-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଆଦିବାସୀ ଙ୍କ ଜମି ଚଞ୍ଚକତା କରିବା ନେଇ ପ୍ରଶାସନିକ ଅଧିକାରୀ ଙ୍କ ବିରୋଧ ଆଦିବାସୀ ସଂଘ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଦାବି

14-Sep-2021



ଟିଟିଲାଗଡ଼ (ପ୍ରେରଣା ଖବର ): ବଲାଙ୍ଗୀର ଜିଲ୍ଲା ମୁରିବାହଲ ତହସିଲରେ ଖୋଲାଖୋଲି ବିଭାଗୀୟ ଅଧିକାରୀ ଜଣେ ଆଦିବାସୀ ଯିଏକି ଜାତିରେ କନ୍ଧ ତାଙ୍କ ଅଜାଣତରେ  ମାନ୍ୟବର ଭାରତୀୟ ଦଣ୍ଡ ବିଧାନ ନିୟମ ର ଖିଲାପ କରି ଭିନ୍ନ ଜାତିର ବ୍ୟକ୍ତିଙ୍କ ନାମରେ ନାମିତ କରିଦେଇଥିବା ପଶ୍ଚିମଓଡ଼ିଶା ଆଦିବାସୀ ସଂଘ ତରଫରୁ ଲିଖିତ ଅଭିଯୋଗ କରାଯାଇଛି । ସୂଚନା ଅନୁଯାୟୀ ବଲାଙ୍ଗୀର ଜିଲ୍ଲାର ମୁରିବାହାଲ ତହସିଲ ଅଧିନସ୍ଥ ଘଣ୍ଟବାହାଲି ଗ୍ରାମର ହାତୀରାମ ମାଝୀ ତାଙ୍କ ଜମି ଖାତା ନମ୍ବର ୬୪ ,ପ୍ଲଟ ନଂ-୩୫୮,୨୩୦,୧୧୪,୧୧୩,ଓ ୨୦୨,୫୦୮ ତାଙ୍କ ପିତୃ ଅର୍ଜିତ ନିଜସ୍ୱ ଜମି ହୋଇଥିବା ବେଳେ ଉକ୍ତ ଜମି କୁ ତାଙ୍କ ଅଜାଣତରେ ଉକ୍ତ ଗ୍ରାମର ନୀଳ ସିକା ଓ ରୋଜିନା ସିକା ନାମକ ଗୌଡ଼ ଜାତି ର ଉକ୍ତ ଦୁଇ ନାମରେ ନାମିତ କରିଦିଆଯାଇଛି । ସରକାରୀ ଭାବେ ଭିନ୍ନ ଜାତିର ଲୋକଙ୍କୁ ଆଇନର ଖିଲାପ କରି  ଏପରି ଜମି ହସ୍ତାନ୍ତର କରିଦିଆଯିବା ନେଇ ହାତୀରାମ ମାଝୀ ଜାଣି ଦାଖଲ ଖାରଜ ନାମା ସଂଖ୍ୟା ୫୧୪/୧୭ ଅନୁଯାୟୀ ଡିଗ୍ରୀ ହାସଲ କରିଛନ୍ତି । ସରକାରୀ ଭାବେ ଏହି ଜମି ମୁରିବାହାଲ ତହସିଲଦାର ସୋନାଲି ପାତ୍ର,କିରାଣୀ ପ୍ରଶାନ୍ତ ମେହେର,ଆର ଆଇ ହିମାଂଶୁ ମେହେର ଚଞ୍ଚକତା କରି ଅର୍ଥ କାରବାର କରିଥିବା ଅଭିଯୋଗ ହୋଇଛି । ନିର୍ଯ୍ୟାତନା ନିବାରଣ ଅଧିନିୟମ ୧୯୮୯ ସଂଖ୍ୟା ୩୩ ଅନୁଯାୟୀ ଦଣ୍ଡବିଧାନ କରାଯିବା ପାଇଁ ସମସ୍ତ ଉଚ୍ଚ ପଦାଧିକାରୀ ଙ୍କ ନିକଟରେ ତଥା ଓଡ଼ିଶା ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ନିକଟକୁ ଡାକ ଯୋଗେ ଲିଖିତ ଅଭିଯୋଗ ପତ୍ର ପ୍ରେରଣ କରାଯାଇଛି । ସେହିପରି ଏହି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ତଥା ମୁରିବାହାଲ ତହସିଲ ଅଞ୍ଚଳରେ ଏପରି ସଂଖ୍ୟାଧିକ ମାମଲା ଲୋକଲୋଚନକୁ ଆସୁଥିବା ନେଇ ପଶ୍ଚିମ ଓଡିଶା ଆଦିବାସୀ ସଂଘ ପକ୍ଷରୁ ବିସିକେସନ ଜାନି ତଦନ୍ତ ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like