ଏଣୁ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ କେତେକ ସ୍ଥାନରେ ଅତିବୃଷ୍ଟି ଏବେ ସମସ୍ୟାର କାରଣ ପାଲଟିଛି। ଉତ୍ତର କେନ୍ଦ୍ରୀୟ ବଙ୍ଗୋପସାଗର ଓ ଗୁଜରାଟରେ ସୃଷ୍ଟି ହୋଇଥିବା ଲଘୁଚାପ ପାଣିପାଗରେ ପରିବର୍ତ୍ତନ ଆଣିଛି। ଫଳରେ ମୌସୁମୀ ପୁଣି ସକ୍ରିୟ ହୋଇଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) କହିଛନ୍ତି।*

*ଆଇଏମଡିଙ୍କ ସୂଚନା ଅନୁସାରେ ଉତ୍ତର କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତରେ ପରିଣତ ହୋଇ ଭୂ-ଭାଗକୁ ପ୍ରବେଶ କରିବା ସହ ଉତ୍ତର-ଉତ୍ତର-ପଶ୍ଚିମ ଦିଗକୁ ଗତି କରିଥିଲା। ତାହା ଏବେ ଉତ୍ତର ଛତିଶଗଡ଼ ଓ ସଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ସକ୍ରିୟ ରହିଛି। ଏଣୁ ପ୍ରଭାବରେ ବର୍ଷା ଲାଗି ରହିଛି। ଏହା ଆଗାମୀ ୨୪ ଘଣ୍ଟାରେ କ୍ରମଶଃ ଦୁର୍ବଳ ହୋଇ ୱେଲମାର୍କଡ ଲୋପ୍ରେସର ( ଡବ୍ଲୁଏଲଏମପି)ରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛନ୍ତି।

ଲଘୁଚାପ ପରବର୍ତ୍ତି ୪୮ ଘଣ୍ଟାରେ ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରି ମଧ୍ୟପ୍ରଦେଶକୁ ଅଗ୍ରସର ହେବ। ତେବେ ଅବପାତ ଏବେ ଛତିଶଗଡ ଅମ୍ବିକା ପୁରର ଦକ୍ଷିଣ-ଦକ୍ଷିଣ-ପଶ୍ଚିମ ଦିଗରେ ୮୦ କିଲୋମିଟର ଦୂରରେ ଥିବା ବେଳେ ରାୟପୁରରୁ ୧୯୦ କିଲୋମିଟର ଦୂର ପୂର୍ବ-ଉତ୍ତର-ପୂର୍ବ ଦିଗରେ ରହିଛି। ସେପଟେ ସୋମବାର ଗୁଜରାଟ ଓ ପଡୋଶୀ ଅଞ୍ଚଳ ଉପରେ କେନ୍ଦ୍ରିତ ଲଘୁଚାପ କ୍ରମଶଃ ଦୁର୍ବଳ ହୋଇଯାଇଛି। ତେବେ ଏହା ସହ ଥିବା ଘୂର୍ଣ୍ଣିବଳୟ ଏବେ ଦକ୍ଷିଣ ଗୁଜୁରାଟରେ ସକ୍ରିୟ ଅଛି।*l

ମୌସୁମୀ ତାର ନିୟମିତ ସ୍ଥାନ ଦକ୍ଷିଣରେ ସ୍ୱଭାବିକ ଥିବା ବେଳେ ଆଗାମୀ ୩-୪ଦିନରେ ପୁଣି ନିୟମିତ ସ୍ଥାନର ଦକ୍ଷିଣରେ ରହିବା ନେଇ ଆଇଏମଡି ଆକଳନ କରୁଛନ୍ତି। ଏଣୁ ଛତିଶଗଡ଼, ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ଆକଳନ କରାଯାଉଥିବା ବେଳେ କେତେକ ସ୍ଥାନରେ ଭୀଷଣରୁ ଭୀଷଣ ବର୍ଷା ନେଇ ସତର୍କ କରାଇଛନ୍ତି।

 ସେହିପରି ଉତ୍ତର କୋଙ୍କଣ, ଉତ୍ତର ମଧ୍ୟ ମହାରାଷ୍ଟ୍ର, ଗୁଜରାଟ, ପୂର୍ବ ରାଜସ୍ଥାନ ଓ ମଧ୍ୟପ୍ରଦେଶର ବିଭିନ୍ନ ସ୍ଥାନରେ ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ବର୍ଷା ଓ କେତେକ ସ୍ଥାନରେ ଅତ୍ୟାଧିକ ବର୍ଷାର ଆକଳନ କରାଯାଉଛି। ଏହି ସମୟରେ ଉତ୍ତର-ପଶ୍ଚିମ ଭାରତ, ହରିୟାଣା, ରାଜସ୍ଥାନ, ପଶ୍ଚିମ ଉତ୍ତରପ୍ରଦେଶ ରେ ସେପ୍ଟେମ୍ବର ୧୬ ପରେ ବର୍ଷା ବୃଦ୍ଧି ନେଇ ମଧ୍ୟ ଆଇଏମଡି ଆକଳନ କରିଛନ୍


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like