-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ପୁରୀ ଅବକାରୀ ବିଭାଗର ଚଢ଼ାଉ :ଦଶ କେଜି ଗଂଜେଇ ଜବତ

14-Sep-2021



ପୁରୀ (ସମୀର ରଞ୍ଜନ ନାୟକ )ପୁରୀ ଜିଲାପାଳଙ୍କ ନିର୍ଦେଶ କ୍ରମେ ଅବକାରୀ ଅଧିକ୍ଷକ ଅମରେନ୍ଦ୍ର ଜେନାଙ୍କ ତତ୍ୱାବଧାନରେ ଜିଲ୍ଲା ଅବକାରୀ ସଦର ରେଞ୍ଜ  ନିରୀକ୍ଷୀକା ଶ୍ରୀମତୀ ମାନସୀ ସାହୁ ଏବଂ ମୋବାଇଲି ସ୍କ୍ୱାଡ଼ର ଉପ ନିରୀକ୍ଷୀକା ମମତା କୁମାରୀ ଦାଶଙ୍କ ନେତୃତ୍ୱରେ ନୟାଗଡ ଜିଲ୍ଲାରୁ ଗଂଜେଇ ଆଣି ଦଣ୍ଡୁଆସିପଡା, ଖଜୁରିଆ ଓ ଏହାର ଆଖପାଖ ଅଂଚଳରେ ଖୁଚୁରା ବ୍ୟବସାୟଙ୍କୁ ବିକ୍ରି କରୁଥିବା ଅଭିଯୋଗରେ ଅବକାରୀ ଅଧିକ୍ଷ୍ୟକ ଶ୍ରୀ ଅମରେନ୍ଦ୍ର ଜେନା ଏକ ସ୍ୱତନ୍ତ୍ର ଟିମ ଗଠନ କରିଥିଲେ, ଏହି ଟିମ ଆଜି ସକାଳ ଭୋରୁ ବ୍ରହ୍ମଗିରି ଥାନା ଅଂଚଳରେ ଚଢ଼ାଉ କରି ଦୁଇଜଣ ବ୍ୟକ୍ତି ଯାହାଙ୍କର ନାମ ଚକ୍ରଧର ପରିଡା (38) ବର୍ଷ ଓ ଦିଗାମ୍ବର ପରିଡା 45 ବର୍ଷ ଙ୍କୁ ଚଢ଼ଉ କରି ତାଙ୍କ ଠାରୁ ଦାଶ କେଜି ଗଂଜେଇ ଜବତ କରିଛନ୍ତି ଏବଂ ତାଙ୍କୁ ଗିରଫ କରି ଜିଲ୍ଲା ମୋବାଇଲ ସ୍କ୍ୱାଡ଼ କେସ ନମ୍ବର 93/21-22ରେ ଓ ପୁରୀ ସଦର ରେଞ୍ଜ କେସ ନମ୍ବର 27/21-22ରେ କୋର୍ଟ ଚାଲାଣ କରି ଜାମିନ ନାମଞ୍ଜୁର ହେବାରୁ ପୁରୀ ଜିଲ୍ଲା କରାଗରକୁ ପଠାଯାଇଛି. ଜବତ ଗଂଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୮0,000 ଟଙ୍କାରୁ ଉର୍ଦ୍ଧ ହେବ. ଏହି ଚଢ଼ାଉରେ ଅବକାରୀ ନିରୀକ୍ଷୀକା ଶ୍ରୀମତୀ ମାନସୀ ସାହୁ ଓ ଉପ-ନିରୀକ୍ଷୀକା ଶ୍ରୀମତୀ ମମତା କୁମାରୀ ଦାଶ, ଉପ- ନିରୀକ୍ଷକ ଶ୍ରୀ ରଙ୍କନିଧି ମଲ୍ଲିକ, ଏ ଏସ ଆଇ ସନ୍ତୋଷ କୁମାର ନାୟକ, ଅଭିଜିତ ପ୍ରଧାନ, ପ୍ରବୀଣ ବିରାଜ ଖିରୋ ପ୍ରମୁଖ  ସାମିଲ ଥିଲେ.


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like